-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ସମ୍ବଲପୁରରେ ପ୍ରଥମ ଥର ପାଇଁ ହେବ ମିଷ୍ଟର ଏବଂ ମିସ୍ ଇଣ୍ଡିଆ ପ୍ରତିଯୋଗିତା I

30-Jan-2025




ସମ୍ବଲପୁର-(ସଂଜୀବ ପାଣିଗ୍ରାହୀ) : ଆସନ୍ତା ଏପ୍ରିଲ ମାସରେ ସମ୍ବଲପୁରଠାରେ ପ୍ରଥମ ଥର ପାଇଁ ହେବାକୁ ଯାଉଛି ମିଷ୍ଟର ଇଣ୍ଡିଆ ଏବଂ ମିସ୍ ଇଣ୍ଡିଆ ପ୍ରତିଯୋଗିତା I ରାଜ୍ୟ ର ସମସ୍ତ ଜିଲ୍ଲାରେ ଜିଲ୍ଲାସ୍ତରୀୟ ତଥା ପୁରୀଠାରେ ରାଜ୍ୟସ୍ତରୀୟ ପ୍ରତିଯୋଗିତା ଆୟୋଜନ ହେଲାପରେ ସମ୍ବଲପୁର ପି.ଏଚ.ଡି. ପଡିଆ ଠାରେ ଜାତୀୟସ୍ତରୀୟ ପ୍ରତିଯୋଗିତା ଆୟୋଜିତ ହେବ I ସମ୍ବଲପୁର ଠାରେ ହେବାକୁ ଥିବା ଉଭୟ ଜିଲ୍ଲା ଓ ରାଷ୍ଟ୍ରୀୟ ସ୍ତରୀୟ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା ସମ୍ବଲପୁର ଜିଲ୍ଲା ବଡି ବିଲଡର୍ସ ଏଣ୍ଡ୍ ଫିଟନେସ୍ ଏସୋସିଏସନ ଦ୍ଵାରା ଆୟୋଜନ କରାଯିବାକୁ ଥିଲାବେଳେ ପୁରୀଠାରେ ହେବାକୁ ଥିବା ରାଜ୍ୟସ୍ତରୀୟ ପ୍ରତିଯୋଗିତାକୁ ଶ୍ରୀକ୍ଷେତ୍ର ବଡି ବିଲଡର୍ସ୍ ଏସୋସିଏସନ ଆୟୋଜନ କରିବ I ସମ୍ବଲପୁରଠାରେ ହେବାକୁ ଥିବା ବରିଷ୍ଠ ବର୍ଗ ଉଭୟ ମହିଳା ଓ ପୁରୁଷ ମିଷ୍ଟର ଏବଂ ମିସ୍ ଇଣ୍ଡିଆ ମେଗା ପ୍ରତିଯୋଗିତାରେ ୪୫୦ ଜଣ ଖେଳାଳି ଭାଗନେବେ ଏବଂ ଏଥି ପାଇଁ ୧୫୦ ଜଣ ଅଧିକାରୀଙ୍କ ଆଗମନ ଘଟିବ ବୋଲି ସମ୍ବଲପୁର ଜିଲ୍ଲା ବଡି ବିଲଡର୍ସ ଏସୋସିଏସନ ପକ୍ଷରୁ ବୁଧବାର ଏକ ସାମ୍ବାଦିକ ସଂମ୍ବିଳନୀ ରେ ସୂଚନା ଦିଆଯାଇଛି । ସମ୍ବଲପୁର ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ବୁର୍ଲା ଦୁର୍ଗା ମଣ୍ଡପ ନିକଟରେ ଅନୁଷ୍ଠିତ ହେବ I ମିଷ୍ଟର ଇଣ୍ଡିଆ ଓ ମିସ୍ ଇଣ୍ଡିଆ ପ୍ରତିଯୋଗିତାରେ ପ୍ରଥମ ତିନୋଟି ସ୍ଥାନ ହାସଲ କରିଥିବା କୃତି ପ୍ରତିଯୋଗୀ ଅଗଷ୍ଟ ମାସରେ ହେବାକୁ ଥିବା ମିଷ୍ଟର ୱାର୍ଲଡ ଓ ମିସ୍ ୱାର୍ଲଡ ପ୍ରତିଯୋଗିତାରେ ଭାରତକୁ ପ୍ରତିନିତ୍ବ କରିବେ । ଏହା ପୂର୍ବରୁ ୨୦୨୩ ମସିହାରେ ସମ୍ବଲପୁର ଜିଲ୍ଲା ବଡି ବିଲଡର୍ସ ଏଣ୍ଡ୍ ଫିଟନେସ୍ ଏସୋସିଏସନ ମିଷ୍ଟର ଓଡିଶା ଓ ମିସ୍ ଓଡ଼ିଶାର ସଫଳତାର ସହିତ ଆୟୋଜନ କରିଥିଲା । ଏହି ସାମ୍ବାଦିକ ସମ୍ବିଳନୀ ରେ ଜିଲ୍ଲା ବଡି ବିଲଡର୍ସ ଏସ୍ ଫିଟନେସ୍ ଏସୋସିଏସନ ର ସଭାପତି ସତୀଶ ବିଶି, କାର୍ଯ୍ୟକାରୀ ସଭାପତି ନିଶାନ୍ତ ବହିଦାର, ସାଧାରଣ ସମ୍ପାଦକ ଅମିତାଭ ପରିଡା, ଉପ ସଭାପତି ଜିଜି ଜୋସେଫ, ଭୋଳା ମହତ୍ତମ,ରାଜ୍ୟ ସାଧାରଣ ସମ୍ପାଦକ ସନ୍ତୋଷ ମହାନ୍ତି, ରାଜ୍ୟ ଉପ ସଭାପତି ମନୋଜ କୁମାର ସ୍ୱାଇଁ, ରାଜ୍ୟ ସାଙ୍ଗଠନିକ ସମ୍ପାଦକ ବାଳକୃଷ୍ଣ ବାଗ ପ୍ରମୁଖ ମଂଚାସୀନ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like