-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ରାମପୁରରେ ବରିଷ୍ଠ ଦେୱାନୀ ଜଜ୍ କୋର୍ଟ ଉଦଘାଟିତ

08-Feb-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )  ସୁବର୍ଣ୍ଣପୁର ଜିଲ୍ଲା ତୁଙ୍ଗୁରିପାଲି ବ୍ଲକ୍ ଅଧୀନସ୍ଥ ରାମପୁର ଠାରେ ଆଜି ବହୁ ପ୍ରତିକ୍ଷୀତ ବରିଷ୍ଠ ଦେୱାନି ଜଜ୍ କୋର୍ଟ ଉଦଘାଟିତ ହୋଇଯାଇଛି। ଓଡିଶା ହାଇକୋର୍ଟର ବିଚାରପତି ଆନନ୍ଦଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କୋର୍ଟକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏହି ଅବସରରେ ରାମପୁର ଜେଏମଏଫସି ସମୀକ୍ଷା ମହାନ୍ତି ଙ୍କ ସଭାପତିତ୍ୱରେ ଆୟୋଜିତ ଏକ ଭବ୍ୟ ସଭାରେ ମୁଖ୍ୟ ଅତିଥି ଭାବେ ଓଡିଶା ହାଇକୋର୍ଟର ବିଚାରପତି ଆନନ୍ଦଚନ୍ଦ୍ର ବେହେରା ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲା ଓ ଦୌରାଜଜ୍ ରଶ୍ମି ମୋହନ ଆଚାର୍ଯ୍ୟ, ରାମପୁର ବାର ଆସୋସିଏସନ୍ ସଭାପତି ପ୍ରଫୁଲ୍ଲ ମେହେର ଏବଂ ସମ୍ପାଦକ ପ୍ରକାଶ କୁମାର ପାଢୀ ପ୍ରମୁଖ ଯୋଗ ଦେଇ ମଞ୍ଚାସୀନ ଥିଲେ । ଜନସାଧାରଣଙ୍କୁ ତ୍ବରିତ ନ୍ୟାୟ ମିଳିବା ଉଦ୍ଧେଶ୍ୟରେ ଏହି କୋର୍ଟର ସ୍ଥାପନ କରାଯାଇଥିବା ମୁଖ୍ୟ ଅତିଥୀ ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ। ଶେଷରେ ରାମପୁର ବାର ଆସୋସିଏସନ୍ ସମ୍ପାଦକ ପ୍ରକାଶ ପାଢୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଆଜି ରାମପୁର ବରିଷ୍ଠ ଦେୱାନୀ ଜଜ୍ ଭାବେ ମମିତା ସାହୁ ଯୋଗ ଦେଇଥିଲେ ଏବଂ ବରିଷ୍ଠ ଆଇନଜୀବୀ ସର୍ବେଶ୍ବର ପୁରୋହିତ ପ୍ରଥମ ମାମଲା ପରିଚାଳନା କରିଥିଲେ। ଏହି ଉତ୍ସବରେ ଜିଲ୍ଲାପାଳ ଅନ୍ୟା ଦାଶ, ଏସପି ରାମପ୍ରସାଦ ସାହୁ, ଜିଲ୍ଲା ଓକିଲ ସଂଘ ସଭାପତି ବିଧାନଚନ୍ଦ୍ର ପାଣିଗ୍ରାହୀ, ସମ୍ପାଦକ ଦାଶଦିପ୍ତ ମହାପାତ୍ର ପ୍ରମୁଖଙ୍କ ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like