-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||     

HOME   ଜିଲ୍ଲା

କନ୍ଧୁମୁଣ୍ଡା ଠାରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ

24-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଗାଇସିଲେଟ ବ୍ଲକ କନ୍ଧୁମୁଣ୍ଡା ନେତାଜୀ ସୁବାଷ ଚନ୍ଦ୍ର ବୋଷ ଉଚ୍ଚ ବିଦ୍ୟାଳୟ ପରିସରରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟ ସମ୍ମୁଖରେ ସ୍ଥାପିତ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ  ହୋଇଯାଇଛି  । ପ୍ରଧାନଶିକ୍ଷକ ପ୍ରଶାନ୍ତ ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମାରୋହରେ ବିଦ୍ୟାଳୟର ପ୍ରତିଷ୍ଠାତା ତଥା ସଭାପତି କୈଳାସ ଚନ୍ଦ୍ର ଯୋଷୀ ପ୍ରତିମୂର୍ତ୍ତି ଅନାବରଣ କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ମନ୍ତ୍ରୀ ରିତା ସାହୁ ,ସମ୍ମାନିତ ଅତିଥି ଭାବରେ ଗାଇସିଲେଟ ବ୍ଲକ ଅଧ୍ୟକ୍ଷ ପ୍ରଣୟ କୁମାର ସାହୁ, ବିଦ୍ୟାଳୟ ର ସଭାପତି ଲବ ସାହୁ, ପୂର୍ବତନ ସଭାପତି ଦେବେନ୍ଦ୍ର ଯୋଷୀ ସମିତି ସଭ୍ୟ ସୁଶାନ୍ତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ଅତିଥି ମାନେ ପ୍ରଥମେ ବୀର ସୁରେନ୍ଦ୍ର ସାଏଙ୍କ ଫୋଟୋ ଚିତ୍ରରେ ରେ ପୁଷ୍ପମାଲ୍ୟ ଅର୍ପଣକରିଥିଲେ । ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା ରେ କୃତକାର୍ଯ୍ୟ ହୋଇଥିବା ଛାତ୍ର ଛାତ୍ରୀଙ୍କୁ ଅତିଥି ମାନେ ପୁରସ୍କାର ପ୍ରଦାନ କରିଥିଲେ । ଶିକ୍ଷକ ଅମୁଲ୍ୟ ଯୋଷୀଙ୍କ ତତ୍ତ୍ୱlବଧାନ ରେ ସମସ୍ତ କାର୍ଯ୍ୟ ଅନୁଷ୍ଠିତ ହୋଇଥିବା ବେଳେ ଶିକ୍ଷକ ରଘୁମଣୀ ସାହୁ, ଜିତେଶ ପୁରୋହିତ ରଞ୍ଜୁଶ୍ରୀ ସାହୁ ଚନ୍ଦ୍ରିକା ଯୋଷୀ  ପବିତ୍ର ସାହୁ ପାର୍ଥ ନନ୍ଦନ ସାହୁ ରାଜକୁମାର ରଣା ଅଭୟ ପୁରୋହିତ ନୀଳାଞ୍ଚଳ ବାଗ ପ୍ରମୁଖ ସହଯୋଗ କରିଥିଲେ । ହେମନ୍ତ ପଣ୍ଡା ଓ ରୁକ୍ମଣ ଦିଶ୍ରୀଙ୍କ ସଂଯୋଜନା ରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ମନୋରଞ୍ଜନ କାର୍ଯକ୍ରମ ପରିବେଷିତ ହୋଇଥିଲା । ପରିଶେଷରେ ଶିକ୍ଷକ ଲବଣୀ ଦୀପ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   23-Nov-2026
  ଜିଲ୍ଲା  
ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   23-Nov-2026
  ଜିଲ୍ଲା  
କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   23-Nov-2026
  ଜିଲ୍ଲା  
ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   23-Nov-2026
  ଜିଲ୍ଲା  
କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   23-Nov-2026
  ଜିଲ୍ଲା  
ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ   23-Nov-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   23-Nov-2026
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026

You Might Also Like