-+91-9937148622 |

prerana_bgr@rediffmail.com |

  Thursday 26th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||      ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   (25-Nov-2026)       ||      ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   (25-Nov-2026)       ||      ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି    (25-Nov-2026)       ||      ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   (25-Nov-2026)       ||      ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   (25-Nov-2026)       ||      ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   (25-Nov-2026)       ||      ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   (25-Nov-2026)       ||      ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   (25-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   (25-Nov-2026)       ||      *ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   (25-Nov-2026)       ||      ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||     

HOME   ଦେଶ ବିଦେଶ

ଜଳ ପଥରେ ଆତଙ୍କବାଦୀଙ୍କ ଅନୁପ୍ରବେଶକୁ ରୋକିବାର ଚାଲିଛି ଅଭ୍ୟାସ!

12-Jan-2021



ପାରାଦୀପ, (ପ୍ରେରଣା ଖବର ବ୍ୟୁରୋ): ଆରମ୍ଭ ହୋଇଛି ସମରାଭ୍ୟାସ । ଦୁଇ ଦିନିଆ ମିଳିତ ସମରଭ୍ୟାସର ନାଁ ରହିଛି ‘ସି ଭିଜିଲ’ । ଏଥିରେ ଭାରତୀୟ ନୌସେନା, କୋଷ୍ଟଗାର୍ଡ଼ ସମେତ ୧୮ଟି ସାମୁଦ୍ରିକ ଥାନାର କର୍ମଚାରୀ ସାମିଲ ହୋଇଛନ୍ତି । ପ୍ରଥମ ଥର ପାଇଁ ଏହା ବିଶାଖାପଟନମ ଓ ଓଡ଼ିଶା ନାଭାଲ ଅଫିସର ଇନଚାର୍ଜ ପକ୍ଷରୁ ମିଳିତ ଭାବେ ଆୟୋଜିତ କରାଯାଇଛି । ଗତ ଡ଼ିସେମ୍ବର ୫ ଓ ୬ ତାରିଖରେ ୨ ଦିନ ଧରି ସାଗର କବଚ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ପରେ ପୁଣି ଏକ ସମରଭ୍ୟାସ ପାରାଦୀପ ଉପକୂଳରେ କରାଯାଇଛି । ସମୁଦ୍ର ଉପକୂଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ଓ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରିବା ପାଇଁ ୧୬ଟି ବିଭାଗ ଦ୍ୱାରା ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏଥିରେ ଜଳ ପଥରେ ଆତଙ୍କବାଦୀଙ୍କ ଅନୁପ୍ରବେଶକୁ ରୋକିବାର ମଧ୍ୟ ମକଡ୍ରିଲ କରାଯିବ । ରେଡ଼ ଟିମ୍ ଓ ବ୍ଲୁ ଟିମ୍ ଗଠନ କରାଯାଇ ଆତଙ୍କବାଦୀ ବେଶରେ ଗୋଟିଏ ଟିମ୍ ସ୍ଥଳ ଭାଗରେ ପ୍ରବେଶ କରିବା ପାଇଁ ଚେଷ୍ଟା କରିବେ ଓ ଅନ୍ୟ ଟିମ୍ ଏମାନଙ୍କୁ ଧରିବା ପାଇଁ ପ୍ରୟାସ କରିବେ ଏହି ସମରାଭ୍ୟାସରେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   25-Nov-2026
  ଜିଲ୍ଲା  
ବରପାଲି ତହସିଲ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ ଓକିଲ ସଂଘ ର ବିରୋଧ   25-Nov-2026
  ଜିଲ୍ଲା  
ସିକିର୍ଡି ରେ ଅଷ୍ଟ ପ୍ରହରୀ ନାମଯଜ୍ଞ   25-Nov-2026
  ରାଜ୍ୟ  
ଦେଓଗାଁ ବ୍ଲକ ରେ ଷ୍ଟ୍ରିଟ ଲାଇଟ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି   25-Nov-2026
  ଜିଲ୍ଲା  
ଆଗଲପୁର ବ୍ଲକ୍ ସ୍ତରୀୟ ବିଜ୍ଞାନ ମେଳା ଆୟୋଜିତ   25-Nov-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ରାଜ୍ କରୁଛି ନକଲି   25-Nov-2026
  ଜିଲ୍ଲା  
ଛାଡ଼ଖାଇକୁ ନେଇ ଆମିଷ ବଜାରରେ ଉତ୍ସବର ମାହୋଲ   25-Nov-2026
  ଜିଲ୍ଲା  
ଶୀତ ଋତୁରେ ଅସହାୟଙ୍କ ପାଇଁ ସହଯୋଗ ଫାଉଣ୍ଡେସନର ସହାୟତାର ହାତ   25-Nov-2026
  ଜିଲ୍ଲା  
ଦିଲ୍ଲୀର ହାଉଜ଼ଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ   25-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତି ପାଲିତ   25-Nov-2026
  ଜିଲ୍ଲା  
*ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ ଶିଶୁକନ୍ୟାର ମୃତଦେହ*   25-Nov-2026
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026

You Might Also Like