-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||     

HOME   ଜିଲ୍ଲା

ଗୁଦାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ

06-Feb-2025



ମେଳାରେ ଯୋଗ ଦେଲେ ଶତାଧିକ ଛାତ୍ରଛାତ୍ରୀ ଏବଂ ଅଭିଭାବକ
 
ଫୁଲବାଣୀ (କ୍ଷୀରୋଦ ଜୁମାର ସାହାଣୀଙ୍କ ରିପୋର୍ଟ ) କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ ଅନୁର୍ଗତ ଗୁଦାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ  ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ ହୋଇଯାଇଛି !ଏଥିରେ ମୁଖ୍ୟ ଅତିଥି ଭାବେ ଖଜୁରୀପଡ଼ା ଗୋଷ୍ଠୀ ଶିକ୍ଷା ଅଧିକାରୀ  ଶ୍ରୀ ବିନୋଦ ବିହାରୀ ଦିଗାଲ ଯୋଗ ଦେଇ ଆନୁଷ୍ଠାନିକ ଭାବେ ନିପୁଣ ଓଡ଼ିଶା ମେଳାକୁ ଉଦଘାଟନ କରିଥିଲେ ! ବରେଣ୍ୟ  ଅତିଥି ମାନଙ୍କ ମଧ୍ୟରେ  ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀମତୀ ଜ୍ୟୋସ୍ନାରାଣୀ ମଲ୍ଲିକ, ଗୁଦାରୀ ପଞ୍ଚାୟତର ୱାର୍ଡ଼ ମେମ୍ବର ପଦ୍ମଚରଣ କହଁର, ବିଦ୍ୟାଳୟ ପରିଚଲାନା କମିଟି ସଭାପତି ସୁଜିତ କୁମାର ଯାନୀ, ଗୁଦାରୀ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ରୁଦ୍ରାୟିନୀ ଦାନୀ ପ୍ରମୁଖ ଉପସ୍ଥିତ ରହିଥିଲେ ! ଗୁଦାରୀ ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜିକା ସୁଜାତା କୁମାରୀ ପ୍ରଧାନ ମେଳା ପରିଚାଳନା କରିଥିଲେ ! ମେଳାରେ ନଅ ଗୋଟି ବିଦ୍ୟାଳୟର ସମସ୍ତ ଏଫ.ଏଲ.ଏନ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଏବଂ ଅବିଭାବକ ମାନେ ମିଳିତ ଭାବେ ଯୋଗ ଦେଇଥିଲେ ! ମେଳାରେ ବିଭିନ୍ନ ପ୍ରକାର ପାଠ୍ୟ ଖସଡ଼ା ଶିକ୍ଷଣୀୟ ଉପକରଣ ଏବଂ ଶିକ୍ଷଣୀୟ ସାମଗ୍ରୀ ପ୍ରଦର୍ଶିତ କରାଯାଇଥିଲା ! ପ୍ରତ୍ୟେକ ବିଦ୍ୟାଳୟରୁ ଆସିଥ‌ିଲା ଶିକ୍ଷଣୀୟ ସାମଗ୍ରୀ ଗୁଡ଼ିକୁ 4 ଟି ଷ୍ଟଲରେ  ବିଭକ୍ତ କରାଯାଇ ପ୍ରଦର୍ଶିତ କରାଯାଇଥିଲା !ଏଥିରେ ଛାତ୍ର ଛାତ୍ରୀ ଏବଂ ଅଭିଭାବକ ମାନଙ୍କୁ ମୌଳିକ ସାକ୍ଷାରତା ଏବଂ ସଂଖ୍ୟାଜ୍ଞାନ ଉପରେ ସଚେତନତା କରାଯାଇଥିଲା ! ଏହା ସହିତ ନିପୁଣ ଓଡ଼ିଶା ଗଠନ ପାଇଁ ସମସ୍ତେ ଶପଥ ନେଇଥିଲେ !ମେଳାରେ ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ବିଭିନ୍ନ ଆକର୍ଷଣୀୟ ସାଂସ୍କୃତିକ ନୃତ୍ୟ ଗୀତ ପରିବେଷଣ କରିବା ସହିତ ନିପୁଣ ଓଡ଼ିଶା ସେଲଫି ପଏଣ୍ଟରେ ସମସ୍ତେ ଫୋଟ ଉଠାଇଥିଲେ !ଶେଷରେ ମୂଳଗୁଦାରୀ ପ୍ରାଥମିକ ବିଦ୍ୟାଳୟର  ଶିକ୍ଷୟତ୍ରୀ ସଂଯୁକ୍ତା ଦିଗାଲ ସମସ୍ତଙ୍କୁ ଧନ୍ୟବାଦ ଦେଇ ମେଳାକୁ  ଉଦଯାପିତ କରିଥିଲେ ! ଉକ୍ତ ମେଳାରେ ବିଭିର୍ଣ୍ଣ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କ ସହିତ ଅଭିଭାବକ ମାନେ ସକ୍ରିୟ ଅଂଶ ଗ୍ରହଣ କରି ବହୁ ପରିମାଣରେ ଖୁସି ବ୍ୟକ୍ତ କରିଥିଲେ, ଓ ଏଭଳି କାର୍ଯ୍ୟକ୍ରମ କରାଯିବା ଦ୍ୱାରା ଛାତ୍ର ଛାତ୍ରୀ ମାନଙ୍କର ଶିକ୍ଷା ଗ୍ରହଣ ଉପରେ ଅଧୀକ ଆଗ୍ରହ ସୃଷ୍ଟି କରିବା ସହିତ ପାଠ୍ୟ ବିଷୟ ବସ୍ତୁ ବୁଝିବାରେ ସହାୟକ ହୋଇପାରିବ ବୋଲି ଅଭିଭାବକ ମାନେ ପ୍ରକାଶ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026

You Might Also Like