-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

ଇଚ୍ଛାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ

04-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଅମ୍ଵାଭୋନା ବ୍ଳକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଇଚ୍ଛାପୁର ଠାରେ ଗତ ରବିବାର ଦିନ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଉକ୍ତ ବାର୍ଷିକ ଉତ୍ସବରେ ଦ୍ଵାରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ଜ୍ଞାନ ରଞ୍ଜନ ଭୋଇ ମୂଖ୍ୟ ଅତିଥି,ବିଶ୍ବଵାଣୀ ଦୈନିକ ଖବରକାଗଜ ର ସାମ୍ବାଦିକ ଅମ୍ଵାଭୋନା ବ୍ଳକ ପ୍ରତିନିଧି ପ୍ରକାଶ ଚନ୍ଦ୍ର ରଥ, ବିଦ୍ୟାଳୟ ର ଚେୟାରମେନ ଶ୍ରୀମତୀ ସୁକୁମାରୀ ମାଝୀ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ଲିଙ୍ଗରାଜ ଭୋଇ ଓ ଝାରପାଲୀ ଗ୍ରାମର ଶ୍ରୀ ମତି ନୀଲିମା ଭୋଇ ପ୍ରମୁଖ ମଞ୍ଚାସିନ ଥିଲେ ।ଉକ୍ତ ଉତ୍ସବରେ ସହକାରୀ ଶିକ୍ଷକ ଅନିରୁଦ୍ଧ ପ୍ରଧାନ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ନିମନ୍ତ୍ରିତ ଅତିଥି ବୃନ୍ଦ ବିଦ୍ୟାଳୟ ର ଉନ୍ନତି କରଣ ଏବଂ ଛାତ୍ର ଛାତ୍ରୀ ମାନଙ୍କର ଉଜ୍ଜ୍ବଳ ଭବିଷ୍ୟତ କାମନା କରି ଅଭିଭାଷଣ ପ୍ରଦାନ କରିଥିଲେ। ଉକ୍ତ ଉତ୍ସବରେ କୂମ୍ଭୋ ସି.ଆର.ସି.ସି.ରାମେଶ୍ଵର ଭୋଇ ମଞ୍ଚ ପରିଚାଳନା କରିଥିଲେ। ଏବଂ ବିଦ୍ୟାଳୟର ସହକାରୀ ଶିକ୍ଷକ ପ୍ରତାପ ଭୋଇ ସାଜସଜ୍ଜା ର ସମସ୍ତ ଦାୟିତ୍ବ ତୁଲାଇଥିଲେ।ଏହାପରେ ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ଵାରା ଏକ କ୍ଷୁଦ୍ର କୋଶଳୀ ନାଟିକା,"ବାଲୁତ ବିର ଧରମା" ମଞ୍ଚସ୍ଥ କରାଯାଇଥିଲା।?


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like