-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||     

HOME   ଜିଲ୍ଲା

ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ

23-Jan-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ସହରର ବ୍ଲକଛକ ଦୁର୍ଗାପୂଜା ମଣ୍ଡପ ଠାରେ କେୟାର ଇନ୍ସ୍ୟୁରାନ୍ସ ସୋନପୁର ଶାଖା ତରଫରୁ ସ୍ଵରାଜ ହସ୍ପିଟାଲ ଏଣ୍ଡ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ବଲାଙ୍ଗୀର ର ସୁଦକ୍ଷ ଡ଼ାକ୍ତର ଙ୍କ ସହାୟତା ରେ ଆଜି ଏକ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିର କୁ ମୁଖ୍ୟ ଅତିଥି ଭାବରେ କଳାପଥର ର ଏମପିଏସ୍ ତଥା ଯୁବନେତା ଅରବିନ୍ଦ ବାରିକ  ବିଶିଷ୍ଟ ସମାଜସେବୀ ଶ୍ରୀବତ୍ସ ମଲ୍ଲିକ ଓ ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ପାତ୍ର ଯୋଗଦେଇ  ଉଦଘାଟନ କରିଥିଲେ। କେଆର ଇନ୍ସ୍ୟୁରାନ୍ସ ର ସିନିଅର ବିଏମ୍ ପ୍ରମୋଦ କୁମାର ମିଶ୍ର ଏହି ଶିବିରକୁ ପରିଚାଳନା କରିଥିଲେ।ଏହି ଶିବିର ରେ ବିଭିନ୍ନ ବର୍ଗର ରୋଗୀ ଙ୍କ ରକ୍ତ ପରୀକ୍ଷା କରାଯାଇଥିଲାବେଳେ ୧୫୦ ଜଣ ରୋଗୀଙ୍କର ଡାକ୍ତରୀ ଚିକିତ୍ସା କରାଯାଇଥିଲା। ଏହି ଶିବିର ରେ ସ୍ଵରାଜ ହସ୍ପିଟାଲ ର ଶିଶୁରୋଗ ବିଶେଷଜ୍ଞ ଡଃ ପୁଷ୍ପାଞ୍ଜଳି ମିଶ୍ର,ଭେଷଜ ବିଶେଷଜ୍ଞ ଡଃ ପୂଜା ପଟ୍ଟନାୟକ , କ୍ଷିରାବ୍ଧି ନାୟକ ଓ ଚର୍ମ ବିଭାଗ ର ଡଃ ଅସ୍ମିତା ଦଲାଲ ଓ ନ୍ୟୁଟ୍ରିସିନ ବିଭାଗର ବିଶେଷଜ୍ଞ ଡାକ୍ତର ଝିଲ୍ଲି ପଧାନ ଯୋଗଦେଇ ବିଭିନ୍ନ ରୋଗୀଙ୍କ ସ୍ଵାସ୍ଥ୍ୟ ପରୀକ୍ଷା କରି ପରାମର୍ଶ ପ୍ରଦାନ କରିଥିଲେ ଏହି ଶିବିର ରେ ସୁଦାମ ବେହେରା , ସନ୍ତୋଷ କୁମାର ପୂଜାରୀ,ଦିପ୍ତିମୟୀ ସାହୁ, ରାମ ମେହେର,କମଳା ମେହେର, ପ୍ରଶାନ୍ତ ମିଶ୍ର,ସ୍ମିତାରାଣୀ ମିଶ୍ର ଓ କମଳାକାନ୍ତ ମଲ୍ଲିକ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026

You Might Also Like