-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ଏସୟୁଜେ ଓଡ଼ିଶାର ପଞ୍ଚମ ବାର୍ଷିକ ଉତ୍ସବ; ବିପଦକୁ ନ ଡରି ସତ୍ୟର ସାମ୍ନା କର - ମନ୍ତ୍ରୀ ସୁରେଶ ପୂଜାରୀ

07-Feb-2025



ଭୁବନେଶ୍ୱର(ପ୍ରେରଣା ଖବର): ସତ୍ୟ, ଦ୍ଵାପର, ତ୍ରେତୟା ଓ କଳିଯୁଗ ରେ ସଦା ସତ୍ୟର ଜୟ । କଣ୍ଟକିତ ପଥରେ ସାମ୍ବାଦିକତା ବୃତ୍ତିରେ ଥିବା ସାମ୍ବାଦିକ ଜୀବନକୁ ବିପନ୍ନ ଖବର ପରିବେଷଣ କରୁଥିଲେ ମଧ୍ୟ ଉପଯୁକ୍ତ ମର୍ଯ୍ୟାଦା ନ ମିଳିବା ପରିତାପର ବିଷୟ। ଗଣମାଧ୍ୟମ ବିପନ୍ନ ହେଲେ ଗଣତନ୍ତ୍ର ଦୁର୍ବଳ ହୁଏ।ସତ୍ୟର ସାମ୍ନା କରି ପ୍ରଭୁ ଶ୍ରୀରାମଚନ୍ଦ୍ର ୧୪ ବର୍ଷ ବନବାସ ଯାଇଥିଲେ ମଧ୍ୟ ସତ୍ୟରୁ ବିଚ୍ୟୁତ ନ ହେବା ସମସ୍ତ ଙ୍କ ପାଇଁ ଉଦାହରଣ।୪ର୍ଥ ସ୍ତମ୍ବ ଦୋଷ ଦୁର୍ବଳତା ପଦାକୁ ଆଣିଲେ ଅନ୍ୟ ୩ ଟି ସ୍ତମ୍ବ ସୁଦୃଢ ହୋଇଥାଏ। ସାମ୍ବାଦିକ ମାନଙ୍କ ସର୍ବ ନିମ୍ନ ଦାବି କୁ ସରକାର ପୁରଣ କରିବା ସହିତ ସେମାନଙ୍କ ସୁରକ୍ଷା ଓ ଜୀବନ ଜୀବିକା ପ୍ରତି ସଚେତନ ରହିଲେ ସାମ୍ବାଦିକ ମାନେ ଅଧିକ ଉତ୍ସାହିତ ହେବା ସହିତ ସତ୍ୟ ଖବର ପରିବେଷଣ କରିବେ ବୋଲି ଷ୍ଟେଟ ୟୁନିଅନ ଅଫ୍ ଜର୍ନାଲିଷ୍ଟସ (ଏସୟୁଜେ) ଓଡ଼ିଶାର ୫ ମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି 

ସୁରେଶ ପୂଜାରୀ ମତବ୍ୟକ୍ତ କରିଛନ୍ତି। ରାଜ୍ୟ ସଭାପତି କୈଳାଶ ଚନ୍ଦ୍ର ନାୟକ ଙ୍କ ଅଧ୍ୟକ୍ଷତା କ୍ରମେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ  ଏନୟୁଜେର ରାଷ୍ଟ୍ରୀୟ ସଭାପତି ସୁରେଶ ଶର୍ମା ସ୍ଵତନ୍ତ୍ର ଅତିଥି ଭାବେ ଯୋଗ ଦେଇ  ସାମ୍ବାଦିକତାରୁ ରାଜନୀକୁ ଅନେକ ଆସିଥାନ୍ତି କିନ୍ତୁ ରାଜନୀତିରୁ ସାମ୍ବାଦିକତାକୁ ଆପଣେଇବା  ସମାଜସେବା ବିରଳ ନମୁନା। ମୁଖ୍ୟ ବକ୍ତା ଭାବେ ଧୂରିଣ ସାମ୍ବାଦିକ ରାଜାରାମ ଶତପଥୀ ଯୋଗ ଦେଇ ସାମାନ୍ୟ ଖବର ଟିଏ ଏକ ଅଂଚଳ ସମେତ ରାଜ୍ୟ ଓ ରାଷ୍ଟ୍ରର ପ୍ରଗତି ରେ ସହାୟ ହୋଇଥାଏ। ଅନ୍ୟ ମାନଙ୍କ ମଧ୍ୟରେ ପାଲଲହଡ଼ା ବିଧାୟକ ଅଶୋକ କୁମାର ମହାନ୍ତି, ଭୁବନେଶ୍ୱର ମହାନଗର ମେୟର ସୁଲୋଚନା ଦାସ, ଜାତୀୟ ସମ୍ପାଦକ ବବୁଲ ସିଂ ପ୍ରମୁଖ ସମ୍ମାନୀତ ଭାବେ ଯୋଗ ଦେଇଥିଲେ। ରାଜ୍ୟ କାର୍ଯ୍ୟକାରୀ ସଭାପତି କୀର୍ତ୍ତି ଚନ୍ଦ୍ର ସାହୁ ପ୍ରାକ୍ ସୂଚନା ରଖିଥିବା  ଉପସଭାପତି ବାସୁଦେବ ତ୍ରିପାଠୀ ଅତିଥି ମାନଙ୍କ ପରିଚୟ ରଖିଥିଲେ। ସାଧାରଣ ସମ୍ପାଦକ ପ୍ରଶାନ୍ତ କୁମାର ପାଢୀ ବିବରଣୀ ପାଠ କରିଥିବା ବେଳେ ଅନ୍ୟତମ ଉପସଭାପତି ମେହେବୁବ ମହତାବ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଏହି ଅବସରରେ ସଂଗଠନର ମୁଖପତ୍ର ସଙ୍କଳ୍ପକୁ ଅତିଥି ମାନେ ଉନ୍ମୋଚନ କରିଥିଲେ। ଏହି କାର୍ଯ୍ୟକ୍ରମ ମୁଖ୍ୟ ସମ୍ପାଦକ ବାସୁଦେବ ତ୍ରିପାଠୀ ସଂଚାଳନ କରିଥିଲେ। ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିଥିବା ବ୍ୟକ୍ତିମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ଶ୍ରେଷ୍ଠ ସାଂଗଠନିକ ଜିଲ୍ଲା ଭାବେ ଅନୁଗୋଳ, ଝାରସୁଗୁଡ଼ା, କଟକ, କେଉଁଝର ଓ କୋରାପୁଟ ଜିଲ୍ଲା ଶାଖାକୁ ସମ୍ମାନୀତ କରାଯାଇଥିଲା। ଶେଷରେ ବରିଷ୍ଠ ଉପ ସଭାପତି ସମରେଶ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।  ଜାତୀୟ କାର୍ଯ୍ୟକାରିଣୀ ସଭ୍ୟ ପ୍ରୟାଗରାଜ କର, ଦିଲିପ କୁମାର ମିଶ୍ର, ଚିନ୍ତାମଣି ପାଢ଼ୀ, ରାଜ୍ୟ କର୍ମକର୍ତ୍ତା ଶଶାଙ୍କ ଶେଖର ଝାଙ୍କର, ଶିବାଶିଷ ମହାନ୍ତି,ସନ୍ତୋଷ ସ୍ଵାଇଁ, ରମେଶ ପ୍ରଧାନ, ଶିଶିର କୁମାର ଦାଶ, ନିବେଦିତା ସିଂ, ନଚିକେତା ସାହୁ, ସ୍ମିତା ପାତ୍ର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like