-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର

23-Jan-2025



ବରୀ ବ୍ଲକ ତରଫରୁ ଆଜି ଗୋପବନ୍ଧୁ ଚୌଧୁରୀ ମହାବିଦ୍ୟାଳୟ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିର କୁ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡି ଓ ସାଂସଦ ଙ୍କ ପ୍ରତିନିଧି ଅଭୟ ପଳେଇ ପହଞ୍ଚି ଉଦ୍ଘାଟନ କରିଥିଲେ। ପ୍ରଶାସନ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ଏହି ଶିବିରରେ ଭିନ୍ନକ୍ଷମ ପ୍ରମାଣପତ୍ର ପାଇପାରିନଥିବା ଭିନ୍ନକ୍ଷମ ବ୍ୟକ୍ତି ମାନଙ୍କୁଡାକ୍ତରୀ ଟିମ ଉପସ୍ଥିତ ରହି ବିଭିନ୍ନ ପରୀକ୍ଷା ନିରୀକ୍ଷା ଓ ଯାଞ୍ଚ କରିଥିଲେ। ଏହି ଶିବିର କୁ ପରେ ଉପଯୁକ୍ତ ଯୋଗ୍ୟ ଭିନ୍ନକ୍ଷମ ବ୍ୟକ୍ତି ମାନଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ଭିନ୍ନକ୍ଷମ ପ୍ରମାଣପତ୍ର ସହ ବିଭିନ୍ନ ଆବଶ୍ୟକୀୟ ଉପକରଣ ପ୍ରଦାନ କରାଯାଇଛି । କାର୍ଯ୍ୟକ୍ରମରେ ବରୀ ବିଡିଓ ଅସିତ୍ କୁମାର ମହାନ୍ତି,ବରୀ ବ୍ଲକ ଅଧକ୍ଷ ଅଶୋକ କୁମାର ଗେଡି ପହଞ୍ଚି ସମସ୍ତ କାର୍ଯ୍ୟ ସଠିକ ଭାବେ ଚାଲିଛି କି ନାହି ବୁଲି ଦେଖିଥିଲେ। ଏହି ଶିବିର ରେ ମୋଟ ୫୬୬ ଜଣ ଦିବ୍ୟାଙ୍ଗ ବିଭିନ୍ନ ବିଭାଗରେ ସେମାନଙ୍କ ର ନାମ ପଞ୍ଜିକୃତ କରିଛନ୍ତି। ଶାରୀରିକ, ଅସ୍ଥିସଲ୍ୟରେ ୨୪୧ ଜଣ , ମାନସିକ ବିଭାଗରେ ୧୧୮ଜଣ ,ଦୃଷ୍ଟି ବାଧିତବିଭାଗ ୭୮ ,ଶ୍ରବଣ ବାଧିତ ବିଭାଗରେ ୮୫ଜଣ ଓ ସେହିପରି ଔଷଧ ବିଭାଗରେ ୪୪ ଜଣ ଦିବ୍ୟାଙ୍ଗ ନାମ ପାଞ୍ଜିକରଣ କରିଛନ୍ତି ବୋଲି ବରୀ ବ୍ଲକ ଅତିରିକ୍ତ ଉନ୍ନୟନ ମହେଶ୍ୱର ସେଠୀ ସୂଚନା ଦେଇଛନ୍ତି। ଗ୍ରାମ ପଞ୍ଚାୟତ ସମ୍ପ୍ରଶାରଣ ଅଧିକାରି ଲକ୍ଷ୍ମୀକାନ୍ତ ମହାରଣା,ମୁଖ୍ୟ କିରାଣୀ ସରୋଜ କୁମାର ମହାନ୍ତି,ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ରଞ୍ଜିତ କୁମାର ଜେନା ଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଏହି ଶିବିର ରେ ଉପସ୍ଥିତ ଥିଲେ। ଏହି ଶିବିର ରେ ବିଭିନ୍ନ ବିଭାଗର ଡ଼ାକ୍ତର ମାନେ ପରୀକ୍ଷା ନିରୀକ୍ଷା କରି ପ୍ରମାଣ ପତ୍ର ଦେବାର ବ୍ୟବସ୍ଥା କରିଛନ୍ତି।

(ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like