-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାପାଳଙ୍କ ପରିଦର୍ଶନ ଲୋକଙ୍କ ପାଇଁ ଦିଗଦର୍ଶନ   (13-Dec-2025)       ||      *ସାର୍ବ ଜନୀନ ସ୍ଵାସ୍ଥ୍ୟ ସେବା ଦିବସ ପାଳିତ*   (13-Dec-2025)       ||      *ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ଉତ୍ସବ କୁ ଉଦ୍ଘାଟନ କଲେ ଜିଲ୍ଲାପାଳ ଓ ଏସପି*-   (13-Dec-2025)       ||      ୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ    (13-Dec-2025)       ||      ୧୮ ଅଧିକାରୀଙ୍କୁ ୨୦ ଲକ୍ଷର ଚୂନ: ୨ ଗିରଫ   (13-Dec-2025)       ||      ବୋଡ଼େନ କୃଷି ସମବାୟ ସମିତି ଧାନ ମଣ୍ଡି ଉଦ୍ଘାଟନ    (13-Dec-2025)       ||      ଖଇରପଦର ଆଶ୍ରମ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ l   (13-Dec-2025)       ||      କଣ୍ଟାମାଳରେ କାର୍ଯ୍ୟରତ ଠିକାଦାର ସଂଘ ଗଠିତ   (13-Dec-2025)       ||      ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   (13-Dec-2025)       ||      ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||     

HOME   ଜିଲ୍ଲା

ରତାଖଣ୍ଡି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବବଜା କ୍ଲଷ୍ଟରର କ୍ଲଷ୍ଟରସ୍ତରୀୟ ନିପୁଣ ମେଳା

09-Feb-2025



ଲୋଇସିଂହା (ପ୍ରେରଣା ଖବର): ଗତ ୬ତାରିଖରେ ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଉନ୍ନୀତ ହାଇସ୍କୁଲରେ ବବଜା କ୍ଲଷ୍ଟରର କ୍ଲଷ୍ଟରସ୍ତରୀୟ ନିପୁଣ ମେଳା ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ରୂପେ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ସୁଶ୍ରୀ ରୀନା କୁମାରୀ ବେହେରା ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ରୂପେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଟଙ୍କଧର ଭୋଇ, ମୁଖ୍ୟବକ୍ତା ବବଜା ସ୍କୁଲ୍ ପ୍ରଧାନ ଶିକ୍ଷକ ରାହାସ ବିହାରୀ ପଟେଲ, ରତାଖଣ୍ଡି ସରପଞ୍ଚ ହିମାଞ୍ଚଳ ମେହେର,ସମସ୍ତ ସି. ଆର୍.ସି.ସି, ଏସ.ଏମ.ସି ସଭାପତି ତଥା କମିଟି ମେମ୍ବର ଯୋଗ ଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ l

ସମ୍ଭୁପ୍ରସାଦ ସାଇ ପଟେଲ ମଞ୍ଚ ପରିଚାଳନା କରି ଥିଲେ । ସଭାପତିତ୍ବ ଶିକ୍ଷୟିତ୍ରୀ ସୁଭଦ୍ରା କୁମ୍ଭାର ତୁଲାଇଥିବା ବେଳେ ସି.ଆର୍.ସି.ସି. ଶରତ କୁମାର ପଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା । ସାକ୍ଷରତା ଓ ସଂଖ୍ୟାଜ୍ଞାନ ଉପରେ ୧୦ଟି ସ୍କୁଲର ଛାତ୍ରଛାତ୍ରୀ ମାନେ ଶିକ୍ଷଣ ସମଗ୍ରୀମାନ ପ୍ରସ୍ତୁତ କରି ଆଣିଥିଲେ । ଶେଷରେ ସଭାପତି ଧନ୍ୟବାଦ୍ ଅର୍ପଣ କରି କାର୍ଯ୍ୟକ୍ରମ ସମାପ୍ତି ଘୋଷଣା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାପାଳଙ୍କ ପରିଦର୍ଶନ ଲୋକଙ୍କ ପାଇଁ ଦିଗଦର୍ଶନ   13-Dec-2025
  ଜିଲ୍ଲା  
*ସାର୍ବ ଜନୀନ ସ୍ଵାସ୍ଥ୍ୟ ସେବା ଦିବସ ପାଳିତ*   13-Dec-2025
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା କ୍ରୀଡ଼ା ସଂଘ ର ବାର୍ଷିକ କ୍ରୀଡ଼ା ଉତ୍ସବ କୁ ଉଦ୍ଘାଟନ କଲେ ଜିଲ୍ଲାପାଳ ଓ ଏସପି*-   13-Dec-2025
  ଜିଲ୍ଲା  
୧୦୬ ତମ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭ ସ୍ତମ୍ଭ ସ୍ଥାପିତ    13-Dec-2025
  ଜିଲ୍ଲା  
୧୮ ଅଧିକାରୀଙ୍କୁ ୨୦ ଲକ୍ଷର ଚୂନ: ୨ ଗିରଫ   13-Dec-2025
  ଜିଲ୍ଲା  
ବୋଡ଼େନ କୃଷି ସମବାୟ ସମିତି ଧାନ ମଣ୍ଡି ଉଦ୍ଘାଟନ    13-Dec-2025
  ଜିଲ୍ଲା  
ଖଇରପଦର ଆଶ୍ରମ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
କଣ୍ଟାମାଳରେ କାର୍ଯ୍ୟରତ ଠିକାଦାର ସଂଘ ଗଠିତ   13-Dec-2025
  ଜିଲ୍ଲା  
ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025

You Might Also Like