-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||     

HOME   ଜିଲ୍ଲା

ଅବସର ପ୍ରାପ୍ତ ଶିକ୍ଷକ ବିରଞ୍ଚି ସାହୁଙ୍କ ପରଲୋକ

08-Feb-2025



ବରଗଡ (ନିରଞ୍ଜନ ତ୍ରିପାଠୀ )
-ବରଗଡ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ବରମୁଣ୍ଡା ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ବିରଞ୍ଚି ସାହୁ ଆଉ ଆମ ଗହଣରେ ନାହାନ୍ତି।୭୫ ବର୍ଷ ବୟସରେ ତାଙ୍କ ପରଲୋକ ହୋଇଯାଇଛି।ସେ ଜଣେ ଆଦର୍ଶ ଶିକ୍ଷକ ଭାବେ ସାରା ବିଜେପୁର ଅଞ୍ଚଳରେ ତାଙ୍କ ଖ୍ୟାତି ଥିଲା।ସେ ଜଣେ ମେଳାପି, ଧର୍ମପରାୟଣ,କର୍ମଠ ବ୍ୟକ୍ତି ଭାବେ ଅଞ୍ଚଳରେ ସୁନାମ ଅର୍ଜନ କରିଥିଲେ। ମୃତ୍ୟୁ ବେଳକୁ ପତ୍ନୀ ଜମୁନା ସାହୁ ,ବଡ଼ପୁଅ ସୁମନ୍ତ କୁମାର ସାହୁ, ସାନପୁଅ ଅଭୟ ଚରଣ ସାହୁ,ଝିଅ ସନ୍ତୋଷିନୀ ପଧାନ, ଜ୍ୱାଇଁ ଶେଷଦେବ ପଧାନ ଏବଂ ନାତିନାତୁଣୀ ପ୍ରମୁଖ ଉପସ୍ଥିତ ଥିଲେ। ତାଙ୍କ ଅନ୍ତିମ ଦର୍ଶନ ପାଇଁ ବିଜେପୁର ଅଞ୍ଚଳର ଶିକ୍ଷକ, ଶିକ୍ଷୟିତ୍ରୀ, ଅନେକ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଭିଡ଼ ସ୍ଥାନୀୟ ବିଜେପୁର ସ୍ଥିତ ବାସଭବନରେ ଦେଖିବାକୁ ମିଳିଥିଲା। ତାଙ୍କ ପୈତୃକ ଗ୍ରାମ ବରମୁଣ୍ଡାରେ ଅନ୍ତିମ ଶବଦାହ କରାଯାଇଥିଲା। ବଡ ପୁଅ ସୁମନ୍ତ ମୁଖାଗ୍ନୀ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026

You Might Also Like