-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   (13-Dec-2025)       ||      ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||     

HOME   ଜିଲ୍ଲା

ମାଟି ଚୋରାଚାଲାଣ ପଛରେ କଣ୍ଟାବାଞ୍ଜି ତହସିଲ କର୍ତ୍ତୃପକ୍ଷ

05-Feb-2025



କଣ୍ଟାବାଞ୍ଜି : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ତହସିଲ କର୍ତ୍ତୃପକ୍ଷ ଙ୍କ ଭୂମିକା ନେଇ ଏବେ ଅଞ୍ଚଳ ରେ ଚର୍ଚ୍ଚା ବିଷୟ ହୋଇଛି। ଗତ କିଛି ଦିନ ହେଳା କଣ୍ଟାବାଞ୍ଜି ତହସିଲ ଅନ୍ତର୍ଗତ ଧାମନଡ଼ଙ୍ଗା ଗାଁ ରେ ବେଆଇନ ଭାବେ ମାଟି ମାଫିଆ ମାନେ ଚେନ ମେସ୍ସିନ ଜରିଆ ରେ ମାଟି ଖନନ କରି ହାଇୱ ଗାଡି ରେ ମାଟି ଚୋରାଚାଲାଣ କରୁଥିବା ଏନେଇ ଲଗାତର ଗଣମାଧ୍ୟମ ରେ ଖବର ଆସୁଥିବା ବେଳେ ମାଟି ମାଫିଆ ଙ୍କ ବିରୋଧ କଣ୍ଟାବାଞ୍ଜି ତହସିଲ କର୍ତ୍ତୃପକ୍ଷ କୌଣସି କାର୍ଯ୍ୟନୁଷ୍ଠାନ ଗ୍ରହଣ କରୁନଥିବା ବେଳେ ସୋମବାର ଇଟା ଚାଲାଣ କରୁଥିବା ଟ୍ରାକ୍ଟର ଜବତ କରି କଣ୍ଟାବାଞ୍ଜି ତହସିଲ କର୍ତ୍ତୃପକ୍ଷ ଚର୍ଚ୍ଚା ପରିସର କୁ ଆସିଛନ୍ତି। ସୋମବାର ଦିନ ପ୍ରାୟ ୧୧ ଟା ସମୟରେ ଜାମୁଝୁଲା ଗାଁର ଏକ ଇଟା ଭାଟି ରୁ ଟ୍ରାକ୍ଟର ନଂ OD 03 M 5034 ଯୋଗେ ଇଟା ନେଇ କଣ୍ଟାବାଞ୍ଜି ସହରର ଅଭିମୁଖେ ଆସୁଥିବା ବେଳେ ଧାମନଡ଼ଙ୍ଗା ଗାଁ ନିକଟ ରେ କଣ୍ଟାବାଞ୍ଜି ତହସିଲଦାର ଅଞ୍ଜଳି ମାଝୀ ଓ ରାଜ୍ବସ୍ବ ନିରିକ୍ଷକ ଜିତୁ ବିଶ୍ବାଳ ଟ୍ରାକ୍ଟର କୁ ଅଟକେଇ କାଗଜପତ୍ର ଯାଞ୍ଚ କରିଥିବା ବେଳେ କାଗଜପତ୍ର ରେ କିଛି ତ୍ରୁଟି ଥିବା ନେଇ ତହସିଲଦାର ଗାଡି ଜବତ କରି କଣ୍ଟାବାଞ୍ଜି ଥାନା ରେ ରଖିଥିବାର ରାଜ୍ବସ୍ବ ନିରିକ୍ଷକ ପ୍ରକାଶ କରିଛନ୍ତି। ଇଟା ଚାଲାଣ ନେଇ କଣ୍ଟାବାଞ୍ଜି ତହସିଲ କର୍ତ୍ତୃପକ୍ଷ ଙ୍କ କାର୍ଯ୍ୟନୁଷ୍ଠାନ ଦେଖା ଦେଉଥିବା ବେଳେ ସେହି ଧାମନଡ଼ଙ୍ଗା ଗାଁ ଠାରୁ ପ୍ରଶାସନ ବିନା ଅନୁମତି ରେ ହଜାର ହଜାର ଟ୍ରିଫ ମାଟି ଚୋରାଚାଲାଣ ହେଉଥିବା କଣ୍ଟାବାଞ୍ଜି ତହସିଲ କର୍ତ୍ତୃପକ୍ଷ ନିରବ ରହିଛନ୍ତି। ଯାହାକୁ ଏନେଇ ମାଟି ଚୋରାଚାଲାଣ ଉପରେ କଣ୍ଟାବାଞ୍ଜି ତହସିଲ କର୍ତ୍ତୃପକ୍ଷ ସମ୍ପୃକ୍ତି ଥିବା ବାରୁ ମାଟି ମାଫିଆ ଙ୍କ ବିରୋଧ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନଥିବା ଅଭିଯୋଗ ହେଉଛି। ଏବେ ବେଆଇନ ମାଟି ଚୋରାଚାଲାଣ ଯୋଗୁଁ ରାଜ୍ୟ ସରକାରଙ୍କ କୋଟି କୋଟି ଟଙ୍କା ରାଜସ୍ବ ହାନୀ ହେଉଛି ରାଜ୍ଯ ସରକାର ନଜର ଦେଇ କଣ୍ଟାବାଞ୍ଜି ତହସିଲ ଅଞ୍ଚଳ ରେ ଚାଳିଥିବା ମାଟି ଚୋରାଚାଲାଣ ଉପରେ କଡ଼ା କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ଦାବୀ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025

You Might Also Like