-+91-9937148622 |

prerana_bgr@rediffmail.com |

  Monday 10th February 2025 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଷଷ୍ଠ ତମ ହନୁମାନ ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ ର ଫାଇନାଲ ମ୍ୟାଚ ରେ ଘସିଏନ ଦଳ ବିଜୟୀ   (09-Feb-2025)       ||      ଖଲିଆପାଲି ରେ  ଦ୍ଵିଦିବସୀୟ ଗୀତାଯଜ୍ଞ  ସମ୍ପନ୍ନ   (09-Feb-2025)       ||      ଶିକ୍ଷୟିତ୍ରୀ ଅନୁସୁୟା ଦେବତା ପାଇଲେ ବଣମଲ୍ଲୀ ଶିକ୍ଷା ଗୌରବ ସମ୍ମାନ    (09-Feb-2025)       ||      ଶିକ୍ଷୟିତ୍ରୀ ଅନୁସୁୟା ଦେବତା ପାଇଲେ ବଣମଲ୍ଲୀ ଶିକ୍ଷା ଗୌରବ ସମ୍ମାନ    (09-Feb-2025)       ||      ବଲାଙ୍ଗୀରର ଓକିଲ ମାନଙ୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍    (09-Feb-2025)       ||      ଜରାସିଂହାରେ ଟାଙ୍ଗିଆଜାମ କମିଟି ପକ୍ଷରୁ ପରିବେଶ ସଚେତନତା କାର୍ଯ୍ୟକ୍ରମ   (09-Feb-2025)       ||      ଫରେଷ୍ଟ ପାର୍କ ଠାରେ ଯୋଗ ପ୍ରଶିକ୍ଷଣ ଶିବିର   (09-Feb-2025)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୨ ତମ ବାର୍ଷିକ ଉତ୍ସବ   (09-Feb-2025)       ||      ନମୁନା ପଞ୍ଜିକରଣ ପଦ୍ଧତିର ସାମୟିକ ଗଣନାକାରୀମାନଙ୍କ ଏକ ଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (09-Feb-2025)       ||      ଆଞ୍ଚଳିକ ସାଧନା କେନ୍ଦ୍ର ସ୍ତରୀୟ ନିପୁଣ ଓଡିଶା ମେଳା 2024-25 ଅନୁଷ୍ଠିତ   (09-Feb-2025)       ||      ଭାରତୀୟ ମଜଦୁର ସଂଘ, ରାଜ୍ୟ ବିଧି ପ୍ରକୋଷ୍ଠର ପ୍ରଥମ ରାଜ୍ୟସ୍ତରୀୟ ସମ୍ମିଳନୀ   (09-Feb-2025)       ||      ରତାଖଣ୍ଡି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବବଜା କ୍ଲଷ୍ଟରର କ୍ଲଷ୍ଟରସ୍ତରୀୟ ନିପୁଣ ମେଳା   (09-Feb-2025)       ||      *ଭାରତ ଇ‍ଂଲଣ୍ଡ କ୍ରିକେଟ ମ୍ୟାଚରେ ଗ୍ରାଉଣ୍ଡ୍ସ ମେନ୍ ଭାବରେ ସୋନପୁର ର ଲୁଲୁ ପାତ୍ର ନିୟୋଜିତ*-   (09-Feb-2025)       ||      ଖଣ୍ଡୋକଟା ୩୨ ତମ ବିରାଟ ଧନୁଯାତ୍ରା ଅନୁଷ୍ଠିତ    (09-Feb-2025)       ||      ରାମପୁରରେ ବରିଷ୍ଠ ଦେୱାନୀ ଜଜ୍ କୋର୍ଟ ଉଦଘାଟିତ   (08-Feb-2025)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ବାର୍ଷିକ ଉତ୍ସବ ଅନୁଷ୍ଠିତ   (08-Feb-2025)       ||      ଟାଙ୍ଗୀ ମହାବିଦ୍ୟାଳୟରେ ସ୍ବାମୀ ବିବେକାନନ୍ଦ ଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ   (08-Feb-2025)       ||      ସେବା ପାଇଁ ସମ୍ମାନିତ ଜନ କଲ୍ୟାଣ ସେବା ଟ୍ରଷ୍ଟ   (08-Feb-2025)       ||      ଗୋଚର ଜମିରେ ବାଲିର ପାହାଡ଼: ପ୍ରଶାସନ ତଦନ୍ତ କରିବାକୁ ସାଧାରଣରେ ଦାବି   (08-Feb-2025)       ||      ଧରୁଛନ୍ତି କାଠ ଗାଡ଼ି,ଧରୁନାହାନ୍ତି କାଠ ମାଫିଆ   (08-Feb-2025)       ||     

HOME   ରାଜ୍ୟ

ରଜତ ଜୟନ୍ତୀ ମହୋତ୍ସବ ଉଦଘାଟିତ 

15-Jan-2025



ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ହାତିବନ୍ଧା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରୌପ୍ୟ ଜୟନ୍ତୀ ସମାରୋହ ପାଳିତ ହୋଇଯାଇଛି l ଉକ୍ତ ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ଖରିଆର ରୋଡ଼ N.A.C ଚ୍ୟାରମେନ - ଡ଼.ସୋନାଲି ଗୋଲଡି ଅଗ୍ରୱାଲ, ମୁଖ୍ୟବକ୍ତା ଭାବେ - ସନ୍ଥ ଶ୍ରୀ ଦିଲ୍ଲୀପ ଜିଜ୍ଞାସୁ ଓ ସମ୍ମାନିତ ଅତିଥି ଭାବରେ - ମୀନା ଘିଭେଲା, ଶ୍ରୀଯୁକ୍ତ ଆନନ୍ଦାନନ୍ଦ ମେହେର ଯୋଗ ଦେଇଥିଲେ l ଉତ୍ସବ ରେ ସଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ କରାଯାଇଥିଲା l ଏହି କାର୍ଯ୍ୟକ୍ରମ 3 ଦିନ ଧରି ଅନୁଷ୍ଠିତ ହେବ l ସରୋଜ ସିଂ ନିନା ଅତିଥି ମାନଙ୍କୁ ମଞ୍ଚ କୁ ଆମନ୍ତ୍ରଣ କରିଥିବା ବେଳେ, ଅତିଥି ପରିଚୟ ଓ ସ୍ୱାଗତ ଭାଷଣ କାର୍ଯ୍ୟ ପ୍ରଧାନ ଆଚାର୍ଯ୍ୟ କରିଥିଲେ l ଶେଷରେ ଶ୍ରୀଯୁକ୍ତ ଡୋଳାମଣୀ ମେହେର ଧନ୍ୟବାଦ ଅର୍ପଣ କରିଥିଲେ l ରଜତ ଜୟନ୍ତୀ ପାଳନ ଅବସରରେ  ନବକୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ପାଇଁ ସୋମବାର ଦିନ ଏକ ଭବ୍ୟ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଳା l ଏହି ଅବସରରେ ରେ ସ୍ଥାନୀୟ ଯମୁନା ସାଗର ଠାରେ ପାରମ୍ପରିକ ରୀତିନୀତି ରେ ପୂଜାର୍ଚନା କରି ପବିତ୍ର ଜଳ ସଂଗ୍ରହ କରାଯାଇଥିଲା l ପାରମ୍ପରିକ ବାଜା ଓ ଘଣ୍ଟ ଦଳ ରେ ନଗର ପରିକ୍ରମା କରି ଯଜ୍ଞ ମଣ୍ଡପ ରେ ପବିତ୍ର କଳସ ସ୍ଥାପନ କରାଯାଇଥିଲା l ରଜତ ଜୟନ୍ତୀ ମହୋତ୍ସବ ଉଦଘାଟନି ସମାରୋହ ର ପ୍ରଥମ ପର୍ଯ୍ୟାୟ ରେ ନବ କୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଅନୁଷ୍ଠିତ ହୋଇଥିଲା l ଉକ୍ତ କାର୍ଯ୍ୟକ୍ରମ କୁ ରଜତ ଜୟନ୍ତୀ ପରିଚାଳନା ସମିତି, ରଜତ ଜୟନ୍ତୀ ଆୟୋଜକ କମିଟି, ପୂର୍ବତନ ଛାତ୍ର ପରିଷଦ ଏବଂ ସମସ୍ତ ଆଚାର୍ଯ୍ୟ, ଆଚାର୍ଯା ସକ୍ରିୟ ଭାବେ ସାମିଲ ହୋଇ ସହଯୋଗ କରୁଛନ୍ତି l (ନୂଆପଡା ଜିଲ୍ଲାରୁ ପରମେଶ୍ୱର ମେହେରଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଷଷ୍ଠ ତମ ହନୁମାନ ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ ର ଫାଇନାଲ ମ୍ୟାଚ ରେ ଘସିଏନ ଦଳ ବିଜୟୀ   09-Feb-2025
  ଜିଲ୍ଲା  
ଖଲିଆପାଲି ରେ  ଦ୍ଵିଦିବସୀୟ ଗୀତାଯଜ୍ଞ  ସମ୍ପନ୍ନ   09-Feb-2025
  ଜିଲ୍ଲା  
ଶିକ୍ଷୟିତ୍ରୀ ଅନୁସୁୟା ଦେବତା ପାଇଲେ ବଣମଲ୍ଲୀ ଶିକ୍ଷା ଗୌରବ ସମ୍ମାନ   09-Feb-2025
  ଜିଲ୍ଲା  
ଶିକ୍ଷୟିତ୍ରୀ ଅନୁସୁୟା ଦେବତା ପାଇଲେ ବଣମଲ୍ଲୀ ଶିକ୍ଷା ଗୌରବ ସମ୍ମାନ   09-Feb-2025
  ଜିଲ୍ଲା  
ବଲାଙ୍ଗୀରର ଓକିଲ ମାନଙ୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍   09-Feb-2025
  ଜିଲ୍ଲା  
ଜରାସିଂହାରେ ଟାଙ୍ଗିଆଜାମ କମିଟି ପକ୍ଷରୁ ପରିବେଶ ସଚେତନତା କାର୍ଯ୍ୟକ୍ରମ   09-Feb-2025
  ଜିଲ୍ଲା  
ଫରେଷ୍ଟ ପାର୍କ ଠାରେ ଯୋଗ ପ୍ରଶିକ୍ଷଣ ଶିବିର   09-Feb-2025
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୨ ତମ ବାର୍ଷିକ ଉତ୍ସବ   09-Feb-2025
  ଜିଲ୍ଲା  
ନମୁନା ପଞ୍ଜିକରଣ ପଦ୍ଧତିର ସାମୟିକ ଗଣନାକାରୀମାନଙ୍କ ଏକ ଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   09-Feb-2025
  ଜିଲ୍ଲା  
ଆଞ୍ଚଳିକ ସାଧନା କେନ୍ଦ୍ର ସ୍ତରୀୟ ନିପୁଣ ଓଡିଶା ମେଳା 2024-25 ଅନୁଷ୍ଠିତ   09-Feb-2025
  ଜିଲ୍ଲା  
ଭାରତୀୟ ମଜଦୁର ସଂଘ, ରାଜ୍ୟ ବିଧି ପ୍ରକୋଷ୍ଠର ପ୍ରଥମ ରାଜ୍ୟସ୍ତରୀୟ ସମ୍ମିଳନୀ   09-Feb-2025
  ଜିଲ୍ଲା  
ରତାଖଣ୍ଡି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବବଜା କ୍ଲଷ୍ଟରର କ୍ଲଷ୍ଟରସ୍ତରୀୟ ନିପୁଣ ମେଳା   09-Feb-2025

You Might Also Like