-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ଜାତୀୟ କୃମି ନାଶକ ଦିବସ ପାଇଁ ଏକ ଦିବସୀୟ ଶିକ୍ଷକ ପ୍ରଶିକ୍ଷଣ ଶିବିର ଅନୁଷ୍ଟିତ,,,, ଆସନ୍ତା ୧୦ ଓ ୧୭ ଦୁଇଟି ପର୍ଯ୍ୟାୟ ରେ ପିଲା ଖାଇବେ କୃମି ନାଶକ ବଟିକା

08-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କଟାପାଲି ଆନୁକୁଲ୍ୟରେ ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସର ରେ ଶନିବାର ବରଗଡ଼ ବ୍ଲକ ସ୍ତରୀୟ ଜାତୀୟ କୃମି  ନାଶକ ଦିବସ ପାଇଁ ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଟିତ ହୋଇ ଯାଇଛି । ଡି ପି ଏମ ଶିଶିର କୁମାର ପଣ୍ଡା ଙ୍କ ସଂଯୋଜନା ଓ ଡ଼ ଶିବ କୁମାର ଅଗ୍ରୱାଲ ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମକୁ ବରଗଡ଼ ବିଇଓ ଡ଼ ସୁରେନ୍ଦ୍ର କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶୁଭ ଉଦ୍ଘାଟନ କରିବା ସହ କୃମି ସଂକ୍ରମଣ କୁ ସହଜ ରେ ରୋକିବା ପାଇଁ ଆସନ୍ତା ୧୦  ତାରିଖ ରେ  ଅନୁଷ୍ଟିତ ହେବାକୁ ଥିବା କୃମି ନାଶକ ବଟିକା ପ୍ରଦାନ  ରେ କିପରି ୧ ରୁ ୧୯ ବର୍ଷ ବୟସ ର ପିଲାମାନେ ବଟିକା ଖାଇବେ ସେ ସଂପର୍କ ରେ ସୂଚନା ପ୍ରଦାନ କରିଥିଲେ ।ଏଥି ସହିତ ଯେଉଁ ମାନେ ରହି ଯାଇଥିବେ ସେମାନଙ୍କୁ  ୧୭ ତାରିଖ ରେ ବଟିକା ପ୍ରଦାନ କରାଯିବ ବୋଲି ଉଲ୍ଲେଖ କରିଥିଲେ ।  ଅନ୍ୟ ମାନଙ୍କ ମଧ୍ୟରେ ଡ଼ ଶ୍ରୀନିବାସ ଦେବତା,ପି ଏଚ ଇ ଓ
କୁମୁଦ ବନ୍ଧୁ ବାଗ ଏ ବି ଇ ଓ ଦିଲ୍ଲୀପ କୁମାର ମେହେର ପ୍ରମୁଖ ଯୋଗ ଦେଇ ବରଗଡ଼ ବ୍ଲକ ରେ କିପରି ଏହି କାର୍ଯ୍ୟକ୍ରମ କୁ ସଫଳତା ର ସହ ଆୟୋଜନ କରାଯିବ ସେ ବିଷୟ ରେ ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ବ୍ଲକ ର ୧୩ ଟି କ୍ଲଷ୍ଟର ରୁ ୧୫୦ ରୁ ଉର୍ଦ୍ଧ୍ବ ଶିକ୍ଷକ ଶିକ୍ଷୟିତ୍ରୀ ଏହି ଶିବିର ରେ ଅଂଶ ଗ୍ରହଣ କରିଥିଲେ । ପ୍ରଧାନ ଶିକ୍ଷକ ସୁଦୀପ କୁମାର ରଥ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like