-+91-9937148622 |

prerana_bgr@rediffmail.com |

  Monday 16th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ଗୋଚର ଜମିରେ ବାଲିର ପାହାଡ଼: ପ୍ରଶାସନ ତଦନ୍ତ କରିବାକୁ ସାଧାରଣରେ ଦାବି

08-Feb-2025



ଯାଜପୁର/ବରୀ(ରଞ୍ଜିତ ମହାନ୍ତି): ସରକାର ବଦଳି ଥିଲେ ମଧ୍ୟ  ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରୁ ଲଘୁ ଖଣିଜ ପଦାର୍ଥର ବ୍ୟାପକ ଚୋରା ଚାଲାଣ କିନ୍ତୁ ବନ୍ଦ ହେଉନାହିଁ । ବିଭିନ୍ନ ନଦୀରୁ ବାଲି ଚୋରା ଚାଲାଣ କମିବା ବଦଳରେ ବଢି ଚାଲିଛି  । ବାଲିର ବ୍ୟାପକ ଚୋରା ଚାଲାଣ ଦ୍ୱାରା ସରକାର ବ୍ୟାପକ ରାଜସ୍ୱ ହରାଇ ଚାଲିଛନ୍ତି । ହେଲେ ଏଥିପ୍ରତି ପ୍ରଶାସନ ପଦକ୍ଷେପ ଗ୍ରହଣ କରୁନାହିଁ । ପ୍ରଶାସନର ଦୁର୍ବଳତାର ସୁଯୋଗ ନେଇ ପ୍ରଭାବଶାଳୀ ବ୍ୟକ୍ତି ଶହ ଶହ ଟ୍ରିପ ବାଲି ନଦୀରୁ ବେଆଇନ ଭାବେ ଉତ୍ତୋଳନ କରି ତାକୁ ବିକ୍ରି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଥିଲା ବେଳେ ସରକାର କିନ୍ତୁ ରାଜସ୍ୱ ହରାଇ ଚାଲିଛନ୍ତି । ଏ ନେଇ ପ୍ରଶାସନ ପଦକ୍ଷେପ ନେବା ବଦଳରେ ଚୁପ ବସିବା ଚିନ୍ତାର ବିଷୟ ହୋଇଛି। ବାଲି ମାଫିଆଙ୍କ ଆଗକୁ ପ୍ରଶାସନ ଯିବାକୁ ସାହସ ଜୁଟାଇ ପାରୁ ନଥିଲା ବେଳେ କେହି ଯଦି ନିଜ ଘର କାମ ପାଇଁ ନଦୀରୁ ବାଲି ଉଠାଉଛି ତେବେ ତା ନାଁରେ ମାମଲା ରୁଜୁ କରୁଥିବା ଅଭିଯୋଗ ହେଉଛି । ବରୀ ବ୍ଲକରେ ପ୍ରବାହିତ ବିଭିନ୍ନ ନଦୀରୁ ବ୍ୟାପକ ବାଲି ଚୋରା ଚାଲାଣ ହେଉଥିଲା ବେଳେ ଉଦୟନାଥପୁର ପଞ୍ଚୟତର ପୁଣ୍ଟିଆ ପଡ଼ିଆରେ ଗଦା ହୋଇଥିବା ଶହ ଶହ ଟ୍ରିପ ବାଲି କାହାର ବୋଲି ପ୍ରଶ୍ନ ହୋଇଛି । ଏହି ପଡ଼ିଆଟି ଗୋଚର ଜମି ବୋଲି ମଧ୍ୟ ଅଭିଯୋଗ ହୋଇଛି । ହେଲେ ଏହି ଗୋଚର ଜମି ଏବେ ବାଲି ଗଦାରେ ପରିଣତ ହୋଇଛି । ଜନୈକ ପ୍ରଭାବଶାଳୀ ବ୍ୟକ୍ତି ଏହି ବିପୁଳ ପରିମାଣ ବାଲି ଗଦା କରି ରଖି ବିକ୍ରି କରୁଥିଲା ବେଳେ ବରୀ ପ୍ରଶାସନ ଏହା ଜାଣି ମଧ୍ୟ ଅଜଣା ବସିଥିବା ପଞ୍ଚାୟତବାସୀ ଅଭିଯୋଗ କରିଛନ୍ତି । ଅନ୍ୟ ପକ୍ଷରେ ବାଲି ବ୍ୟବସାୟରୁ ବେଶ କିଛି ଅର୍ଥ ଭାଗବଣ୍ଟା ହେଉଥିବାରୁ ପ୍ରଶାସନ ଚୁପ ରହିଥିବା ଅଭିଯୋଗ ହେଉଛି । ଏହି ବାଲି ନିକଟସ୍ଥ ଚିଙ୍ଗୁଡ଼ିଆ ନଦୀରୁ ଜେସିବି ସାହାଯ୍ୟରେ ଉତ୍ତୋଳନ ହୋଇ ରଖାଯାଇଛି ବୋଲି ଜଣା ଯାଇଛି । ଏ ନେଇ ଜିଲ୍ଲାପାଳ ତଦନ୍ତ କରି ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like