-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||     

HOME   ଜିଲ୍ଲା

ନେତାଜୀ ଜୟନ୍ତୀ ରେ ରକ୍ତଦାନ ଶିବିର, ୩୧ୟୁନିଟ ରକ୍ତ ସଂଗୃହିତ 

24-Jan-2025



କଣ୍ଟାମାଳ(ଜୟ କୁମାର ମହାରଣା): ନେତାଜୀ ସୁଭାଷ ଚନ୍ଦ୍ର ବୋଷ  ଜୟନ୍ତୀ ଉପଲକ୍ଷେ ଆୟୋଜିତ ପରାକ୍ରମ ଦିବସ ଅବସରରେ କେନ୍ଦ୍ର ସରକାରଙ୍କ ଯୁବ ଓ କ୍ରୀଡା ବ୍ୟାପାର ବିଭାଗ ଏବଂ ଆମ ପ୍ରୟାସ ବୌଦ୍ଧ ଜ଼ିଲ୍ଲା ଶାଖାର ମିଳିତ ଅନୁକୂଲ୍ୟରେ ଏକ ରକ୍ତଦାନ ଶିବିର ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଖଟଖଟିଆ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଶିବିରରେ ମୁଖ୍ୟଅତିଥି ଭାବେ କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗ ଓ ସମ୍ମାନୀତ ଅତିଥିଭାବେ

ଜ଼ିଲ୍ଲା ପରିଷଦ ଉପାଧ୍ୟାକ୍ଷ ଶଙ୍କର୍ଷଣ ପ୍ରଧାନ ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ l  ଆୟୋଜକ ଆମ ପ୍ରୟାସ ଅନୁଷ୍ଠାନର ସଭାପତି ଅରୁଣ ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କଣ୍ଟାମାଳ ବିଧାୟକ ଶ୍ରୀ ଡାଙ୍ଗ ମୁଖ୍ୟଅତିଥି ଓ ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଶ୍ରୀ ପ୍ରଧାନ, ସମାଜସେବୀ ବିଜିତ ପ୍ରଧାନ, ଜିଲ୍ଲା ବିଜେପି ଯୁବମୋର୍ଚା ସଭାପତି ଅଟଳ ପ୍ରଧାନ, ଆମ ପ୍ରୟାସ ସମ୍ପାଦକ ସଚ୍ଚିଦାନନ୍ଦ ମିଶ୍ର ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗଦେଇ ରକ୍ତଦାନ ଏକ ମହତ ଦାନ ଓ ରକ୍ତର ବିକଳ୍ପ ନାହିଁ କହିବା ସହ ରକ୍ତଦାନ ଶିବିରର ଆୟୋଜନ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ l  ଉକ୍ତ ଶିବିରରୁ ମୋଟ ୩୧ୟୁନିଟ ରକ୍ତ ସଂଗୃହିତ ହୋଇଥିଲା l  ବୌଦ୍ଧ ରକ୍ତ ଭଣ୍ଡାରରୁ ଆସିଥିବା ଡକ୍ଟର ସଞ୍ଜୟ କୁମାର ଦଳେଇ ସମେତ ଲାବ ଟେକନିସିଆନ ଦିଲ୍ଲୀପ କୁମାର ଭୋଇ, ନର୍ସିଂ ଅଫିସର ଜୁଡ ଶବର, ଆଟେଣ୍ଡାଣ୍ଟ ସୁରଜ ଶେଖର ଭୁକ୍ତା ଓ ଡିଇଓ ଅମୀୟ ରଞ୍ଜନ ଧଳ ପ୍ରମୁଖ ରକ୍ତ ସଂଗ୍ରହ ଦାୟିତ୍ୱ ତୁଲାଇ ଥିଲେ  l ରଞ୍ଜନ ପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଆମ ପ୍ରୟାସ ଅନୁଷ୍ଠାନର ସଭାପତି, ସମ୍ପାଦକ ଓ ସମସ୍ତ ସଭ୍ୟ ସଭ୍ୟା ତଥା  ଖଟଖଟିଆ ଗ୍ରାମର ସମସ୍ତ ଯୁବକମାନେ ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   23-Nov-2026
  ଜିଲ୍ଲା  
ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   23-Nov-2026
  ଜିଲ୍ଲା  
କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   23-Nov-2026
  ଜିଲ୍ଲା  
ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   23-Nov-2026
  ଜିଲ୍ଲା  
କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   23-Nov-2026
  ଜିଲ୍ଲା  
ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ   23-Nov-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   23-Nov-2026
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026

You Might Also Like