-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||     

HOME   ଜିଲ୍ଲା

ମାଁଚନ୍ଦ୍ରାସେନୀ ପୂଜାକମିଟି ପକ୍ଷରୁ ସୁନ୍ଦରାକାଣ୍ଡ ପାରାୟଣ

14-Jan-2025



ବଲାଙ୍ଗୀର: ବଲାଙ୍ଗୀର ସହରର ତାଲପାଲିପଡା/ବରପାଲିପଡା ମାଁଚନ୍ଦ୍ରାସେନୀ ପୂଜାକମିଟି ପକ୍ଷରୁ ଆଜି ପବିତ୍ର ମକରସଂକ୍ରାନ୍ତି ଉପଲକ୍ଷେ ସୁନ୍ଦରାକାଣ୍ଡ ପାରାୟଣ ଅନୁଷ୍ଠିତ ହୋଇଯାଇଛି । ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଭଜନକିର୍ତ୍ତନରେ ପଡା ଉତ୍ସବ ମୁଖର ହୋଇ ଉଠିଥିଲା । ଏଥିରେ ଯୁବଗାୟକ ଲିପକ ମିଶ୍ର ବ୍ୟାସ ହୋଇ ସୁନ୍ଦରାକାଣ୍ଡ

ଗାୟନ ଓ ଭଜନ କାର୍ଯ୍ୟକ୍ରମ କରିଥିଲେ । ପୂଜାକମିଟିର ପ୍ରଦୀପ ଷଢଙ୍ଗୀ ଓ ତାଙ୍କ ଧର୍ମପତ୍ନୀ ମମତା ଷଢଙ୍ଗୀ କର୍ତ୍ତା ଦାୟୀତ୍ୱ ନେଇଥିଲେ । ଲିପକ ମିଶ୍ର ଓ ତାଙ୍କ ସାଂସ୍କୃତିକ ଟିମର ଭଜନ ଦର୍ଶକଙ୍କୁ ବିଭୋର କରିଦେଇଥିଲା । ଏହି କାର୍ଯ୍ୟକ୍ରମରେ ସଂକ୍ରାନ୍ତିଗ୍ରୂପର ଶତାଧିକ ମହିଳାମାନେ ସାମିଲ ହୋଇଥିଲେ । ପୂଜାକମିଟିର ପିଣ୍ଟୁ ଦାସ,କୃଷ୍ଣଚନ୍ଦ୍ର ପଟ୍ଟନାୟକ,ସୌରଭ ମେହେର,ଗୋବର୍ଦ୍ଧନ ନେଗୀ, ଜ୍ଞାନ ନାଏକ,ରାକେଶ ପଧାନ ପ୍ରମୁଖ କାର୍ଯ୍ୟକ୍ରମକୁ ସହଯୋଗ କରି ସଫଲ କରାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026

You Might Also Like