-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

ଧରୁଛନ୍ତି କାଠ ଗାଡ଼ି,ଧରୁନାହାନ୍ତି କାଠ ମାଫିଆ

08-Feb-2025



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲାରେ ବାରମ୍ବାର କାଠ ଜବତ କରାଯାଇଥିବା ବେଳେ କାଠ ମାଫିଆ କୁ ଧରୁନଥିବା ତାହା ବଡ଼ ପ୍ରଶ୍ନବାଚୀ; ଏଥିରେ ବନବିଭାଗ କର୍ମଚାରୀ ମାନେ କିଛି ସହଯୋଗ କରୁଥିବା ସାଧାରଣ ରେ ଚର୍ଚ୍ଚା ଜୋର ଧରିଛି। ନହେଲେ କାଠ ମାଫିଆ ଏତେ ସକ୍ରିୟ ନ ହୁଏନ୍ତେ ବାରମ୍ବାର କାଠ ଜବତ କୁ ନେଇ ତାଙ୍କ ମନରେ ଭୟ‌ ସୃଷ୍ଟି ହେବା କଥା। ପୁଣି ଆଜି ଖପ୍ରାଖୋଲ ବନବିଭାଗ ଦ୍ୱାରା ଖଇରକାଠ ଜବତ ହୋଇଥିବା ବେଳେ ମାଫିଆ କୁ ଧରିବାରେ ବିଫଳ ବନବିଭାଗ। ସୂଚନା ଅନୁସାରେ ହରିଶଙ୍କର ବନାଞ୍ଚଳ ଧଣ୍ଡାମୁଣ୍ଡା ସେକ୍ସନ ପାଟିମାଲ ଗାଁ ରେ ଭୋର୍ ସକାଳ ୪ ଟା ବେଳକୁ ଏକ ଖଇରକାଠ ବୋଝେଇ ପିକ୍ ଅପ୍ ଭ୍ୟାନ କୁ ଖପ୍ରାଖୋଲ ବନବିଭାଗ ଧରିବାରେ ସକ୍ଷମ ହୋଇଥିଲେ। ତତ୍ ସଙ୍ଗେ ସଙ୍ଗେ ଏକ ମୋଟର ସାଇକେଲ ମଧ୍ୟ ଜବତ କରାଯାଇଛି। ହେଲେ ଆଶ୍ଚର୍ଯ୍ୟର କଥା କାଠ ମାଫିଆ କୁ ଧରିବାରେ ବିଫଳ ହେଇଛନ୍ତି।ସତରେ‌ କାଠ ମାଫିଆ କୁ ଧରିବାରେ ବିଫଳ ହେଲେ ନାଁ ଜାଣିଶୁଣି ତାକୁ ଛାଡ଼ିଦେଲେ ବୋଲି ସନ୍ଦେହ ସୃଷ୍ଟି କରୁଛି। ଏପରିକି ଖପ୍ରାଖୋଲ ବନବିଭାଗ ୨ ମାସରେ ୫ ଥର କାଠ ଜବତ କରିଥିବା ବେଳେ ଥରେ ମଧ୍ୟ କାଠ ମାଫିଆ କୁ ନଧରିବା ଆଶ୍ଚର୍ଯ୍ୟର ବିଷୟ । ଉପରିସ୍ଥ ଅଧିକାରୀଙ୍କ ଠାରେ ନିଜ ପାରିବାପଣିଆ ଦେଖାଇବା ପାଇଁ ନିଜ ବୋଲ ମାନୁଥିବା ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ସୂଚନା ଦେଇ ଖବର ପ୍ରକାଶ କରାଉଛନ୍ତି। ଏଥିପ୍ରତି ବଲାଙ୍ଗିର ବନଖଣ୍ଡ ଅଧିକାରୀ ସ୍ବତନ୍ତ୍ର ଦୃଷ୍ଟି ଆକର୍ଷଣ କରି ଉଚିତ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like