-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ରାଜ୍ୟ

ଉତ୍କର୍ଷ ଓଡ଼ିଶା,୧୦୦ରୁ ଉର୍ଦ୍ଧ୍ଵ କମ୍ପାନୀର ସିଇଓଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

30-Jan-2025



ଭୁବନେଶ୍ୱର(ପ୍ରେରଣା ଖବର): ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ମାଝୀ, ଓଡ଼ିଶାର ପ୍ରତି ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଲକ୍ଷ୍ୟ ରହିଥିବା କହିଥିଲେ।ଉତ୍କର୍ଷ ଓଡ଼ିଶା, ମେକ୍ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜନତା ମଇଦାନ ଠାରେ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆଗ୍ରହୀ ଥିବା ବିଭିନ୍ନ କମ୍ପାନୀର ସିଇଓ ମାନଙ୍କ ସହିତ ସ୍ଵତନ୍ତ୍ର ଭାବେ ଆଲୋଚନା କରିଛନ୍ତି।ଏହି ଆଲୋଚନାରେ ଇସ୍ପାତ,ଗ୍ରୀନ ଏନର୍ଜି, ଗ୍ରୀନ ଅମୋନିଆ,ଗ୍ରୀନ ହାଇଡ୍ରୋଜେନ, ଅକ୍ଷୟ

ଶକ୍ତି,କେମିକାଲ୍ସ,ସେମିକଣ୍ଡକ୍ଟର,ଆଇଟି,ସିମେଣ୍ଟ ଭଳି କ୍ଷେତ୍ରର ପ୍ରାୟ ୧୦୦ରୁ ଉର୍ଦ୍ଧ୍ବ ପ୍ରତିଷ୍ଠିତ କମ୍ପାନୀର ସିଇଓମାନେ ଅଂଶଗ୍ରହଣ କରିଥିଲେ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ପୁଞ୍ଜିନିବେଶ ବର୍ତ୍ତମାନ ପାଇଁ ପ୍ରକୃଷ୍ଟ ସମୟ।ଆଜିର ସମୟରେ ଓଡ଼ିଶାର ଜିଡ଼ିପି ଦେଶରେ ସର୍ବୋଚ୍ଚ ସ୍ତରରେ ରହିଛି।ଯଶସ୍ଵୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମକୁ ନେଇ ବହୁ ଉତ୍ସାହିତ ଥିଲେ। ଓଡ଼ିଶା ଉପରେ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ରହିଛି ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କର ଓଡ଼ିଶା ପ୍ରତି ସମର୍ଥନ ରହିଛି।ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦୃଷ୍ଟିରେ ଓଡ଼ିଶା ହେଉଛି ସମ୍ଭାବନାର ରାଜ୍ୟ।ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି।
ଓଡ଼ିଶାର ପ୍ରତି ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଲକ୍ଷ୍ୟ ରଖିଥିବା ଏବଂ ଏଥିପାଇଁ ଭିତ୍ତିଭୂମି ବିକାଶ କରୁଥିବା କହିଥିଲେ।ରାଜ୍ୟରେ ରେଳପଥ,ସଡ଼କପଥ ଓ ପୋର୍ଟ ସେକ୍ଟରର ବିକାଶ କରାଯାଉଛି। ଯଦ୍ଵାରା କି ଆଜି ମାଲକାନଗିରି ଭଳି ସୀମାନ୍ତ ଅଞ୍ଚଳରେ ମଧ୍ୟ ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା ହେବାକୁ ଯାଉଛି।ଏହା ସମ୍ପୃକ୍ତ ଅଞ୍ଚଳଗୁଡିକର ଆର୍ଥିକ ଅଭିବୃଦ୍ଧିରେ ଶିଳ୍ପ ସହାୟକ ହେବା ସହିତ ଯୁବବର୍ଗଙ୍କୁ ବ୍ୟାପକ ନିଯୁକ୍ତି ପ୍ରଦାନ କରିବ।
ମୁଖ୍ୟମନ୍ତ୍ରୀ କହିଥିଲେ,ଆମ ସରକାର ମାତ୍ର ସାତ ମାସର ସରକାର। କିନ୍ତୁ ଏହି ସାତ ମାସ ମଧ୍ୟରେ ଓଡ଼ିଶାରେ ଜାତୀୟ ସ୍ତରର ବହୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜନ କରିଥିବା ପ୍ରକାଶ କରିଥିଲେ।ଆଜିର ଏହି ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ଉଦ୍ୟୋଗୀମାନଙ୍କୁ ଓଡ଼ିଶାରେ ଅଧିକରୁ ଅଧିକ ପୁଞ୍ଜିନିବେଶ ପାଇଁ ଉତ୍ସାହିତ କରିଛି। ଓଡ଼ିଶା ପ୍ରାକୃତିକ ସମ୍ବଳ ଓ ଖଣିଜ ସମ୍ପଦରେ ଭରପୂର।ଏସବୁର ସଠିକ ଉପଯୋଗରେ ଓଡ଼ିଶା ବିକଶିତ ଭାରତର ଗ୍ରୋଥ ଇଞ୍ଜିନ ହେବ ବୋଲି ମୋଦିଜୀ କହିଛନ୍ତି।ଆପଣ ମାନଙ୍କ ସହଯୋଗରେ ମୋଦିଜୀଙ୍କ ଏହି ଲକ୍ଷ୍ୟ ପୂରଣ ହେବ ବୋଲି ସେ କହିଥିଲେ।  
କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ସ୍ଵାଗତ ଅଭିଭାଷଣ ରଖି ଅଂଶଗ୍ରହଣକାରୀ ସମସ୍ତ କମ୍ପାନୀ ଗୁଡିକୁ ଓଡ଼ିଶାକୁ ସ୍ଵାଗତ କରି ଉଦ୍ୟୋଗ ସ୍ଥାପନ ନିମନ୍ତେ ସମସ୍ତ ସୁବିଧା ସୁଯୋଗ ସରକାରଙ୍କ ତରଫରୁ ଯୋଗାଇ

ଦିଆଯିବ ବୋଲି କହିଥିଲେ l ସିଆଇଆଇର ମହାନିର୍ଦ୍ଦେଶକ ଶ୍ରୀ ଚନ୍ଦ୍ରଜିତ ବାନାର୍ଜୀ ଅଧିବେଶନକୁ ସଂଚାଳନ କରିଥିବାବେଳେ,ପିଡବ୍ଲୁସି (pwc)ର ଅଧ୍ୟକ୍ଷ ଶ୍ରୀ ସଂଜୀବ କ୍ରିଷନ,କାର୍ଯ୍ୟକ୍ରମରେ ଉପସ୍ଥିତ ରହି ନିଜର ସୁଚିନ୍ତିତ ମତବ୍ୟକ୍ତ କରିଥିଲେ।ମୁଖ୍ୟମନ୍ତ୍ରୀ ଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ଉପସ୍ଥିତ ଥିଲେ।ଶେଷରେ ଶିଳ୍ପ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like