-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||     

HOME   ଜିଲ୍ଲା

ଆଗାମୀ ସାହିତ୍ୟ ସଂସଦର ପ୍ରତିଷ୍ଠା ଦିବସ ଓ ମକର ମିଳନ ଉତ୍ସବ ଅନୁଷ୍ଠିତ

14-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଅନ୍ତର୍ଗତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁର ପରିସରରେ
ଅଗ୍ରଣୀ  ସାହିତ୍ୟ ଅନୁଷ୍ଠାନ "ଆଗାମୀ ସାହିତ୍ୟ ସଂସଦ"ର ୪୩ତମ ପ୍ରତିଷ୍ଠା ଦିବସ ଓ ମକର ମିଳନ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି।ସଂସଦର ଉପ ସଭାପତି ସଞ୍ଜୟ
କୁମାର ବହିଦାର ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିଲେ।ସମ୍ପାଦକ ଅଶୋକ କୁମାର ବହିଦାର ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ ଡ଼ଃ ଜୟକେତନ ତ୍ରିପାଠୀଙ୍କ ସଂଯୋଜନାରେ ଓ ବରିଷ୍ଠ ନାଗରିକ ସଂଘର ସଭାପତି ଶ୍ରୀ ଜୟ ନାରାୟଣ ତ୍ରିପାଠୀ ଙ୍କ ସଭାପତିତ୍ବରେ ଆୟୋଜିତ ସଭାରେ ଶ୍ରୀ ମନୋଜ କୁମାର ପଣ୍ଡା, ଅଧ୍ୟାପକ ସନ୍ତୋଷ ଦେବତା, ଅଧ୍ୟାପକ ସନ୍ତୋଷ ସିଂହ ଠାକୁର, ଅଧ୍ୟାପକ ସନ୍ତୋଷ ମିଶ୍ର ,ସଂଜୟ କୁମାର ବହିଦାର ଓ ଶ୍ରୀ ମନୋରଞ୍ଜନ ପୁରୋହିତ ବିଭିନ୍ନ ଦିଗରୁ ମକର ସଂକ୍ରାନ୍ତିର ବୈଶିଷ୍ଟ୍ୟ ଉପରେ ଆଲୋଚନା କରିଥଲେ।ଏଇ ଅବସରରେ ଉପସ୍ଥିତ ଶ୍ରୋତାଙ୍କୁ ମକର ଚାଉଳ ଶ୍ରୀଗଣେଶ ଓ ବାଗଦେବୀ ସରସ୍ୱତୀଙ୍କ 
ନିକଟରେ ଅର୍ପଣ କରି ପ୍ରସାଦ ବଣ୍ଟନ କରାଯାଇଥିଲା।ଏଇ ଉତ୍ସବରେ ଶାନ୍ତାନୁପାଣିଗ୍ରାହୀ, ଜିତେନ୍ଦ୍ରିୟ ନାଥ ଗୁରୁ,ଅଧ୍ୟାପକ ବିଦ୍ୟାଧର ଦାଶ, ଦୈତାରୀ ସ୍ୱାଇଁ, ଗୋବିନ୍ଦ ଚନ୍ଦ୍ର ପାଣିଗ୍ରାହୀଙ୍କ ସମେତ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ। ସମଗ୍ର କାର୍ଯ୍ୟକ୍ରମକୁ ଟେନେସ ପଣ୍ଡା, ରାମଚନ୍ଦ୍ର ମେହେର, କରୁଣାକର ମେହେର, କୁଞ୍ଜ ବିହାରୀ ସରାଫ,ପରମେଶ୍ବର ବିଶି ପରିଚାଳନାରେସାହାଯ୍ୟ କରିଥିଲେ। ଶେଷରେ ଶେଷ ଦେବ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026

You Might Also Like