-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||      *ନିସହାୟ ଧନୁ ବରିହାଙ୍କ ଘରେ ପହଞ୍ଚିଲେ ଜିଲ୍ଲାପାଳ*   (11-Apr-2026)       ||      ଭିତ୍ତିଭୂମୀ ନିର୍ମାଣରେ ଇତିହାସ ରଚିଲା ଓଡିଶା,୧୭ଟି ପ୍ରକଲ୍ପକୁ ବିଶ୍ୱକର୍ମା ପୁରସ୍କାର, ବଲାଙ୍ଗୀରର କ୍ୟାନସର ହସପିଟାଲ ଓ ଲୋୟର ସୁକତେଲ ପ୍ରକଲ୍ପ ପୁରସ୍କୃତ   (11-Apr-2026)       ||      ଦାଦନ ଖଟିବାକୁ ଯାଇଥିବା ଯୁବକର ମୃତଦେହ ଘରକୁ ଫେରିଲା   (11-Apr-2026)       ||      ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଗୋଷ୍ଠୀଗତ ବିବାହ ପାଇଁ ପ୍ରସ୍ତୁତି ବୈଠକ   (11-Apr-2026)       ||      *ବିଶ୍ଵ ହୋମିଓପ୍ୟାଥିକ ଦିବସ ପାଳିତ* *(ଡାକ୍ତର ସି.ଫେଡ୍ରିକ୍.ସାମୁଏଲ୍ ହ୍ୟାନିମାନ୍ ଙ୍କ ୨୭୨ ତମ ଜୟନ୍ତୀ ପାଳିତ)*   (11-Apr-2026)       ||     

HOME   ଜିଲ୍ଲା

ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୨ ତମ ବାର୍ଷିକ ଉତ୍ସବ

09-Feb-2025



ବଲାଙ୍ଗୀର/ବଙ୍ଗୋମୁଣ୍ଡା(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସର ରେ ଆଜି ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘର ୧୨ ତମ ବାର୍ଷିକ ଉତ୍ସବ ସମାରୋହ  ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଥମେ ବଙ୍ଗୋମୁଣ୍ଡା ଗାଁ ର ଅଧିଷ୍ଠାତ୍ରୀ ଦେବୀ ମାଁ ଦ୍ୱାରସେନିଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ଆୟୋଜିତ ସାଧାରଣ ସଭାରେ  ସଂଘର ସଭାପତି ରଶ୍ମିରଞ୍ଜନ ପୁଟେଲଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ବଙ୍ଗୋମୁଣ୍ଡା ବ୍ଲକ ସରପଞ୍ଚ ସଂଘ ସଭାପତି ଅଜିତ କୁମାର ଯୋଶୀ, ମୁଖ୍ୟବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ତଥା ସ୍ତମ୍ଭକାର ରାଜିବ ସଗରିଆ, ସମ୍ମାନୀୟ ଅତିଥି ବ୍ଲକ ଉପାଧ୍ୟକ୍ଷ କେଶବ ନାରାୟଣ ଜୈନ, ସାମାଜିକ କର୍ମୀ ସୁରଥ ବେହେରା, ସଂଘର ସାଧାରଣ ସମ୍ପାଦକ ହୁଲେଶ୍ୱର ହଂସ, ଲୋକଶକ୍ତି ଅନୁଷ୍ଠାନ ର ନିର୍ଦ୍ଦେଶକ ଅଜିତ ପ୍ରଧାନ, ସଂଘ ର ଉପଦେଷ୍ଟା ଅର୍ଧେନ୍ଦୁ ଯାଦବ, ସଂଘ ର ଉପ ସଭାପତି ସୁଶାନ୍ତ ବେହେରା,ଅନିଲ ତ୍ରିପାଠୀ, ସାମ୍ବାଦିକ ପୁଷ୍ପକେତୁ ବେହେରା, ନାରାୟଣ ମିଶ୍ର, ଆଇନଜୀବୀ ଉଦ୍ଧବ ବେହେରା ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ସାମ୍ବାଦିକ ମାନଙ୍କ ସୁରକ୍ଷା,ସମ୍ମାନ, ପେନସନ ପ୍ରଦାନ ପାଇଁ ଅତିଥି ମାନେ ଦାବି କରିଥିଲେ । ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ବିଭିନ୍ନ କାର୍ଯ୍ୟକ୍ରମକୁ ଅତିଥି ମାନେ ପ୍ରଶଂଶା କରିଥିଲେ। ସାମ୍ବାଦିକ ମାନେ ଗ୍ରାଉଣ୍ଡ ଜିରୋ କୁ ଯାଇ ସାଧାରଣ ଲୋକଙ୍କ ସମସ୍ୟାକୁ

ପ୍ରଶାସନ ଓ ସରକାର ଙ୍କ ଠାରେ ଖବର ମାଧ୍ୟମରେ  ପହଂଚାଇବା ପାଇଁ ଅତିଥି ମାନେ ଆହ୍ୱାନ କରିଥିଲେ ।  ସଂଘ ର ସାଧାରଣ ସମ୍ପାଦକ ହୁଲେଶ୍ୱର ହଂସ ସମ୍ପାଦକୀୟ  ବିବରଣୀ ପ୍ରଦାନ କରିଥିଲେ । ସଂଘ ପକ୍ଷରୁ  ଅତିଥି ମାନଙ୍କୁ ସ୍ମୃତିଫଳକ ଓ ଚାରା ପ୍ରଦାନ କରାଯାଇଥିଲା । କାର୍ଯ୍ୟକାରୀ ସଭାପତି ଅଶୋକ ନାରାୟଣ ଭୋଇ ସଭା ସଂଯୋଜନା କରିଥିବା ବେଲେ ଉପସଭାପତି ସୁଶାନ୍ତ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।
ଏଥିରେ  ଉପଦେଷ୍ଟା ଅଶୋକ କୁମାର ଖମାରି,ସହ ସମ୍ପାଦକ ଦିନେଶ ଜୈନ, ସୁଶାନ୍ତ ଥନାପତି, ରାଧେଶ୍ୟାମ ମେହେର, ନିତ୍ୟାନନ୍ଦ ପୃଷେଠ,ସ୍ୱେଚ୍ଛାସେବୀ ଭକ୍ତବନ୍ଧୁ ସାହୁ, ପ୍ରଭୁଲାଲ ବେହେରା, ବୈଷ୍ଣବ ଯାନୀ, ଟେକାଚନ୍ଦ୍ର ନାଗ,ବଂଶୀଧର ବେହେରା ପ୍ରମୁଖ ସହଯୋଗ କରିଥିଲେ । ଏଥିରେ ବିଭିନ୍ନ ସଂଗଠନ ର କର୍ମକର୍ତ୍ତା ମାନେ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026
  ଜିଲ୍ଲା  
*ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   12-Apr-2026
  ଜିଲ୍ଲା  
ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   12-Apr-2026
  ଜିଲ୍ଲା  
ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   12-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   12-Apr-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   12-Apr-2026

You Might Also Like