-+91-9937148622 |

prerana_bgr@rediffmail.com |

  Monday 16th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜେପିର ସଂଖ୍ୟାଗରିଷ୍ଠତା ହାସଳ-,,,, ବିଜୟ ଉତ୍ସବ ପାଳନ କଲା ସୋନପୁର ବିଜେପି

08-Feb-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜେପି ଦଳ ସଂଖ୍ୟାଗରିଷ୍ଠତା ହାସଲ କରି ବିଜୟ ଲାଭ କରିଛି। ଏହି ଅବସରରେ ଆଜି ସୋନପୁର ବିଜେପି ପକ୍ଷରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଛକ ଠାରେ ବିଜୟ ଉତ୍ସବ ପାଳନ କରାଯାଇଛି। ଜିଲ୍ଲା ବିଜେପି ସଭାପତି ପ୍ରମୋଦ କୁମାର ମହାପାତ୍ରଙ୍କ ନେତୃତ୍ୱରେ ଆଜି ସଂଧ୍ୟାରେ ବିଜୁ ପଟ୍ଟନାୟକ ଛକ୍ ଠାରେ ଦଳର ବହୁ କର୍ମକର୍ତାମାନେ ରୁଢ ହୋଇ ବାଜା ବଜାଇ ବିଜୟ ଉତ୍ସବ ପାଳନ କରିବା ସହିତ ପରସ୍ପରକୁ ମିଷ୍ଟାନ ଖୁଆଇବା ସହିତ ଲୋକଙ୍କୁ ମିଷ୍ଟାନ ବଣ୍ଟନ କରିଥିଲେ । ପରେ ଦଳୀୟ କର୍ମକର୍ତ୍ତା ମାନେ ଏକ ରାଲୀରେ ବାହାରି ବସଷ୍ଟାଣ୍ଡ ପରିକ୍ରମା କରିଥିଲେ। ଏଥିରେ ବଲାଙ୍ଗୀର ସାଂସଦ ପ୍ରତିନିଧି ଶରତ ଶତପଥି, ବରିଷ୍ଠ ନେତା ଶିବପ୍ରସାଦ ସାହୁ, ଜିତେନ୍ଦ୍ର ପଟ୍ଟନାୟକ, ନିରଞ୍ଜନ ତ୍ରିପାଠୀ, ପର୍ଶୁରାମ ମିଶ୍ର, ନଗର ମଣ୍ଡଳ ସଭାପତି ସୁରେଶ ବିଶ୍ଵାଳ, ଦୀପକ ମହାପାତ୍ର, ସନ୍ତୋଷ କୁମାର ପଧାନ, କାଉନସିଲର ଗଙ୍ଗାଧର ତରିଆ, କୈଳାସ ସାହୁ, ତ୍ରିଲୋଚନ ତରିଆ, ବିବୋକାନନ୍ଦ ମିଶ୍ର, ହିମାଂଶୁ ସାହୁ, ବିକ୍ରମ ମିଶ୍ର, ବିକି ଅଗ୍ରୱାଲ, ଦେବାଷିଶ ପୂଜାରୀ, ରିଙ୍କୁ ପଣ୍ଡା, ସତ୍ୟ ମହାପାତ୍ର, ରାଜେଶ ସାହୁ, ସୁଦାମ ନାଏକ, କାହ୍ନୁ ତରିଆ, ସୁରୁବାବୁ ସାହୁ, ମଣ୍ଟୁ ମିଶ୍ର, ଲକ୍ଷ୍ମୀ ମାହାର ପ୍ରମୁଖଙ୍କ ବହୁ ଦଳୀୟ କର୍ମକର୍ତା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like