-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||     

HOME   ଜିଲ୍ଲା

ଗ୍ରାମାଞ୍ଚଳରେ କରୋନା ସଚେତନତା କାର୍ଯ୍ୟକ୍ରମ

13-Jan-2021



ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର)-  ବଲାଙ୍ଗିର ଜିଲ୍ଲା ରେଡକ୍ରସ ସୋସାଇଟି ତରଫରୁ ଆଗଲପୁର ବ୍ଲକ ଅନ୍ତର୍ଗତ ନଅଗାଁ (ଖ) ଗ୍ରାମରେ କରୋନା ସଚେତନତା ଓ ମାକ୍ସ ବଣ୍ଟନ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ଭାବରେ ଲୋଇସିଂହାର ବିଧାୟକ ଡ. ମୁକେଶ ମହାଲିଙ୍ଗ ଯୋଗଦାନ କରିଥିଲେ । ଯେତେଦିନ ପର୍ଯ୍ୟନ୍ତ କରୋନା ଟିକା ସମସ୍ତଙ୍କୁ ମିଳିନାହିଁ ସେତେଦିନ ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରି ଶାରୀରିକ ଦୂରତା, ମାକ୍ସ ପରିଧାନ କରିବା, ବାରମ୍ବାର ହାତ ଧୋଇବା ଆଦି କାର୍ଯ୍ୟକୁ ଚାଲୁ ରଖିବା ପାଇଁ ମତ ପ୍ରକାଶ କରିଥିଲେ । ବିଧାୟକ ଶ୍ରୀମହାଲିଙ୍ଗ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କଲାପରେ ରେଡକ୍ରସ ସ୍ୱେଚ୍ଛାସେବୀମାନେ ଡ୍ରମ ବଜାଇ ଗ୍ରାମରେ ଶୋଭାଯାତ୍ରା ମାଧ୍ୟମରେ ସଚେତନତା ବାର୍ତ୍ତା ପ୍ରଦାନ କରିବା ସହ ମାକ୍ସ ବଣ୍ଟନ କରିଥିଲେ । ଜିଲ୍ଲା ଜରୁରୀକାଳିନ ଅଧିକାରୀ ତଥା  ଜିଲ୍ଲା ରେଡକ୍ରସ ସଂପାଦକ ରୀନା କୁମାରୀ ନାଏକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ  କାର୍ଯ୍ୟକ୍ରମରେ ଜୁନିୟର ରେଡକ୍ରସର କାଉନସିଲର ରାମ ନାରାୟଣ ଦାଶ, ରବିଚନ୍ଦ୍ର ପଶାୟତ, ଗୋପେଶ ପଣ୍ଡା, ରେଡକ୍ରସ କର୍ମୀ ମୀନକେତନ ଡାଙ୍ଗ ଓ ସୁରେଶ କମ୍ପ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026
  ଜିଲ୍ଲା  
  ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ   23-Nov-2026
  ଜିଲ୍ଲା  
ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   23-Nov-2026
  ରାଜ୍ୟ  
ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   23-Nov-2026
  ଜିଲ୍ଲା  
ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026

You Might Also Like