-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଯୁବ ନେତୃତ୍ୱ ପ୍ରଶିକ୍ଷଣ ଶିବିର ଉଦଘାଟିତ

08-Feb-2025



ବାମରା ବ୍ଲକ ଅନ୍ତର୍ଗତ କେଶାଇବାହଲ ସ୍ଥିତ  ବାସୁଦେବ ଗୋଦାବରୀ ଡିଗ୍ରୀ କଲେଜରେ ତ୍ରିଦିବସ ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଯୁବ ନେତୃତ୍ୱ ପ୍ରଶିକ୍ଷଣ ଶିବିର ଉଦଘାଟିତ।
ବାସୁଦେବ ଗୋଦାବରୀ  ଡିଗ୍ରୀ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଦୟାସାଗର ପ୍ରଧାନ ପୌରହିତ୍ୟରେ ଜାତୀୟ ସେବା ଯୋଜନା ଦ୍ଵାରା ପରିଚାଳିତ ତ୍ରିଦିବସୀୟ  ଯୁବ ନେତୃତ୍ବ ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଅଛି। ଉକ୍ତ କାର୍ଯକ୍ରମରେ ମୁଖ୍ୟ ଅତିଥି ଭାବେ ସମ୍ବଲପୁର ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ବିଦୁ ଭୂଷଣ ମିଶ୍ର ଯୋଗ ଦେଇ ଆତ୍ମପ୍ରବନ୍ଧନ, ଆଧ୍ୟାତ୍ମିକ ନୌତିକତା, କୋଶଳ ବିକାଶ ଉପରେ ସ୍ୱେଚ୍ଛାସେବୀ ମାନଙ୍କୁ  ଉଦବୋଧନ ଦେବା ସହ ସ୍ଵେଚ୍ଛାସେବୀ ମାନଙ୍କ ସହ ବିସ୍ତୃତ ଆଲୋଚନା କରିଥିଲେ । କୁଚିଣ୍ଡା ଉପଜିଲ୍ଲାପାଳ ଡ. ଗୌରବମୟ ପ୍ରଧାନ ଯୁବ ବିକାଶରେ ଏନ ଏସ ଏସ ର ଭୁମିକା ଉପରେ ଉଦବୋଧନ ଦେଇଥିଲେ l ଅଧ୍ୟକ୍ଷ ଦୟାସାଗର ପ୍ରଧାନ ଯୋଗଦେଇ ସମାଜ ସେବା ମାଧ୍ୟମରେ କିପରି ବ୍ୟକ୍ତିତ୍ବର ବିକାଶ କରାଯାଇ ପାରିବ ତା ଉପରେ ଆଲୋକପାତ କରିଥିଲେ। ସମ୍ବଲପୁର ବିଶ୍ଵବିଦ୍ୟାଳୟର ସଂଯୋଜକ ଅଧିକାରୀ ଡ. ବିରେନ୍ଦ୍ର ବେହେରା ଜାତୀୟ ସେବା ଯୋଜନା ଓ ସମାଜ ସେବାରେ ତାର ଭୂମିକା ଆଲୋଚନା କରିଥିଲେ ।  ଜିଲ୍ଲା ସଂଯୋଜକ ଅଧିକାରୀ ଶାନ୍ତନୁ ପଧାନ ଜାତୀୟ ସେବା ଯୋଜନା ଓ ସମାଜସେବା ଉପରେ ସ୍ୱେଚ୍ଛାସେବୀ ମାନଙ୍କୁ ଉଦବୋଧନ ଦେଇଥିଲେ l ମହାବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ସଜନ ଖଣ୍ଡେଲୱାଲ, ପ୍ରତିଷ୍ଠାତା ଅଧ୍ୟକ୍ଷ ଘାସିରାମ ସାହୁ ଯୁବ ନେତୃତ୍ୱ ଉପରେ ବକ୍ତବ୍ୟ ରଖିଥିଲେ। ଏହି କାର୍ଯ୍ୟକ୍ରମକୁ ଜାତୀୟ ସେବା ଯୋଜନାର ସଂଯୋଜକ ଅଧିକାରୀ ବିନୋଦ ବିହାରୀ ପୃଷେଠ ପରିଚାଳନା କରିଥିବା ବେଳେ ପ୍ରୋଗ୍ରାମ ଅଫିସର ତରୁଣ ପୃଷେଠ ଧନ୍ୟବାଦ୍ ଅର୍ପଣ କରିଥିଲେ ଏବଂ ଅଧ୍ୟାପକ ହାରେଶ କୁମାର ସାହୁ ସକ୍ରିୟ ଭବେ କର୍ଯ୍ୟକ୍ରାମରେ  ଅଂଶଗ୍ରହଣ କରିଥଲେ । ଏହି କାର୍ଯ୍ୟକ୍ରମରେ ୧୮ ଟି କଲେଜର ୧୦୦ ଜଣ ସ୍ୱେଚ୍ଛାସେବୀ, ୧୦  ଏନ୍ ଏସ୍ ଏସ୍ ସଂଯୋଜକ ଅଧିକାରୀ ଓ ବି ଜି ଡି କଲେଜର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ସମସ୍ତ କର୍ମଚାରୀ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ।
(ସମ୍ବଲପୁର କୁଚିଣ୍ଡାରୁ ସିଲୁ ସୁନାନୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like