-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

ଶ୍ରୀଦେବୀ ଉଚ୍ଚ ବିଦ୍ୟାଳୟ ରେ ପୋଷାକ ବିତରଣ କାର୍ଯ୍ୟକ୍ରମ

08-Feb-2025



ଫୁଲବାଣୀ ( ଶ୍ରୀ କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ ) କନ୍ଧମାଳ ଜିଲ୍ଲା ସଦର ଫୁଲବାଣୀ ଶିକ୍ଷା ମଣ୍ଡଳ ଅଧୀନରେ ଥିବା ବିଶିପଡା ପଂଚାୟତ ସ୍ଥିତ ଶ୍ରୀଦେବୀ ଉଚ୍ଚ ବିଦ୍ୟାଳୟ ର ନୂତନ ପ୍ରଧାନ ଶିକ୍ଷକ ଭାବେ ଶ୍ରୀ ଚତୁର୍ଭୁଜ ବେହେରା ଦାୟିତ୍ୱ ଗ୍ରହଣ କରିବା ପରେ ବିଦ୍ୟାଳୟ ରେ ଅଧ୍ୟୟନରତ ଛାତ୍ର ଛାତ୍ରୀ ମାନଙ୍କୁ ପୋଷାକ ବିତରଣ କରିଛନ୍ତି | ଏହି ପୋଷାକ ବିତରଣ କାର୍ଯ୍ୟକ୍ରମ ରେ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ସାକାଳୀ କହଁର ମୁଖ୍ୟ ଅତିଥିରୂପେ ଯୋଗଦାନ କରିଥିବା ବେଳେ ଏସଏମସି ର ସଭାପତି ଶ୍ରୀ ସୁକାନ୍ତ କୁମାର ବେହେରା ସନମାନୀତ ଅତିଥି ଭାବେ ଯୋଗଦାନ କରିଥିଲେ ଓ ସରପଞ୍ଚ ଶ୍ରୀମତୀ ସାକାଳୀ କହଁର ଛାତ୍ର ଛାତ୍ର ଛାତ୍ରୀ ମାନଙ୍କୁ ବିଦ୍ୟାଳୟ ର ଅନ୍ୟ ସମସ୍ତ କର୍ମକର୍ତ୍ତା ଙ୍କ ଉପସ୍ଥିତିରେ ପୋଷାକ ବିତରଣ କରିଥିଲେ | 
     ସୂଚନା ପ୍ରକାରେ ପୂର୍ବତନ ପ୍ରଧାନ ଶିକ୍ଷକ ଶ୍ରୀ ସଞ୍ଜୟ କୁମାର ସାହୁ ଗତ 31ଜାନୁୟାରୀ 2025 ରେ ଚାକିରୀ ଜୀବନରୁ ଅବସର ଗ୍ରହଣ କରିଥିଲେ | ଏଣୁ ସରକାର ଙ୍କ ଶିକ୍ଷା ବିଭାଗର ନିୟମ ପ୍ରକାରେ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ଭାବେ ଶ୍ରୀ ଚତୁର୍ଭୁଜ ବେହେରା ପ୍ରଧାନ ଶିକ୍ଷକ ଭାବେ ଦାୟିତ୍ୱ ଗ୍ରହଣ କରିବାର କିଛି ଦିନ ପରେ ସର୍ବପ୍ରଥମେ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଉଦ୍ଧିଷ୍ଟ ପୋଷାକ ବିତରଣ କାର୍ଯ୍ୟକ୍ରମ ହାତକୁ ନେଇ ସ୍ଥାନୀୟ ସରପଞ୍ଚଙ୍କ ଦ୍ୱାରା ଉକ୍ତ କାର୍ଯ୍ୟକୁ ସୁନ୍ଦର ଭାବେ ସମ୍ପାଦନ କରିପାରିଛନ୍ତି, ଯାହା ଫଳରେ ଅଧ୍ୟୟନ ରତ ଛାତ୍ର ଛାତ୍ରୀ ମାନେ ସ୍ଥାନୀୟ ସରପଞ୍ଚ  ସାକାଳୀ କହଁର ଓ ସ୍କୁଲ କମିଟି ସଭାପତି ସୁକାନ୍ତ କୁମାର ବେହେରାଙ୍କ ହାତରୁ ପୋଷାକ ଗ୍ରହଣ କରି ଖୁସି ହୋଇଥିବା ଦେଖିବାକୁ ମିଳିଛି | ପୋଷାକ ବିତରଣ କାର୍ଯ୍ୟକ୍ରମ ବେଳେ ବିଜ୍ଞାନ ଶିକ୍ଷକ ଶ୍ରୀ ସନ୍ତୋଷ କୁମାର ପ୍ରଧାନ ଓ ସଂସ୍କୃତ ଶିକ୍ଷକ ଶ୍ରୀ ରଞ୍ଜନ କୁମାର ମିଶ୍ର, ମୋ ସ୍କୁଲ ଅଭିଯାନ ର ସଭାପତି ଶ୍ରୀ ରଂଜିତ କୁମାର ବେହେରା ପ୍ରମୁଖ ଉପସ୍ଥିତି ଥିଲେ  ଏବଂ ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ପ୍ରଧାନ ଶିକ୍ଷକ ଶ୍ରୀ ବେହେରା ଜଣେ ଦାୟିତ୍ୱ ସମ୍ପନ୍ନ ଅଭିଜ୍ଞ ଓ ଛାତ୍ର ବତ୍ସା୍ଳ ଶିକ୍ଷକ ଭାବେ ଅଂଚଳରେ ପରିଚିତ ଅଟନ୍ତି ଓ ବିଶେଷ ଘଟଣା ହେଲା ଶ୍ରୀଦେବୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା କ୍ଷେତ୍ରରେ ମଧ୍ୟ୍ୟ ମହାବିଦ୍ୟାଳୟ ର ପ୍ଲସ ଥ୍ରୀ ଛାତ୍ର ଥିବା ବେଳେ ଚତୁର୍ଭୁଜ ବେହେରା ଙ୍କ ବଳିଷ୍ଠ ସହଯୋଗ କରିଥିଲେ, ହେଲେ ସେତେବେଳେ ର ପରିଚାଳନା କମିଟି ଶ୍ରୀ ସଞ୍ଜୟ ସାହୁଙ୍କୁ ପ୍ରଧାନ ଶିକ୍ଷକ ଭାବେ ନିଯୁକ୍ତି ଦେଇଥିଲେ ଓ ଶ୍ରୀ ଚତୁର୍ଭୁଜ ବେହେରାଙ୍କୁ ସହକାରୀ ଶିକ୍ଷକ ଭାବେ ନିଯୁକ୍ତି ପ୍ରଦାନ କରାଯାଇଥିଲା | ସେହି ଦିନ ଠାରୁ ଶ୍ରୀ ଚତୁର୍ଭୁଜ ବେହେରା ଚାରି ଶହ ଟଙ୍କା ଦରମାରେ ସହକାରୀ

ଶିକ୍ଷକ ଭାବେ ନିଷ୍ଠାର ସହିତ ଶିକ୍ଷାଦାନ କରିବା ସହିତ ବିଦ୍ୟାଳୟ ର ଉର୍ନ୍ନତି ପାଇଁ ଅଣ୍ଟା ଭିଡି ଆସିଛନ୍ତି ଓ ବର୍ତ୍ତମାନ ପ୍ରଧାନ ଶିକ୍ଷକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଆଉ ଗୋଟାଏ ପାଦ ଆଗକୁ ବଢ଼ାଇ ଶିକ୍ଷାଦାନ ସହିତ ବିଦ୍ୟାଳୟ ର ଉର୍ନ୍ନତି କରିବେ ବୋଲି  ସଂକଳ୍ପ ବଧ ଅଟନ୍ତି ଏବଂ ଶ୍ରୀ ବେହେରାଙ୍କୁ ପ୍ରଧାନ ଶିକ୍ଷକ ଭାବେ ପାଇ ବିଶିପଡା ପଂଚାୟତ ବାସୀ ତାଙ୍କ ନିକଟରୁଶ୍ରୀଦେବୀ ବିଦ୍ୟାଳୟ ର ଉର୍ନ୍ନତି ପାଇଁ ବହୁତ କିଛି ଆଶା ପୋଷଣ କରିଥିବା ବୁଦ୍ଧିଜୀବୀ ମହଲରେ ଦେଖିବାକୁ ମିଳୁଛି, ହେଲେ ଶ୍ରୀ ଚତୁର୍ଭୁଜ ବେହେରା ମଧ୍ୟ୍ୟ ଆଉ କେତେ ମାସ ପରେ ଯଥା ଆଗାମୀ ମେ 31 ତାରିଖରେ ଅବସର ଗ୍ରହଣ କରିବେ ବୋଲି ମଧ୍ୟ୍ୟ ବିଶେଷ ସୂତ୍ରରୁ ସୂଚନା ମିଳୁଛି | ବର୍ତ୍ତମାନ ପୂର୍ବତନ ପ୍ରଧାନ ଶିକ୍ଷକ ଙ୍କ ଅବସର ଗ୍ରହଣ ପରେ ମାତ୍ର ହାତ ଗଣତି 3ଜଣ ଶିକ୍ଷକ ବିଦ୍ୟାଳୟ ରେ ଶିକ୍ଷାଦାନ କରୁଛନ୍ତି, ଏଭଳି ପରିସ୍ଥିତିରେ ବିଦ୍ୟାଳୟ ରେ ଛାତ୍ର ଛାତ୍ରୀ ମାନଙ୍କ ଶିକ୍ଷାଦାନକରିବା ସହିତ ପ୍ରଧାନ ଶିକ୍ଷକ ଶ୍ରୀ ବେହେରା ଙ୍କୁ ସରକାରୀ କାର୍ଯ୍ୟ ମଧ୍ୟ୍ୟ ସମ୍ଭାଳିବାକୁ ପଡିବ, ଦେଖାଯାଉ ଶ୍ରୀ ବେହେରା ତାଙ୍କର ସ୍ୱଳ୍ପ ସମୟ ପ୍ରଧାନ ଶିକ୍ଷକ ଭାବେ କିଭଳି ନିଜ ଦାୟିତ୍ୱ ସମ୍ଭାଳୁଛନ୍ତି ତାହା ଆଗାମୀ ଦିନରେ ଦେଖିବାକୁ ମିଳିବ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like