-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||     

HOME   ଜିଲ୍ଲା

ପାଇକମାଲ ବ୍ଲକ ମହିଳା ସ୍ଵଂୟ ସହାୟକ ଗୋଷ୍ଠୀ ପକ୍ଷରୁ ବିଡ଼ିଓ ଜରିଆରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ୫ ଦଫା ଦାବୀ ପତ୍ର

03-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ମହିଳା ସ୍ଵଂୟ ସହାୟକ ଗୋଷ୍ଠୀ ପାଇକମାଲ ବ୍ଲକ ପକ୍ଷରୁ  ବିଡ଼ିଓଙ୍କ ଜରିଆରେ ୫ଦଫା ଦାବୀ ପତ୍ର ଦିଆଯାଇଥିବା ଜଣାପଡିଛି। ମହିଳା ସ୍ଵଂୟ ସହାୟକ ଗୋଷ୍ଠୀର ଏକ ବିରାଟ ଶୋଭାଯାତ୍ରା ନୃସିଂହନାଥ ଧର୍ମଶାଳାରୁ ବାହାରି ବ୍ଲକ କାର୍ଯ୍ୟାଳୟକୁ ପହଞ୍ଚିଥିଲେ। ସେଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣୀ ଚାଲିଥିବାରୁ ଏକ ଦାବୀ ଜିଲ୍ଲାପାଳଙ୍କୁ ମଧ୍ୟ ପ୍ରଦାନ କରିଥିଲେ। ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ବିଭାଗ ପକ୍ଷରୁ ଜାରି କରାଯାଇଥିବା GPLF EC ସ୍ତରରେ  ରିଷ୍ଟ୍ରକ୍ଟରିଂ ପାଇଁ ନିର୍ଦ୍ଦେଶାନାମା ଓ ନୂଆଗାଇଡ ଲାଇନକୁ ପ୍ରତ୍ୟାହାର କରିବା, ମିଶନ ଶକ୍ତି ଅଧିନସ୍ଥ ଓଡ଼ିଶା ଜୀବିକା ମିଶନର ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ (GPLF) ରେ EC ଭାବେ କାର୍ଯ୍ୟରତ ମହିଳା EC ସଦସ୍ୟାଙ୍କ କାର୍ଯ୍ୟକାଳର ସମୟସୀମା ବୃଦ୍ଧି କରାଯିବା, ମିଶନ ଶକ୍ତି ବିଭାଗର ସ୍କୃଟି ଋଣ ଯୋଜନା ର ସର୍ତ୍ତାବଳୀ ଅନୁଯାୟୀ ୪୮ଟି କିସ୍ତି ମଧ୍ୟରୁ ୧୨ଟି କିସ୍ତି ଦେୟ ହୋଇଥିବା ବେଳେ ବାକି କିସ୍ତି ଗୁଡ଼ିକ ସମ୍ପର୍କରେ ସରକାର ବିଚାର କରିବା, ମିଶନ ଶକ୍ତି ଅଧିନସ୍ଥ ଓଡ଼ିଶା ଜୀବିକା ମିଶନର କାର୍ଯ୍ୟରତ ଏହି ମହିଳା ଇ ସି କର୍ମୀଙ୍କୁ ସାମାଜିକ ନିରାପତ୍ତା ଓ କାର୍ଯ୍ୟକାଳ ସମୟରେ ଦୁର୍ଘଟଣା ଜନିତ ବିମା ଯୋଜନା ପ୍ରଦାନ କରାଯିବା ସହ ବାକୀୟା ଦରମା ପ୍ରଦାନ କରାଯିବା ଆଦି ୫ଦଫା ଦାବୀ ନେଇ ଓଡ଼ିଶାର ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ପାଇକମାଲ ବିଡ଼ିଓ ପ୍ରଫୁଲ୍ଲ କୁମାର ଅଦୁଙ୍କ ଜରିଆରେ ପ୍ରଦାନ କରିଥିଲେ।ହଜାର ହଜାର ସଂଖ୍ୟାରେ ମହିଳା ମାନେ ଏକତ୍ରିତ ହୋଇ ତାଙ୍କ ହକ ଦାବୀ ହାସଲ ନିମନ୍ତେ ବିରାଟ ରେଳୀରେ ଆସି ଦାବୀ ପତ୍ର ଦେବା ସହ ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026

You Might Also Like