-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ଅତାବିରା ମହାବିଦ୍ୟାଳୟରେ ବିଶ୍ଵ କର୍କଟ ଦିବସ ପାଳିତ

05-Feb-2025



ଅତାବିରା(ଆକାଶ ମିଶ୍ର) ଅତାବିରା ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଯୁବ ରେଡକ୍ରସ୍,ରେଡ ରିବନ୍ ଓ ଜାତୀୟ ସେବା ଯୋଜନା ଆନୁକୁଲ୍ୟ ରେ ବିଶ୍ଵ କର୍କଟ ଦିବସ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଅଶ୍ଵିନୀ କୁମାର ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ରେଡ଼କ୍ରସ ସଂଯୋଜକ ତଥା ମହାବିଦ୍ୟାଳୟର ଅଧ୍ୟାପକ ପରମାନନ୍ଦ ରଥ,ଜାତୀୟ ସେବା ଯୋଜନାର ପ୍ରୋଗ୍ରାମ ଅଧିକାରୀ ତଥା ଅଧ୍ୟାପକ ଧର୍ମେନ୍ଦ୍ର ପ୍ରଧାନ ଅତିଥି ଭାବେ ମଞ୍ଚାଶିନ ଥିଲେ।ପ୍ରଥମେ କର୍କଟ ରୋଗ କୁ ଦୂରେଇବା ପାଇଁ ଶପଥ ପାଠ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଧାନ କର୍କଟ ରୋଗର କାରଣ ଏବଂ ନିରାକରଣ ଉପରେ ଛାତ୍ର ଛାତ୍ରୀଙ୍କୁ ସଚେତନତା କରାଇବା ସହ ଅନେକ ଉଦାହରଣ ଦେଇ ଅଭିଭାଷଣ ରଖିଥିଲେ। ଗୁଟକା, ଡ୍ରକ୍ସ, ଘୁଡ଼ାକୁ, ବିଡି, ସିଗାରେଟ, ଫାଷ୍ଟଫୁଡ ଆଦି ନିଶାସେବନ୍ ନ କରିବାକୁ ଆହ୍ବାନ ଦେଇଥିଲେ ।ଅଧ୍ୟାପିକା ସୀମା ପ୍ରସାଦ, ରେଣୁକା ପ୍ରଧାନ,ଅପର୍ଣ୍ଣା ସାହୁ,ଅସ୍ମିତା ଛୁରିଆ,ସୂର୍ଯ୍ୟ ନାରାୟଣ ବିଶ୍ଵାଳ ଉପସ୍ଥିତ ରହି ନିଜ ନିଜ ମତବ୍ୟକ୍ତ ପ୍ରକାଶ କରିଥିବା ବେଳେ ଜିଲ୍ଲା ସଂଯୋଜକ ଶ୍ରୀଯୁକ୍ତ ରଥ ଧନ୍ୟବାଦ୍ ଦେଇଥିଲେ । ଏହି କାର୍ଯ୍ୟକ୍ରମକୁ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ/ଅଧ୍ୟାପିକା, କର୍ମଚାରୀ ସକ୍ରିୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like