-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବର୍ଗତ ନିରାକାର ସାହୁ ଙ୍କ ସୃତିଚ।ରଣ  ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ଜିଲ୍ଲାପାଳଙ୍କ ପରିଦର୍ଶନ ଲୋକଙ୍କ ପାଇଁ ଦିଗଦର୍ଶନ   (13-Dec-2025)       ||      *ସାର୍ବ ଜନୀନ ସ୍ଵାସ୍ଥ୍ୟ ସେବା ଦିବସ ପାଳିତ*   (13-Dec-2025)       ||      *ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ଉତ୍ସବ କୁ ଉଦ୍ଘାଟନ କଲେ ଜିଲ୍ଲାପାଳ ଓ ଏସପି*-   (13-Dec-2025)       ||      ୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ    (13-Dec-2025)       ||      ୧୮ ଅଧିକାରୀଙ୍କୁ ୨୦ ଲକ୍ଷର ଚୂନ: ୨ ଗିରଫ   (13-Dec-2025)       ||      ବୋଡ଼େନ କୃଷି ସମବାୟ ସମିତି ଧାନ ମଣ୍ଡି ଉଦ୍ଘାଟନ    (13-Dec-2025)       ||      ଖଇରପଦର ଆଶ୍ରମ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ l   (13-Dec-2025)       ||      କଣ୍ଟାମାଳରେ କାର୍ଯ୍ୟରତ ଠିକାଦାର ସଂଘ ଗଠିତ   (13-Dec-2025)       ||      ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   (13-Dec-2025)       ||      ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||     

HOME   ଜିଲ୍ଲା

*ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ସହକାରୀ ଶିକ୍ଷକ ସଙ୍ଘର ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ*

23-Jan-2025



ଡାବୁଗାଁ (ମିହିର ଶଙ୍କର ପାତ୍ର,)
 ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ  ସହକାରୀ ଶିକ୍ଷକ ସଙ୍ଘର ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ଏକ୍ସ କେଡର ଶିକ୍ଷକ ମାନଙ୍କ ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା ହୋଇଥିଲା ।  କାର୍ଯ୍ୟକ୍ରମରେ ମଞ୍ଚାସିନ ଥିଲେ ସହକାରୀ ଶିକ୍ଷକ ମହାସଙ୍ଘ ର ସାଧାରଣ ସମ୍ପାଦକ ହାନେଶ ପାତ୍ର,ନବରଙ୍ଗପୁର ଜିଲ୍ଲା ସମ୍ପାଦକ ଦିଲୀପ କୁମାର ସ୍ୱାଇଁ, ଜିଲ୍ଲା ଉପସଭାପତି ପ୍ରଦୀପ କୁମାର ପଢି, ମଙ୍ଗଳା ବେହେରା, ଡାବୁଗାଁ ବ୍ଲକ ସଙ୍ଘ ର ଉପସଭାପତି ନରସିଂ ଭତ୍ରା ଡାବୁଗାଁ ବ୍ଲକ ସଙ୍ଘ ସମ୍ପାଦକ ଜିତେନ୍ଦ୍ର ମାଝୀ।  ଏହି ବୈଠକରେ ନବରଙ୍ଗପୁର ଜିଲ୍ଲାର ୧୦ ଟି ବ୍ଲକର ପ୍ରାୟ ଶହେରୁ ଉର୍ଦ୍ଧ ସହକାରୀ ଶିକ୍ଷକ ସଙ୍ଘର ଏକ୍ସ କେଡର ଶିକ୍ଷକ ମାନେ ଉପସ୍ଥିତ ଥିଲେ। ଆଜିର କାର୍ଯ୍ୟକ୍ରମର ସଭାପତିତ୍ୱ କରିଥିଲେ ଜିଲ୍ଲା ସମ୍ପାଦକ ଦିଲୀପ କୁମାର ସ୍ୱାଇଁ ଏବଂ  କାର୍ଯ୍ୟକ୍ରମ ଆୟୋଜନ କରିଥିଲେ ଡାବୁଗାଁ ବ୍ଲକ ସମ୍ପାଦକ ଜିତେନ୍ଦ୍ର ମାଝୀ ଏବଂ ତାଙ୍କୁ ସହଯୋଗ କରିଥିଲେ ଚେନବାବୁ, ରବି, ଲାଣ୍ଡୁ ପଢି ଏବଂ ଡାବୁଗାଁ ଅଂଚଳର ସହକାରୀ ଶିକ୍ଷକ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବର୍ଗତ ନିରାକାର ସାହୁ ଙ୍କ ସୃତିଚ।ରଣ  ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ଜିଲ୍ଲାପାଳଙ୍କ ପରିଦର୍ଶନ ଲୋକଙ୍କ ପାଇଁ ଦିଗଦର୍ଶନ   13-Dec-2025
  ଜିଲ୍ଲା  
*ସାର୍ବ ଜନୀନ ସ୍ଵାସ୍ଥ୍ୟ ସେବା ଦିବସ ପାଳିତ*   13-Dec-2025
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ଉତ୍ସବ କୁ ଉଦ୍ଘାଟନ କଲେ ଜିଲ୍ଲାପାଳ ଓ ଏସପି*-   13-Dec-2025
  ଜିଲ୍ଲା  
୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ    13-Dec-2025
  ଜିଲ୍ଲା  
୧୮ ଅଧିକାରୀଙ୍କୁ ୨୦ ଲକ୍ଷର ଚୂନ: ୨ ଗିରଫ   13-Dec-2025
  ଜିଲ୍ଲା  
ବୋଡ଼େନ କୃଷି ସମବାୟ ସମିତି ଧାନ ମଣ୍ଡି ଉଦ୍ଘାଟନ    13-Dec-2025
  ଜିଲ୍ଲା  
ଖଇରପଦର ଆଶ୍ରମ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
କଣ୍ଟାମାଳରେ କାର୍ଯ୍ୟରତ ଠିକାଦାର ସଂଘ ଗଠିତ   13-Dec-2025
  ଜିଲ୍ଲା  
ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025

You Might Also Like