-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ଫ୍ରେଣ୍ଡସ କ୍ଳବ ତରଫରୁ ଦ୍ଵିତୀୟ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ

08-Feb-2025



ବଲାଙ୍ଗିର(ପ୍ରେରଣା ଖବର) ବଲାଙ୍ଗିର  ସୁପରିଚିତ ଅନୁଷ୍ଠାନ ଫ୍ରେଣ୍ଡସ କ୍ଳବ ତରଫରୁ ଦ୍ଵିତୀୟ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ଆସନ୍ତା ଫେବୃଆରୀ ୧୦ ତାରିଖ  ରୁ ୧୬ ତାରିଖ  ପର୍ଯ୍ୟନ୍ତ ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆ ରେ ଆୟୋଜିତ ହେବାକୁ ଯାଉଛି l ଆଜି ଏହି ସଂକ୍ରାନ୍ତରେ ଏକ ସାମ୍ବାଦିକ ସମ୍ମିଳନୀ ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଆୟୋଜିତ ହୋଇଥିଲା l 
ଦିନ ଦିନକୁ ଫୁଟବଲ ପ୍ରତି ଲୋକଙ୍କ ଆଗ୍ରହ କମିବା, ଯୁବପିଢ଼ିଙ୍କ ମନରେ ଖେଳର ବୃଦ୍ଧି ବଢାଇବା, ସହର ମଧ୍ୟରେ ଥିବା ପି.ଆର ହାଇସ୍କୁଲ ଖେଳ ପଡିଆର ଉନ୍ନତି କରିବା, କ୍ରୀଡାରେ ଶାରୀରିକ, ମାନସିକ ସ୍ଥିତି ସଜାଗ ରୁହେ ସେହି ଲକ୍ଷ ନେଇ ଫ୍ରେଣ୍ଡସ କ୍ଳବ ଏହି ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ଆୟୋଜନ କରୁଛି ବୋଲି ଆଜିର ସମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସଭାପତି ଲୋଟସ ଷଡ଼ଙ୍ଗୀ l ତାହା ସହିତ ଫ୍ରେଣ୍ଡସ କ୍ଳବ ସହ ବଲାଙ୍ଗିରର ଯୁବ ପିଢ଼ି, ବୁଦ୍ଧିଜୀବୀ, ସମସ୍ତ ସାମାଜିକ ଅନୁଷ୍ଠାନ, କ୍ରୀଡାପ୍ରେମୀ ସମ୍ପୃକ୍ତ ଥିବା ସୂଚନା ଦେଇଥିଲେ l ଏହି ସପ୍ତାହେ ବ୍ୟାପି ଫୁଟବଲ ଟୁର୍ନାମେଣ୍ଟ  ରେ ବଲାଙ୍ଗିର,ଭୁବନେଶ୍ୱର, ବରଗଡ଼, ମୟୁରଭଞ୍ଜ, ସୁନ୍ଦରଗଡ଼, ଜରାସିଂହା, କୁଚିଣ୍ଡା ଏବଂ କଟକ ଭଳି ପ୍ରସିଦ୍ଧ ଲାଭ କରିଥିବା ଫୁଟବଲ ଟିମ ଅଂଶଗ୍ରହଣ କରୁଥୁବା ବେଳେ କୋଡିଏ ବର୍ଷ ଆଗରୁ ବଲାଙ୍ଗିରର ବହୁ ଖେଳାଳି ଆନ୍ତର୍ଜାତିକ ତଥା ରାଜ୍ୟସ୍ତରୀୟରେ ସୁନାମ ଆଣିଥିଲେ ତାହା ଏବେ କମିବାରେ ଲାଗିଛି ପୁଣି ଥରେ ଏଠାକାର ଖେଳାଳି ଙ୍କୁ ସେହି ପହଂଚାଇବା ତଥା ଖେଳର ମାନ ରଖିବା ପାଇଁ ଏହି ଫୁଟବଲ ମହାକୁମ୍ଭର ଆୟୋଜନ କରାଯାଇଛି  ବୋଲି ସମ୍ପାଦକ ଜଗନ୍ନାଥ ମିଶ୍ର କହିଥିଲେ ତାହାସହିତ ବଲାଙ୍ଗିର  ଜିଲ୍ଳାର କ୍ରୀଡା କ୍ଷେତ୍ରରେ  ଉଲ୍ଲେଖନୀୟ ଅବଦାନ ପାଇଁ ପୁରୁଣା ନୁଆଁ ଖେଳାଳି ମାନଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି କମିଟି ତରଫରୁ ନିଷ୍ପତି  ଦିଆଯାଇ ଥିବାର ସୂଚନା ଦେଇଛନ୍ତି l
ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ଫ୍ରେଣ୍ଡସ କ୍ଳବର ସଭାପତି ଲୋଟସ ଷଡ଼ଙ୍ଗୀ, ସମ୍ପାଦକ ଜଗନ୍ନାଥ ମିଶ୍ର, କୋଷାଧକ୍ଷ ରଂଜିତ ବେହେରା, ସଂଯୋଜକ ମନୋଜ ମିଶ୍ର, ମଧୁ ବନଛୋର, ପ୍ରଭାକର ମିଶ୍ର, ଆକାଶ ମିଶ୍ର, ଶରତ ନନ୍ଦ,ପବିତ୍ର ଖୁଣ୍ଟିଆ,ସୋମନାଥ ମିଶ୍ର, ଗୋବିନ୍ଦ ଶତପଥୀ, ଅଭିମନ୍ୟୁ ପାଣ୍ଡେ, ମନୋଜ ଦୀପ, ସଂଜୀବ ସାହୁ, ବଦ୍ରି ନାରାୟଣ ମିଶ୍ର,କିଶୋର ଦଣ୍ଡସେନା, ନିଶାରକାନ୍ତ ନାଗ, କୈଳାଶ ମିଶ୍ର, ପୃଥ୍ୱୀରାଜ ବରାଡ଼,ଟିକୁ ପରିଛା, ଦେବେନ ପାତ୍ର, ଲିଜୁ ସାହୁ, ଶଙ୍କର ନାଗ, ପ୍ରଦୀପ ସିଂ, କୁନା ମନହୀରା, ମୁନା ପାଲ, କମ୍ବୁ ତ୍ରିପାଠୀ, ଲକ୍ଷ୍ମୀ ସ୍ୱାଇଁ,ପୂର୍ଣ୍ଣ ଚନ୍ଦ୍ର  ତ୍ରିପାଠୀ, ନିତ୍ୟା ପଧାନ ସୋନୁ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ l କମିଟି ପକ୍ଷରୁ ବଲାଙ୍ଗିର ଜିଲ୍ଲାର ଅନେକ ଦର୍ଶକ ଖେଳାଳି ଓ କ୍ରୀଡ଼ା ପ୍ରେମୀ ଉପସ୍ଥିତ ରହି ଖେଳ ଓ ଖେଳାଳି ମାନଙ୍କୁ ଉତ୍ସାହିତ କରିବା ପାଇଁ ଅନୁରୋଧ କରାଯାଇଛି l ଶେଷରେ କୋଷାଧକ୍ଷ ରଂଜିତ ବେହେରା ଧନ୍ୟବାଦ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like