-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||     

HOME   ଜିଲ୍ଲା

*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଣୀ ଲଷ୍ମୀବାଇ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ*

22-Jan-2025



ନବରଙ୍ଗପୁର-( ମିହିର ଶଙ୍କର ପାତ୍ର,)
ଡାବୁଗାଁ  ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀ ମାନଙ୍କୁ ନେଇ 15ତାରିଖ ଠାରୁ ଆରମ୍ଭ ହୋଇଥିବା ରାଣୀ ଲକ୍ଷ୍ମୀବାଇ ଆତ୍ମ ରକ୍ଷା ପ୍ରଶିକ୍ଷଣ ଶିବିର ଆଜି ଉଦଯାପିତ ହେଲା।ଭୈରବ ମହା ବିଦ୍ୟାଳୟର ଅଧ୍ୟକ୍ଷ ରମେଶ ଚନ୍ଦ୍ର ନାହାକଙ୍କ ଅଧକ୍ଷତା ରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ବ୍ଲକ ଅଧକ୍ଷା ବୀଣା ମାଝୀ।ଉକ୍ତ ଶିବିରରେ ମଞ୍ଚ ପରିଚାଳନା କରିଥିଲେ ସଂଯୋଜିକା ଅଧ୍ୟାପିକା ପ୍ରତିକ୍ଷା ପ୍ରିୟ ଦର୍ଶନୀ ସ୍ଵାଇଁ।ଆଜି ଏହି ଅବସରେ ଉପସ୍ଥିତି ଥିଲେ ସମସ୍ତ ଅଧ୍ୟାପକ, ଅଧ୍ୟାପିକା। ଆଠଦିନ ଧରି ଚଳିଥିବା ଏହି ପ୍ରଶିକ୍ଷଣ ଶିବିରରେ ପ୍ରଶିକ୍ଷକ ଭାବେ ମାଳିଗୁଡ଼ା ବିଦ୍ୟାଳୟର ଶିକ୍ଷୟତ୍ରୀ ସୁକାନ୍ତି ସାହୁ ଓ ମେଦନା ବିଦ୍ୟାଳୟର ଶିକ୍ଷୟତ୍ରୀ ବିଜୟଲକ୍ଷ୍ମୀ ମଣ୍ଡଳ ପ୍ରଶିକ୍ଷଣ ଦେଇଥିଲେ l ଏଭଳି ତାଲିମ ପ୍ରତ୍ୟେକ ଛାତ୍ରୀ ମାନଙ୍କ ପାଇଁ ନିହାତି ଜରୁରୀ l ଉକ୍ତ ତାଲିମ ଛାତ୍ରୀ ମାନଙ୍କ ପାଇଁ ଏକ ସୁରକ୍ଷା କବଚ ହେବ। ଆଜି ଉଦଯାପିତ ଉତ୍ସବରେ ଛାତ୍ରି ମାନଂକୁ ସାର୍ଟିଫିକେଟ ପ୍ରଦାନ କରାଯାଇ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026

You Might Also Like