-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||     

HOME   ଜିଲ୍ଲା

ନେହରୁ ଯୁବକେନ୍ଦ୍ର ଓ ମେରା ଭାରତ ବରଗଡ଼ ତରଫରୁ ସଡକ ସୁରକ୍ଷା ସପ୍ତାହ ପାଳନ କାର୍ଯ୍ୟକ୍ରମ

21-Jan-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ନେହେରୁ ଯୁବକେନ୍ଦ୍ର ଓ ମେରା ଭାରତ ବରଗଡ଼ ତରଫରୁ ବରଗଡ଼ ଜିଲ୍ଲା ର ବିଭିନ୍ନ ବ୍ଲକରେ ଠାରେ ଟ୍ରାଫିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ    ସ୍ୱେଚ୍ଛାସେବୀ ମାନେ ଟ୍ରାଫିକ ନିୟମ ସଂପର୍କରେ ଲୋକମାନଙ୍କୁ ସଚେତନ କରୁଥିବା ଦେଖିବାକୁ ମିଳୁଛି । ଏକ୍ରମରେ ବିଜେପୁର ପୋଲିସ ଷ୍ଟେସନ ର ସବ ଇନିସପେକ୍ଟର ଶ୍ରୀଯୁକ୍ତ  ଜଗା ବରିହା ଅତିଥି ରୂପେ ଯୋଗ ଦେଇଥିବା ବେଳେ  ସ୍ଵେଚ୍ଛାସେବୀ ମାନଙ୍କୁ ସଡକ ସୁରକ୍ଷା ସମ୍ବନ୍ଧୀୟ ବିଭିନ୍ନ ନୀତି ନିୟମାବଳୀର ତାଲିମ ପ୍ରଦାନ କରିଥିଲେ ଓ ଅନୀଲ ସାହୁ କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ। ଜନସଂଖ୍ୟା ଯେଉଁ ଭଳି ଭାବେ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି ଠିକ ସେଭଳି ଭାବେ ଆଧୁନିକ ସଭ୍ୟତାରେ ଯାନବାହାନ ମଧ୍ୟ ବଢିବାରେ ଲାଗିଛି। ରାସ୍ତାରେ ପ୍ରତିଦିନ କିଛି ନାଁ କିଛି ଦୁର୍ଘଟଣା ହେବାରେ ଲାଗିଛି । ଲୋକଙ୍କୁ ସଚେତନତା କରିବା ଲକ୍ଷ୍ୟରେ ଆମେ ବିଭିନ୍ନ ସ୍ଥାନରେ ଟ୍ରାଫିକ ସଚେତନତା କାର୍ଯ୍ୟକ୍ରମ କରି ଜନସାଧାରଣଙ୍କୁ ଟ୍ରାଫିକ ନିୟମ ସମ୍ପର୍କରେ ଜଣାଇ ଦିଆ ଯାଉଛି ବୋଲି ଆମ ପ୍ରତିନିଧିଙ୍କ ପ୍ରଶ୍ନ ଉତ୍ତରରେ ଶ୍ରୀ ସାହୁ ମତବ୍ୟକ୍ତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026

You Might Also Like