-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||     

HOME   ଜିଲ୍ଲା

ଦ୍ୱାରିରେ କିଶୋରୀ ବାଳିକା ଶରବ୍ୟ ଦିବସ

14-Jan-2025



ବରଗଡ଼(ପ୍ରେରଣା ଖବର):  ସୋମବାର ଦିନ ଅମ୍ବାଭୋନା ବ୍ଳକ୍ ଅନ୍ତର୍ଗତ ଦ୍ଵାରି ଗ୍ରାମପଞ୍ଚାୟତ ଅଧିନସ୍ଥ ଅଙ୍ଗନୱାଡ଼ି କେନ୍ଦ୍ର ଠାରେ କିଶୋରୀ ବାଳିକା ଶରବ୍ୟ ଦିବସ ଭୁକ୍ତା ଗ୍ରାମ ପଞ୍ଚାୟତ ର ଅଙ୍ଗନୱାଡ଼ି ସୁପର ଭାଇଜର୍ ଶ୍ରୀମତୀ ସ୍ୱର୍ଣ୍ଣପ୍ରଭା ନାୟକଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ସମ୍ମାନୀତ ଅତିଥି ଭାବେ ଟ୍ରାସ୍ ଫୋର୍ସ କମିଟିର ସଭ୍ୟ ସଭ୍ୟା ଲତା ନାଏକ, ଶିକ୍ଷକ ସ୍ବାଧିନ କୁମାର ସାହୁ ଯୋଗଦାନ କରିଥିଲେ । ସର୍ବପ୍ରଥମେ ଅଗ୍ରପୂଜ୍ୟ ଗଣେଶଙ୍କ ମୂର୍ତ୍ତିରେ ଧୂପଦୀପ ଦେଇ ପୂଜାର୍ଚ୍ଚନା କରାଯାଇଥିଲା ।  ଅଙ୍ଗନୱାଡି କର୍ମୀ ଶ୍ରୀମତୀ ଯସ୍ମିତା ସାହୁ ସଭାର ଉଦ୍ଦେଶ୍ୟ ପ୍ରଦାନ କରିଥିଲେ । ଏହି ଦିବସରେ ଦ୍ଵାରୀ ଗ୍ରାମ ପଞ୍ଚାୟତର ସମସ୍ତ ଅଙ୍ଗନୱାଡି କର୍ମୀ ଓ କିଶୋରୀ ବାଳିକା ଯୋଗଦାନ କରିଥିଲେ । ଶ୍ରୀମତୀ ସ୍ୱର୍ଣ୍ଣ ପ୍ରଭା ନାଏକ ବାଲ୍ୟ ବିବାହ, ନାରୀ ମାନଙ୍କ ଉପରେ ଅତ୍ୟାଚାର ବିରୋଧରେ ବୁଝାଇ ଥିଲେ।ସ୍ବାଧିନ କୁମାର ସାହୁ  ବାଲ୍ୟ ବିବାହ ରୋକିବା ପାଇଁ ପଦକ୍ଷେପ ଓ ମହିଳା ସଶକ୍ତିକରଣ ବିଷୟରେ ବୁଝାଇ ଥିଲେ । ଏହାପରେ ସମସ୍ତ କିଶୋରୀ ବାଳିକା ମାନଙ୍କୁ ନେଇ ତର୍କ, ଚିତ୍ରାଙ୍କନ ଓ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଶିକ୍ଷକ ମଙ୍ଗଳୁ ମୁଣ୍ଡଚୁଳିଆ ଓ ସରୋଜ କୁମାର ସାହୁ ତର୍କ ଓ ନୃତ୍ୟ ପ୍ରତିଯୋଗିତା କରିଥିବା ବେଳେ ସ୍ବାଧିନ କୁମାର ସାହୁ ଚିତ୍ରାଙ୍କନ ପ୍ରତିଯୋଗିତା କରିଥଲେ । ତର୍କ ରେ ବେବି ସାହୁ ପ୍ରଥମ,ଇତିଶ୍ରୀ ପଧାନ ଦ୍ୱିତୀୟ,ଲକ୍ଷ୍ମୀପ୍ରିୟା ମହାନନ୍ଦ ଓ ଶ୍ରୁତି ପଟେଲ ତୃତୀୟ,ନୃତ୍ୟରେ ସରିତା ରଣା ପ୍ରଥମ,ମଞ୍ଜୁ ମାଝୀ ଦ୍ୱିତୀୟ,କୌଶଲ୍ୟା ଭୁଏ ତୃତୀୟ, ଚିତ୍ରାଙ୍କନ ରେ ରୁବି ସାହୁ ପ୍ରଥମ, ଲକ୍ଷ୍ମୀପ୍ରିୟା ମହାନନ୍ଦ ଦ୍ୱିତୀୟ, ଓ ପ୍ରୀତି ସାହୁ ତୃତୀୟ ସ୍ଥାନ ଅଧିକାର କରି ମୁଖ୍ୟ ଅତିଥି ଙ୍କ ହାତରୁ ପୁରସ୍କାର ଓ ମାନପତ୍ର ଗ୍ରହଣ କରିଥିଲେ । ଶେଷରେ  ପ୍ରକୃତି ରାଣୀ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026

You Might Also Like