-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ   (13-Dec-2025)       ||      ସ୍ବର୍ଗତ ନିରାକାର ସାହୁ ଙ୍କ ସୃତିଚ।ରଣ  ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ଜିଲ୍ଲାପାଳଙ୍କ ପରିଦର୍ଶନ ଲୋକଙ୍କ ପାଇଁ ଦିଗଦର୍ଶନ   (13-Dec-2025)       ||      *ସାର୍ବ ଜନୀନ ସ୍ଵାସ୍ଥ୍ୟ ସେବା ଦିବସ ପାଳିତ*   (13-Dec-2025)       ||      *ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ଉତ୍ସବ କୁ ଉଦ୍ଘାଟନ କଲେ ଜିଲ୍ଲାପାଳ ଓ ଏସପି*-   (13-Dec-2025)       ||      ୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ    (13-Dec-2025)       ||      ୧୮ ଅଧିକାରୀଙ୍କୁ ୨୦ ଲକ୍ଷର ଚୂନ: ୨ ଗିରଫ   (13-Dec-2025)       ||      ବୋଡ଼େନ କୃଷି ସମବାୟ ସମିତି ଧାନ ମଣ୍ଡି ଉଦ୍ଘାଟନ    (13-Dec-2025)       ||      ଖଇରପଦର ଆଶ୍ରମ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ l   (13-Dec-2025)       ||      କଣ୍ଟାମାଳରେ କାର୍ଯ୍ୟରତ ଠିକାଦାର ସଂଘ ଗଠିତ   (13-Dec-2025)       ||      ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   (13-Dec-2025)       ||      ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||     

HOME   ଜିଲ୍ଲା

ଭଗବାନ ମିଶ୍ର ସ୍ମୃତି ସମିତି ର ପ୍ରସ୍ତୁତି ବୈଠକ

05-Feb-2025



ବରଗଡ଼:  ଆସନ୍ତା ୧୮ ଫେବୃଆରୀ ରେ ସ୍ବର୍ଗତ ଭଗବାନ ମିଶ୍ର ଙ୍କ ୮୯ତମ ଜୟନ୍ତୀ ପାଳନ ଉପଲକ୍ଷେ ଆଜି ଭଗବାନ ମିଶ୍ର ସ୍ମୃତି ସମିତି ର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ସର୍ଦ୍ଦାର ପ୍ରୀତମ ସିଂ ଙ୍କ ସଭାପତିତ୍ୱ ରେ ହୋଇଥିବା ଏହି ବୈଠକ ରେ ଆସନ୍ତା ୧୮ ତାରିଖ ରେ ସ୍ତାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ଠାରେ ସନ୍ଧ୍ୟା ୬ ଟା ସମୟରେ ଜୟନ୍ତୀ ପାଳନ କରାଯିବା ନେଇ ନିଷ୍ପତ୍ତି ନିଆଗଲା।ଏହି ଅବସରରେ ବରଗଡ଼ ଜିଲ୍ଲା ର ଜଣେ ବହୁମୁଖୀ ପ୍ରତିଭା ସମ୍ପର୍ଣ୍ଣ ବରିଷ୍ଠ ଶିକ୍ଷକ ଙ୍କୁ "ଭଗବାନ ମିଶ୍ର ଶିକ୍ଷକ ଗୌରବ ସମ୍ମାନ "ରେ ସମ୍ମାନିତ କରାଯିବା ସହ ଗତ ଓଡିଶା ଦଶମ ବୋର୍ଡ଼ -୨୦୨୩ ପରୀକ୍ଷା ରେ ଜିଲ୍ଲା ରେ ସର୍ବାଧିକ ନମ୍ବର ରଖିଥିବା ଓ ପ୍ରତ୍ୟେକ ବିଷୟରେ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ର /ଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯିବା ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଥିଲା। ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ଲୋକସଭା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ଓ ମୁଖ୍ୟ ବକ୍ତା ରୂପେ ବିଶିଷ୍ଟ ସମାଜସେବୀ ତଥା ଶିକ୍ଷାବିତ ବିଦ୍ୟା ଭୂଷଣ ଶତପଥି, ସରାଇପାଲି, ଛତିଶଗଡ ସମ୍ମତି ପ୍ରଦାନ କରିଛନ୍ତି ବୋଲି ସଭାପତି ଶ୍ରୀ ସିଂ ସୁଚନା ଦେଇଥିଲେ। ଏହି ବୈଠକ ରେ ସମିତି ର ଅଧ୍ୟକ୍ଷ ପ୍ରଫେସର ଅମରେନ୍ଦ୍ର ନାରାୟଣ ଯାଦବ, ଉପଦେଷ୍ଟା ପ୍ର. ସନ୍ତୋଷ କୁମାର ପଣ୍ଡା, ଉପସଭାପତି ଶ୍ରୀମତୀ ମନୋରମା ଷଡ଼ଙ୍ଗୀ,ଶ୍ରୀ କମଳ ଯୋଶୀ,ସହ ସମ୍ପାଦକ ବିନୋଦ ସାହୁ,ଶ୍ରୀମତୀ ମିନାକ୍ଷୀ ଦାଶ, ଶ୍ରୀମତୀ ଖୁସୁବୁ ଶର୍ମା,ଶ୍ରୀ ଵାଳକୃଷ୍ଣ ମିଶ୍ର ଓ ନବକୃଷ୍ଣ ମିଶ୍ର ପ୍ରମୁଖ ଆଲୋଚନା ରେ ଅଂଶ ଗ୍ରହଣ କରିଥିଲେ।ପରିଶେଷରେ ଶ୍ରୀମତୀ ଖୁସୁବୁ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସ୍ବର୍ଗତ ନିରାକାର ସାହୁ ଙ୍କ ସୃତିଚ।ରଣ  ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ଜିଲ୍ଲାପାଳଙ୍କ ପରିଦର୍ଶନ ଲୋକଙ୍କ ପାଇଁ ଦିଗଦର୍ଶନ   13-Dec-2025
  ଜିଲ୍ଲା  
*ସାର୍ବ ଜନୀନ ସ୍ଵାସ୍ଥ୍ୟ ସେବା ଦିବସ ପାଳିତ*   13-Dec-2025
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ଉତ୍ସବ କୁ ଉଦ୍ଘାଟନ କଲେ ଜିଲ୍ଲାପାଳ ଓ ଏସପି*-   13-Dec-2025
  ଜିଲ୍ଲା  
୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ    13-Dec-2025
  ଜିଲ୍ଲା  
୧୮ ଅଧିକାରୀଙ୍କୁ ୨୦ ଲକ୍ଷର ଚୂନ: ୨ ଗିରଫ   13-Dec-2025
  ଜିଲ୍ଲା  
ବୋଡ଼େନ କୃଷି ସମବାୟ ସମିତି ଧାନ ମଣ୍ଡି ଉଦ୍ଘାଟନ    13-Dec-2025
  ଜିଲ୍ଲା  
ଖଇରପଦର ଆଶ୍ରମ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
କଣ୍ଟାମାଳରେ କାର୍ଯ୍ୟରତ ଠିକାଦାର ସଂଘ ଗଠିତ   13-Dec-2025
  ଜିଲ୍ଲା  
ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025

You Might Also Like