-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ନେତାଜୀ ସୁବାସ ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳନ

23-Jan-2025



(ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲା ଅଧିବକ୍ତା ପରିଷଦ ତରଫରୁ ପବିତ୍ର ନେତାଜୀ ସୁବାସ ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳନ ହୋଇଥିଲା । ଏହି ଅବସରରେ ନୂତନ କମିଟି ମଧ୍ୟ ଗଠନ ହୋଇଥିଲା । ନୂତନ କମିଟିରେ ଜିଲ୍ଲା ସଭାପତି ବଳଦେବ ପଧାନ,  ଉପସଭାପତି ହେଲେ, ନନ୍ଦକିଶୋର ତ୍ରିପାଠୀ, ସବିତା ପଣ୍ଡା ଓ  ନବ କୁମାର ତ୍ରିପାଠୀ, ସମ୍ପାଦକ ଦଶରଥ ମିଶ୍ର, ସହ ସମ୍ପାଦକ ରାଜକିଶୋର ନନ୍ଦ, ପ୍ରୀତି ପ୍ରଜ୍ଞା ପୁରୋହିତ ଓ ଶ୍ରବଣ ପଧାନ, କୋଷାଧ୍ୟକ୍ଷ ଶ୍ରୀକାନ୍ତ ଦାସ, ନ୍ୟାୟ ପ୍ରବାହ ଶମ୍ଭୁ ବିଶି, ସହ ନ୍ୟାୟ ପ୍ରବାହ ମଧୁମିତା ପାରମଗୁରୁ, ବିଶେଷ ନିମନ୍ତ୍ରିତ ସଦସ୍ୟ ପ୍ରଫୁଲ୍ଲ ସାହୁ, ତପନ ଜୁଆଡ଼ି, ହିମାଂଶୁ ଭୋଇ ଓ କାର୍ଯ୍ୟକାରିଣୀ ସଦସ୍ୟ ହେଲେ ଭଗବତୀ ପ୍ରସାଦ ମିଶ୍ର, ବିପିନ ବିହାରୀ ବିଦ୍ୟାଧର,ରାଧାକାନ୍ତ ମହାକୁର, ମୋନାଜ ମେହେର,ବିବେକାନନ୍ଦ ମିଶ୍ର, ସାନନ୍ଦ ମହାପାତ୍ର, ମୋନାଜ୍ କୁମାର ପଣ୍ଡା ଚୟନ ହୋଇଥିଲେ ଓ ଅଧିବକ୍ତା ପରିଷଦର ପ୍ରାନ୍ତ ଉପସଭାପତିଙ୍କ ଅନୁରୋଧ କ୍ରମେ ନୂତନ ଦାଇତ୍ୱ ପାଇଥିବା କାର୍ଯ୍ୟକର୍ତ୍ତା ନାମ ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ଜିଲ୍ଲା ସଂଘ ଚାଳକ ଦିଲ୍ଲୀପ କୁମାର ତ୍ରିପାଠୀ ଘୋଷଣା କରିଥିଲେ। ଏହି ବିଶେଷ କାର୍ଯ୍ୟକ୍ରମରେ ଅଧିବକ୍ତା ପରିଷଦର ପ୍ରାନ୍ତ ଉପସଭାପତି ତଥା ବରଗଡ଼ ଅଧିବକ୍ତା ପରିଷଦର ସଭାପତି ରବିନ୍ଦ୍ର ପଣ୍ଡା, ପ୍ରାନ୍ତ କାର୍ଯ୍ୟକାରିଣୀ ସଦସ୍ୟ ଜୟଶ୍ରୀ ମହାପାତ୍ରଙ୍କ ସହ ସଂଘର ସହଜିଲ୍ଲା ସଂଘଚାଳକ ଜୟଦ୍ରଥ ଜଗଦଲ୍ଲା, ସହଜିଲ୍ଲା କର୍ଯ୍ୟବାହ ହୃଷୀକେଶ ଭୋଇ, ଜିଲ୍ଲା ସମ୍ପର୍କ ପ୍ରମୁଖ ରାଜେନ୍ଦ୍ର ନାୟକ, ଜିଲ୍ଲା ପ୍ରଚାର ପ୍ରମୁଖ ରଶ୍ମୀ ରଞ୍ଜନ ଦାସ ଉପସ୍ଥିତ ଥିଲେ, ଏହି କାର୍ଯ୍ୟକ୍ରମରେ ନୂତନ କମିଟି ସହ ଅନେକ ଅଧିବକ୍ତା ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ ଓ ସଭା ଶେଷରେ ନୂତନ ଭାବରେ ଉପସଭାପତି ହୋଇଥିବା ନନ୍ଦକିଶୋର ତ୍ରିପାଠୀ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like