-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||     

HOME   ଜିଲ୍ଲା

ଧନକଉଡ଼ା ବ୍ଲକ୍ ରେ ଜାତୀୟ କନ୍ୟା ଦିବସ ପାଳିତ

24-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ଅଦ୍ୟ ତା ୨୪.୦୧.୨୦୨୫ ରିଖ ଶୁକ୍ରବାର ଦିନ ଧନକଉଡ଼ା ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ୍ ସ୍ତରୀୟ ଜାତୀୟ କନ୍ୟା ଦିବସ ଗୋଷ୍ଠୀ ଶିକ୍ଷା ଅଧିକାରୀ ଧନକଉଡ଼ା, ଶ୍ରୀମତୀ ସେବାଶ୍ରୀ ଭୋଇ ଙ୍କ ସଭାପତିତ୍ବ ରେ ମହାସମାରୋହରେ ପାଳିତ ହୋଇଯାଇଛି। ସ୍ଥାନୀୟ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସଞ୍ଜୁ ଅଗ୍ରୱାଲ ସ୍ଵାଗତ ଜଣାଇଥିଲେ। ପ୍ରଥମେ ଛାତ୍ରୀ ମାନଙ୍କ ଦ୍ଵାରା ଏକ ରେଲି କରାଯାଇଥିଲା। ଧନକଉଡ଼ା ବ୍ଲକ୍ ର ବିଭିନ୍ନ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ କରି ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମ କୁ ବି ଆର୍ ସି ସି ଧନକଉଡ଼ା ଶ୍ରୀ ରମେଶ ଚନ୍ଦ୍ର ମିଶ୍ର ଆୟୋଜନ କରିଥିଲେ ଏବଂ ବ୍ଲକ୍ ର ସମସ୍ତ ସି ଆର୍ ସି ସି ମାନେ ତଥା ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ। ପରିଶେଷରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସୁସ୍ମିତା ପାଟଯୋଶୀ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026
  ଜିଲ୍ଲା  
ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   24-Nov-2026
  ଜିଲ୍ଲା  
ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   24-Nov-2026
  ରାଜ୍ୟ  
ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ   24-Nov-2026
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026

You Might Also Like