-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

ପାଣି ମୁ୍ରା ଇଥନାଲ କାରଖାନା ରେ ଶ୍ରମିକ ମୃତ୍ୟୁ : ଅଞ୍ଚଳ ରେ ଉତ୍ତେଜନା, ପୋଲିସ ମୃତୟନ, ସରକାରୀ ସାହାଯ୍ୟ ପାଇଁ ଦାବୀ 

13-Jan-2025



ତରଭା(କପିଳାସ ସେଠ) ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ପାଣିମୁରାରେ ଥିବା ଇଥାନଲ କାରଖାନାରେ ଜଣେ ଶ୍ରମିକଙ୍କ  ମୃତ୍ୟୁ ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ତେଜନା ଦେଖା ଯାଇଥିଲା । ଶାନ୍ତି ଶୃଙ୍ଖଳା ରକ୍ଷା ସୋନପୁର ଏସଡିପିଓ ପ୍ରତାପଚନ୍ଦ୍ର ତ୍ରିପାଠୀ,ତରଭା ଥାନା ଆଇଆଇସି ଅନିତା କିଡୋ,ଥାନାର ଷ୍ଟାଫ, ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ଅତିରିକ୍ତ ତହସିଲଦାର ଦୀପ୍ତିମୟୀ ଭୁଏ, ବିଡ଼ିଓ ଗଙ୍ଗାରାମ ବୁଡ଼େକ ପ୍ରମୁଖ ଗ୍ରାମବାସୀଙ୍କୁ ବୁଝାସୁଝା କରି ସ୍ଥିତି କୁ ଆୟତ୍ତ କରିଥିଲେ I ଉପସ୍ଥିତ ଉତ୍ତେଜିତ ଗ୍ରାମବାସୀ ମାନେ ତାଙ୍କ ଜିଦ

ରେ ଅଟଳ ରହିଥିଲେ I  ସୂଚନା ଅନୁଯାୟୀ ଅରଖପଦର ନିବାସୀ ଘନ ମହାକୁରଙ୍କ ପୁଅ ଅଜୁ ମହାକୁର(୨୬) ଇଥାନଲ କାରଖାନାରେ ଜଣେ ଠିକାଦାରଙ୍କ ଅଧୀନରେ ପ୍ରାୟ ଏକ ବର୍ଷ ହେଲା କାମ କରୁଥିଲେ।ରବିବାର ସନ୍ଧ୍ୟାରେ  ୬.୩୦ ସମୟରେ କାମ କରୁଥିବାଲେ ମେସିନ ଭିତରେ ଗଲି ପଡିବାରୁ ତାଙ୍କର ଶରୀର ଖଣ୍ଡ ଖଣ୍ଡ ହୋଇଯାଇଥିବା ଆଇଆଇସି  କିଡୋ ଙ୍କ ଠାରୁ ଜଣାଯାଇଛି। ଟେକନିକାଲ ଟିମ ଆସିବା ପରେଫସି ରହିଥିବା ଶବକୁ ବାହାର କରାଯାଇଥିଲା ଓ ଶବ ଜବତ କରାଯାଇ ବ୍ୟବଛେଦ ପାଇଁ ପଠା ଯାଇଛି ପରିବାର ଲୋକଙ୍କୁହସ୍ତାନ୍ତର କରାଯାଇଛି ବୋଲି ଆଇଆଇସି ସୂଚନା ଦେଇଛନ୍ତି । ଶୋକାକୁଳ ପରିବେଶ ରେ ତାଙ୍କର ଅନ୍ତିମ ସତ୍କାର କରାଯାଇ ଥିବାର ପରିବାର ପକ୍ଷରୁ ସୂଚନା ଦିଆ ଯାଇଛି I ମୃତ ଅଜୁଙ୍କ ବିଧବା ପତ୍ନୀ ଓ ଗୋଟିଏ ସନ୍ତାନ ଅଛନ୍ତି। ଘଟଣାଟି ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି I ପରିବାର ବର୍ଗ କୁହରିଶ୍ଚନ୍ଦ୍ର ଯୋଜନା ସହାୟତା ଛଡା ଅନ୍ୟ  ସରକାରୀ

ସ୍ତର ରେ କୌଣସି ଯୋଜନା ରେ ସାହାଯ୍ୟ ଦିଆଯାଇ ପାରିନାହିଁ I ସରକାରୀ ସାହାଯ୍ୟ ଦିଆଯିବା ନେଇ ପ୍ରସ୍ତୁତି ଚାଲିଛି Iଇଥନାଲ କମ୍ପାନୀ ପକ୍ଷରୁ ପ୍ରାୟ ୨୫ଲକ୍ଷ ଟଙ୍କା ସାହାଯ୍ୟ ଦେବା ପାଇଁ ପ୍ରତିଶୃତି ଦେଇଛି ବୋଲି ବିଡ଼ିଓ ସୂଚନା ଦେଇଛନ୍ତି I ଏଠାରେ ସୂଚନା ଯୋଗ୍ୟ ଯେ ବିଭିନ୍ନ ସମୟରେ ଇଥନାଲ କମ୍ପାନୀ ରେ ଶ୍ରମିକ ମାନଙ୍କର ବଡରୁ ଛୋଟ ଦୁର୍ଘଟଣା ହେଉଛି I କମ୍ପାନୀ କତୃପକ୍ଷରୁ ତାହାଙ୍କୁ ସାହାଯ୍ୟ କରୁନଥିବା ବିଭିନ୍ନ ସମୟରେ ଅଭିଯୋଗ ହେଉଥିବା ଜଣାଯାଉଛି  I 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like