-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

କ୍ଲଷ୍ଟର୍ ସ୍ତରୀୟ ଓଡ଼ିଶା ନିପୁଣ ମେଳା

04-Feb-2025



ବଲାଙ୍ଗୀର (ପ୍ରେରଣା ଖବର): ଆଜି ରାଧାରାଣୀ ପଡ଼ା ଆଂଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ପ୍ରାକ୍ଟିସିଙ୍ଗ ପ୍ରାଥମିକ ବିଦ୍ୟାଳୟ ଠାରେ 'କ୍ଲଷ୍ଟର୍ ସ୍ତରୀୟ ଓଡିଶା ନିପୁଣ ମେଳା' ଉତ୍ସବ୍ ଅନୁଷ୍ଠିତ ହୋଇଥିଲା  l ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ  ବଲାଙ୍ଗୀର ମୁନିସିପାଲଟି  ଅଧ୍ୟକ୍ଷା  ଶ୍ରୀମତୀ ଲିକା ସାହୁ ଯୋଗ ଦେଇ  ପ୍ରଦୀପ ପ୍ରଜ୍ଜ୍ଵଳନ ପୂର୍ବକ ସଭାକୁ ଉଦଘାଟନ କରିଥିଲେ l ସମ୍ମାନୀତ ଅତିଥି ଭାବରେ ବଲାଙ୍ଗୀର ବ୍ଲକ୍ ଶିକ୍ଷା ଅଧିକାରୀ ଲୋକନାଥ ସୁନା, ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଶ୍ରୀମତୀ ସନ୍ଧ୍ୟା ଧାରୁଆ ଓ ଶ୍ରୀ ଶ୍ରୀକାନ୍ତ ଦେବତା, ଡି. ଆଇ. ଇ ଟି  ବଲାଙ୍ଗୀର  ବରିଷ୍ଠ ପ୍ରଶିକ୍ଷିକା ତଥା ବଲାଙ୍ଗୀର ବ୍ଲକ ଏଫ୍ ଏଲ୍ ଏନ୍  ମୁଖ୍ୟ ଶ୍ରୀମତୀ ଚିନ୍ମୟୀ ସାହୁ, ୮ ନଂ ୱାର୍ଡ ର କାଉନସିଲର ଶ୍ରୀମତୀ ନନ୍ଦିନୀ ପୋଢ଼ , ମୁଖ୍ୟବକ୍ତା ରୂପେ ଜିଲ୍ଲା ମାଧ୍ୟମିକ ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ  ଜ୍ଞାନେନ୍ଦ୍ର ମଲ୍ଲିକ ତଥା ସି.ଆର.ସି.ସି ଶ୍ରୀ ଗିରିଶ ରାମ ବେହେରା ଓ ପ୍ରାକ୍ଟିଶିଂ ସରକାରୀ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସଙ୍ଗୀତ ନାଗ ପ୍ରମୁଖ ଯୋଗଦାନ କରିଥିଲେ l  ସ୍କୁଲର ଶିକ୍ଷୟତ୍ରୀ ଶ୍ରୀମତୀ ମମତା ରଥ ସଭା କାର୍ଯ୍ଯ ପରିଚାଳନା କରିଥିଲେ l ସ୍କୁଲର  ଏସ୍ ଏମ୍ ସି  ଚେୟାରମେନ ହରିଶଙ୍କର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ l ପିଲା ମାନେ ନିପୁଣ ଓଡ଼ିଶା ଗୀତରେ ଏକ ସୁନ୍ଦର ନୃତ୍ୟ ପ୍ରଦର୍ଶନ କରିଥିଲେ l ତାପରେ ସମସ୍ତ ଅତିଥି ନିପୂଣ ଓଡ଼ିଶା ଲୋଗୋ ଉନ୍ମୋଚନ କରି କିପରି ଭାବରେ ସମସ୍ତ ପିଲା ହସି ଖେଳି ମୌଳିକ ଭାଷା ଓ ସଂଖ୍ୟା ଜ୍ଞାନ ହାସଲ କରିବେ ତାହା ଉପରେ ଅଭିଭାଷଣ ରଖିଥିଲେ l ପ୍ରଧାନ ଶିକ୍ଷୟିତ୍ରୀ ସମସ୍ତଙ୍କୁ ନିପୁଣ ଓଡ଼ିଶାର ଶପଥ ପାଠ କରାଇ ଥିଲେ। ପରିଶେଷରେ ଶ୍ରୀମତୀ ଚିନ୍ମୟୀ ସାହୁ ଧନ୍ୟବାଦ୍ ଅର୍ପଣ କରି ଆଗାମୀ ଦିନର ଶୁଭେଚ୍ଛା ଜଣାଇ ସଭା ସାଙ୍ଗ ଘୋଷଣା କରିଥିଲେ l  ଶିକ୍ଷୟିତ୍ରୀ ଶ୍ରୀମତୀ ସାହୁ ପ୍ରଦର୍ଶିତ ହୋଇଥିବା ମୌଳିକ ଭାଷା ଜ୍ଞାନ, ସଂଖ୍ୟା ଜ୍ଞାନ,  ସୃଜନଶୀଳ ଓ ମତାମତ କକ୍ଷ ପରିଦର୍ଶନ କରିବା ପାଇଁ ସମସ୍ତଙ୍କୁ ଅନୁରୋଧ କରିଥିଲେ l


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like