-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

ଭାରତୀୟ ମଜଦୁର ସଂଘ, ରାଜ୍ୟ ବିଧି ପ୍ରକୋଷ୍ଠର ପ୍ରଥମ ରାଜ୍ୟସ୍ତରୀୟ ସମ୍ମିଳନୀ

09-Feb-2025



ବଲାଙ୍ଗୀର(ପ୍ରେରଣା ଖବର): ଭାରତୀୟ ମଜଦୁର ସଂଘ, ରାଜ୍ୟ ବିଧି ପ୍ରକୋଷ୍ଠର ପ୍ରଥମ ରାଜ୍ୟସ୍ତରୀୟ ସମ୍ମିଳନୀ ଭୁବନେଶ୍ଵରର ସ୍ଥିତ କୁଲାନ ଭାଇ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ରାଜ୍ଯ ଆଇନ,ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜ୍ଵଳନ ପୂର୍ବକ ସମ୍ମିଳନୀକୁ ଉଦଘାଟନ କରିଥିଲେ l ଏହି ଅବସରରେ ଲିଗlଲ୍ ସେଲ୍ ର ଲୋଗୋ ଉନ୍ମୋଚିତ ହୋଇଥିଲା l ଅନ୍ୟତମ

ଅତିଥି ଭାବରେ ଓଡ଼ିଶା ରାଜ୍ଯ ଆଇନ କମିଶନର ସଦସ୍ୟ ସୌର ଚନ୍ଦ୍ର ମହାପାତ୍ର, ଓଡିଶା ହାଇକୋର୍ଟର ଡେପୁଟି ସଲିସିଟର ଜେନେରାଲ ପ୍ରସନ୍ନ କୁମାର, ଭାରତୀୟ ମଜଦୁର ସଂଘର ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ପଣ୍ଡା, ଭାରତୀୟ ମଜଦୁର ସଂଘ, ଲିଗାଲ ସେଲ୍ ର ରାଜ୍ୟ ସଂଯୋଜକ ରମାକାନ୍ତ ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ l ଏହି ଅବସରରେ ବି. ଏମ୍. ଏସ୍  ଷ୍ଟେଟ୍ ଲିଗlଲ ସେଲ୍ ବଲାଙ୍ଗୀର ଶାଖାର ଅଧ୍ୟକ୍ଷ  ଆଇନଜୀବୀ ବାଳକୃଷ୍ଣ ଷଡଙ୍ଗୀଙ୍କୁ ରାଜ୍ଯ ସମ୍ପାଦକ ଭାବେ ମନୋନୀତ  କରାଯାଇଛି l ଠିକ୍ ସେହିପରି

ଅଶୋକ ରାଉତ  ଲିଗlଲ ସେଲ୍ ବଲାଙ୍ଗୀର ଶାଖାର ଉପସଭାପତି, କରୁଣାକର ଷଡଙ୍ଗୀ ସାଧାରଣ ସମ୍ପାଦକ, ନରେନ୍ଦ୍ର ବେହେରା କୋଷାଧକ୍ଷ ଭାବେ ମନୋନୀତ ହୋଇଛନ୍ତି l ଏହି ସମ୍ମିଳନୀରେ ବଲାଙ୍ଗୀରରୁ ହିମାଂଶୁ ନାଏକ, ମନୋରଞ୍ଜନ ପୃଷେଠ୍, ସଂଜୀବ ନାଏକ, ମଞ୍ଜୁଶ୍ରୀ ଭୋଇ ଓ ସ୍ମିତାଞ୍ଜଳି ମିଶ୍ର ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like