-+91-9937148622 |

prerana_bgr@rediffmail.com |

  Sunday 25th January 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡ଼ଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଜାତୀୟ ବାଳିକା ଦିବସ ପାଳିତ   (24-Jan-2026)       ||      *୩୭ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ - ସୁନ୍ଦରଗଡ ଦଳ ସେମି ଫାଇନାଲ ରେ ପ୍ରବେଶ* -   (24-Jan-2026)       ||      ବୋଡ଼େନ୍ ରେ ପାତାଳଗଙ୍ଗା ମହୋତ୍ସବ: ନୂଆପଡ଼ା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା   (24-Jan-2026)       ||      ଗାନ୍ଧୀଜୀ ଓ ନେତାଜୀଙ୍କ ବୈଚାରିକ ବିଭେଦକୁ ବ୍ୟକ୍ତିଗତ ବିବାଦର ରୂପ ଦିଆଯାଉଛି   (24-Jan-2026)       ||      ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ   (24-Jan-2026)       ||      ଜାତୀୟ ଶିଶୁ କନ୍ୟା ଦିବସରେ ସରକାରୀ ଶୁଖା ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ଦ୍ୱାରା ଏକ ଅଭିନବ ନୁକ୍ଲଡ ନାଟକ ପ୍ରଦର୍ଶନ   (24-Jan-2026)       ||      କୁକୁଡାଗାଲି ଉପରେ ଚଢାଉ , ୫ ଗିରଫ   (24-Jan-2026)       ||      *ଆସନ୍ତା କାଲି ଠାରୁ ଶ୍ରୀ ଶ୍ରୀ ବଡ଼ ଗୋପାଳ ଜୀ ମହାପ୍ରଭୂଙ୍କ ଭବ୍ୟ ଉତ୍ସବ ଆରମ୍ଭ* - *ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ମହନ୍ତ ମହାରାଜ*-   (24-Jan-2026)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଧାରଣ ପରିଷଦ ବୈଠକ, ବଲାଙ୍ଗୀରେ ପ୍ରସ୍ତାବିତ ନୂତନ ସିଭିଲ କୋର୍ଟ କୋଠା ନିର୍ମାଣ ନେଇ ଆଲୋଚନା   (24-Jan-2026)       ||      ବଲାଙ୍ଗୀର ପଲ୍ଲିଶ୍ରୀ ମେଳା ■ ୧କୋଟି ୩୦ଲକ୍ଷ ଟଙ୍କାର ବେପାର ■ ଯୋଗଦେଇଥିଲେ ୧୧ଟି ରାଜ୍ୟର ୩୦୩ ଗ୍ରୁପ   (24-Jan-2026)       ||      ଯୋଗୀସର୍ଡ଼l ପଂଚାୟତ ପରିସରରେ ଜଳ ଅର୍ପଣ ଦିବସ ପାଳିତ   (24-Jan-2026)       ||      ପାତାଳଗଙ୍ଗା ଲୋକ ମହୋତ୍ସବ ତୃତୀୟ ସନ୍ଧ୍ଯାରେ ମନ ମୋହିଛି ଦଳଗତ ନୃତ୍ଯ   (24-Jan-2026)       ||      ବୀର ସୁରେନ୍ଦ୍ର ସାଏ ପବ୍ଲିକ ସ୍କୁଲର ୧୫ତମ ବାର୍ଷିକୋତ୍ସବ   (24-Jan-2026)       ||      ସ୍ଥାନାନ୍ତରିତ ହେଲା ସୋନପୁର ବସଷ୍ଟାଣ୍ଡ; ସହରରେ ଖୁସିର ମାହୋଲ   (24-Jan-2026)       ||      ରୁଗୁଡ଼ିଖାଲ ମାନସ ବିହାର ଠାରେ ବିଶ୍ଵଶାନ୍ତି ପାଇଁ ୨୯ ତମ ଶ୍ରୀରାମ ଚରିତ ମାନସ ଯଜ୍ଞ ଅନୁଷ୍ଠିତ    (23-Jan-2026)       ||      ପର୍ଯ୍ୟଟନ ସ୍ଥଳୀରେ ପ୍ଲାଷ୍ଟିକ ମୁକ୍ତ ବଣଭୋଜି ପାଇଁ ସଚେତନତା   (23-Jan-2026)       ||      ଡାବୁଗାଁ ର ବିଭିନ୍ନ ବିଦ୍ୟାଳୟରେ ମାଁ ସରସ୍ଵତୀ ପୂଜା ପାଳନ   (23-Jan-2026)       ||      ଶିକେରପାଟ୍ ଚ୍ୟାମ୍ପିଆନ ଟ୍ରଫି ୨୦୨୬ ଉଦଘାଟିତ   (23-Jan-2026)       ||      ତୁଷୁରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ମା ସରସ୍ବତୀ ଙ୍କ ପୂଜା ଓ ବିଦ୍ୟାରମ୍ଭ ସଂସ୍କାର   (23-Jan-2026)       ||      ଧରଣୀମାଲ ଗ୍ରାମ ବସ୍ତିପଡ଼ା ରେ ଧୂମଧାମ ରେ ପାଳିତ ହେଲା "ମା ସରସ୍ବତୀ" ପୂଜା   (23-Jan-2026)       ||     

HOME   ଜିଲ୍ଲା

ବ୍ଲକ ସଭା ଗୃହରେ ପଂଚାୟତ ସମିତି ବୈଠକ ଅନୁଷ୍ଠିତ

29-Jan-2025



ଲୋଇସିଂହା, (ବିନୋଦ ଦୀପ) ଆଜି ଲୋଇସିଂହା ବ୍ଲକ ସଭା ଗୃହରେ ପଂଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଥିଲା l ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଉପସ୍ଥିତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଅକ୍ଷୟପାଣି ଉଦ୍ଦୁ ଯୋଗ ଦେଇଥିବା ବେଳେ ବିଧାୟକ ଙ୍କ ପ୍ରତିନିଧି ଗୌରାଙ୍ଗ ନାଏକ, ସାଂସଦ ଙ୍କ ପ୍ରତିନିଧି ବାଲକୃଷ୍ଣ ଧରୁଆ, ଜିପିଓ କିଶୋରଚନ୍ଦ୍ର ମାନସିଂହ, ଏ ଇ ସିଦ୍ଧାର୍ଥ ପାଢ଼ୀ, ବିଇଓ ରୀନାକୁମାରୀ ବେହେରା, ଆରଡବ୍ଲୁଏସଏସ ଏ. ଇ ସାମନ୍ତ ରାଏ, ସିଡିପିଓ ଗାୟତ୍ରୀ ବାରିକ, ଅତିରିକ୍ତ କୃଷି ଅଧିକାରୀ ରୋହନ ସାହୁ, ଜିଲ୍ଲା ପରିଷଦ ସଭ୍ୟା ଲିଳିମା ବେହେରା, ବ୍ଲକ ର ସମସ୍ତ ସରପଞ୍ଚ, ସମିତି ସଭ୍ୟ ଓ ସଭ୍ୟା ଉପସ୍ଥିତ ଥିଲେ l

ଆଜିର ସମିତି ବୈଠକ ରେ ଶିକ୍ଷା କ୍ଷେତ୍ରରେ ଆଗକୁ ନିପୁଣ ଓଡିଶା କାର୍ଯ୍ୟକ୍ରମ ରହିଥିବା ବେଳେ ବାନିପାଲି ସ୍କୁଲ ର ଶ୍ରେଣୀ ଗୃହ ର ଅଭାବ କୁ ଉପସ୍ଥାପନା କରାଗଲା l ସ୍ୱାସ୍ଥ୍ୟ କ୍ଷେତ୍ରରେ ଲୋଇସିଂହା ସ୍ୱାସ୍ଥ୍ୟକେନ୍ଦ୍ର ରେ ଡାଏଲେଶିଶ ମେସିନ ରହିବା ସହ ୩ ଜଣ ସ୍ପେସିଆଲିଷ୍ଟ ରହିଥିବା ପ୍ରକାଶ କରିଛନ୍ତି ଡ଼. ସଂଜୀବ ବିଶ୍ୱାଳ, ଫେବୃଆରୀ ମାସରେ ଫେଲେରିଆ ଔଷଧ ଲୋକଙ୍କୁ ଯୋଗାଇ ଦିଆଯିବ l ମୃତିକା ପାଇଁ 7 ହଜାର 15 ହେକ୍ଟର ମୃତିକା ପରୀକ୍ଷା ସରିଛି l ପିଏମ କିସାନ ପାଇଁ 7 ହଜାର ପ୍ଲଟ ସର୍ଭେ କରାଯାଇଛି l ଏହାସହ ଚାଷୀ ଙ୍କୁ ମୁଗ ବଣ୍ଟନ ରେ ଅନିୟମିତତା କୁ ନେଇ କୃଷି ଅଧିକାରୀ ଙ୍କ ସହ ଆଲୋଚନା l ସରଗାଡ଼ ଓ ତାଳଜୁରୀ ସରପଞ୍ଚ ପାଣି ଟେଂକ ର କାର୍ଯ୍ୟକାରୀ ଓ ପିଇବା ପାଣି ସମସ୍ୟା ଉପରେ ପ୍ରଶ୍ନ l ମେଗା ପାଇପଲାଇନ 75% କାମ ସରିଛି ବୋଲି ଏ. ଇ ଶ୍ରୀ ସାମନ୍ତ ରାଏ ପ୍ରକାଶ କରିଥିଲେ l ଆଗାମୀ ଦିନରେ ପାଣି ଉପରେ ବିଶେଷ ଗୁରୁତ୍ୱ ଦେବାକୁ ଜଳ ଓ ପରିମଳ ବିଭାଗ କୁ ବିଡ଼ିଓ ଶ୍ରୀ ଉଦ୍ଦୁ କହିଲେ l ଏହି ସମିତି ବୈଠକ ରେ ବିଭିନ୍ନ ବିଭାଗ ର ଅଧିକାରୀ ଉପସ୍ଥିତ ରହି ନିଜ ମତାମତ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡ଼ଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଜାତୀୟ ବାଳିକା ଦିବସ ପାଳିତ   24-Jan-2026
  ଜିଲ୍ଲା  
*୩୭ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ - ସୁନ୍ଦରଗଡ ଦଳ ସେମି ଫାଇନାଲ ରେ ପ୍ରବେଶ* -   24-Jan-2026
  ଜିଲ୍ଲା  
ବୋଡ଼େନ୍ ରେ ପାତାଳଗଙ୍ଗା ମହୋତ୍ସବ: ନୂଆପଡ଼ା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା   24-Jan-2026
  ଜିଲ୍ଲା  
ଗାନ୍ଧୀଜୀ ଓ ନେତାଜୀଙ୍କ ବୈଚାରିକ ବିଭେଦକୁ ବ୍ୟକ୍ତିଗତ ବିବାଦର ରୂପ ଦିଆଯାଉଛି   24-Jan-2026
  ଜିଲ୍ଲା  
ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ   24-Jan-2026
  ଜିଲ୍ଲା  
ଜାତୀୟ ଶିଶୁ କନ୍ୟା ଦିବସରେ ସରକାରୀ ଶୁଖା ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ଦ୍ୱାରା ଏକ ଅଭିନବ ନୁକ୍ଲଡ ନାଟକ ପ୍ରଦର୍ଶନ   24-Jan-2026
  ଜିଲ୍ଲା  
କୁକୁଡାଗାଲି ଉପରେ ଚଢାଉ , ୫ ଗିରଫ   24-Jan-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ଶ୍ରୀ ଶ୍ରୀ ବଡ଼ ଗୋପାଳ ଜୀ ମହାପ୍ରଭୂଙ୍କ ଭବ୍ୟ ଉତ୍ସବ ଆରମ୍ଭ* - *ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ମହନ୍ତ ମହାରାଜ*-   24-Jan-2026
  ଜିଲ୍ଲା  
ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଧାରଣ ପରିଷଦ ବୈଠକ, ବଲାଙ୍ଗୀରେ ପ୍ରସ୍ତାବିତ ନୂତନ ସିଭିଲ କୋର୍ଟ କୋଠା ନିର୍ମାଣ ନେଇ ଆଲୋଚନା   24-Jan-2026
  ଜିଲ୍ଲା  
ବଲାଙ୍ଗୀର ପଲ୍ଲିଶ୍ରୀ ମେଳା ■ ୧କୋଟି ୩୦ଲକ୍ଷ ଟଙ୍କାର ବେପାର ■ ଯୋଗଦେଇଥିଲେ ୧୧ଟି ରାଜ୍ୟର ୩୦୩ ଗ୍ରୁପ   24-Jan-2026
  ଜିଲ୍ଲା  
ଯୋଗୀସର୍ଡ଼l ପଂଚାୟତ ପରିସରରେ ଜଳ ଅର୍ପଣ ଦିବସ ପାଳିତ   24-Jan-2026
  ଜିଲ୍ଲା  
ପାତାଳଗଙ୍ଗା ଲୋକ ମହୋତ୍ସବ ତୃତୀୟ ସନ୍ଧ୍ଯାରେ ମନ ମୋହିଛି ଦଳଗତ ନୃତ୍ଯ   24-Jan-2026

You Might Also Like