-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   (13-Apr-2026)       ||      *ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||     

HOME   ଜିଲ୍ଲା

ଶିକ୍ଷୟିତ୍ରୀ ଅନୁସୁୟା ଦେବତା ପାଇଲେ ବଣମଲ୍ଲୀ ଶିକ୍ଷା ଗୌରବ ସମ୍ମାନ

09-Feb-2025



ଅତାବିରା(ଆକାଶ ମିଶ୍ର): ଆଜି ସୁଦୂର ବାଲେଶ୍ଵର ଜିଲ୍ଲା ବେତନଟୀ ବ୍ଲକର ବାଲେଶ୍ଵର ସୀମାନ୍ତରେ ଥିବା ଭଗବାନପୁର ଗ୍ରାମର  ମହାପାତ୍ର ବୈଠକ ବଙ୍ଗଳାରେ ବଣମଲ୍ଲୀ ସାହିତ୍ଯ ପରିଷଦର ସପ୍ତମ ବାର୍ଷିକ ଉତ୍ସବ ଓ ସାରସ୍ଵତ ସମାରୋହ ତଥା କବିତା ପାଠୋତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ବରଗଡ ଜିଲ୍ଲା ଅତାବିରା ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ,ଟୋପ ର ବିଜ୍ଞାନ  ଶିକ୍ଷୟିତ୍ରୀ , ପ୍ରକୃତ ବନ୍ଧୁ , ସମାଜସେବୀ ତଥା କବୟିତ୍ରୀ ଅନୁସୂୟା ଦେବତାଙ୍କୁ ବଣମଲ୍ଲୀ  ଶିକ୍ଷା ଗୌରବ ସମ୍ମାନ ରେ ସମ୍ବର୍ଦ୍ଧିତ  କରା ଯାଇଥିଲା । ନିଜର କାର୍ଯ୍ୟଦକ୍ଷତା, ସାମାଜିକ ପ୍ରତିବଦ୍ଧତା,ଛାତ୍ର ଛାତ୍ରୀଙ୍କ ପ୍ରତି ସ୍ନେହ ପ୍ରବଣତା, ପ୍ରକୃତି ପ୍ରେମୀ ତଥା ସମାଜ

ସେବା ମୂଳକ ବିଭିନ୍ନ କ୍ଷେତ୍ରରେ  ପାରଦର୍ଶିତା  ଯୋଗୁଁ ସେ ବିଭିନ୍ନ  ସରକାରୀ ତଥା ବେସରକାରୀ  ଅନୁଷ୍ଠାନ ରୁ ପୁରସ୍କୃତ  ହୋଇଛନ୍ତି।ତାଙ୍କର ଏହି ସମସ୍ତ ପ୍ରତିଭାକୁ ସମ୍ମାନ ଜଣାଇ ବାଲେଶ୍ଵର ଜିଲ୍ଲାର ଦ୍ଵିତୀୟ ସର୍ବ ପୁରାତନ ସାହିତ୍ୟ ଅନୁଷ୍ଠାନ ବଣମଲ୍ଲୀ ସାହିତ୍ୟ ସଂସଦ ପକ୍ଷରୁ ତାଙ୍କୁ ଶିକ୍ଷା ଗୌରବ ସମ୍ମାନ ପ୍ରଦାନ କରାଯାଇଛି। ଏହି  କାର୍ଯ୍ୟକ୍ରମରେ  ନୀଳମଣି ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ତପନ କୁମାର ବେହେରା ଙ୍କ ସଭାପତିତ୍ବରେ ଉଦ୍ଘାଟକ ସମାଜସେବୀ ଭଗବାନ ମହାପାତ୍ର,ମୁଖ୍ଯ ଅତିଥି କଥାକାର ସରୋଜିନୀ ରଥ, ମୁଖ୍ୟବକ୍ତା ଡ଼ଃ କାଳୀପଦ ପଣ୍ଡା, ସମ୍ମାନିତ ଅତିଥି ଉଦଳା ଏନ୍ଏ ସିର ଅଧ୍ଯକ୍ଷା ଶ୍ରୀମତୀ ପ୍ରମିଳା ପଣ୍ଡା, ସମୀକ୍ଷକ ଡ଼ଃ ପ୍ରଦୀପ୍ତ କୁମାର ମିଶ୍ର,ସମ୍ମାନିତ ଅତିଥି ସମୟଚକ୍ର ର ସମ୍ପାଦକ ସର୍ବେଶ୍ଵର ଜେନା, ସଭାପତି ପ୍ରଭାତ କୁମାର ଆଚାର୍ଯ୍ୟ ପ୍ରମୁଖ  ମଞ୍ଚାସିନ ରହିଥିଲେ। ସାହିତ୍ୟ ଜାତୀୟ ଜୀବନର ପ୍ରତିଚ୍ଛବି,ଏକ ସମୟଖଣ୍ଡର ସତ୍ଯଶୀଳ ଇତିହାସକୁ ଚିତ୍ରଣ କରି ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ସହ ସଂଯୋଗୀକରଣ କାର୍ଯ୍ଯ କରିଥାଏ ବୋଲି ମଞ୍ଚାସିନ ଅତିଥି ମାନେ ମତବ୍ୟକ୍ତ କରିଥିଲେ। ଏହି ଅବସରରେ ବାର୍ଷିକ ମୁଖପତ୍ର "ବଣମଲ୍ଲୀର ମହକ"ଲୋକାର୍ପଣ କରାଯିବା ସହ ଅନୁଷ୍ଠାନର ସଭାପତି ପ୍ରଭାତ କୁମାର ଆଚାର୍ଯ୍ୟଙ୍କ ଲିଖିତ ସୁବର୍ଣ୍ଣଶ୍ରୀ ପ୍ରକାଶିନୀ ଦ୍ଵାରା ପ୍ରକାଶିତ "ଆସ ଥରେ ବୁଲିଯିବା"କବିତା ଗ୍ରନ୍ଥ ଉନ୍ମୋଚନ ହୋଇଥିଲା।କବି ମଧୁସୂଦନ ମିଶ୍ର, ଡ଼ଃ ତାନଶ୍ରୀ ପାଣିଗ୍ରାହୀଙ୍କ କବିତା ସଂଯୋଜନାରେ ୭୦ ରୁ ଅଧିକ କବି କବିତା ପାଠ କରିଥିଲେ। ସମ୍ପାଦକୀୟ ବିବରଣୀ ହିମାଂଶୁ ଶେଖର ଜେନା ପାଠ କରିଥିଲେ। ସ୍ଵାଗତ ନୃତ୍ୟ ସୁହାନୀ ସାଇ ଜେନା ଓ ସ୍ଵାଗତ ସଙ୍ଗୀତ ଦିବ୍ଯାଙ୍ଶୀ ଜେନା ଗାନ କରିଥିଲେ।ବିଭିନ୍ନ କ୍ଷେତ୍ରରେ ପ୍ରତିଭା ଧାରୀ ମାନଙ୍କୁ ସମ୍ବର୍ଦ୍ଧନା କରାଯାଇଥିଲା। ଏହି ସାରସ୍ଵତ ଉତ୍ସବରେ ଓଡିଶାର ବିଭିନ୍ନ ଜିଲ୍ଲା   ତଥା ପଶ୍ଚିମ ବଙ୍ଗ ରୁ କବି ଓ ଲେଖକ ଗଣ ଯୋଗଦେଇ ସମ୍ପୂର୍ଣ୍ଣ ଗ୍ରାମ୍ୟ ପରିବେଶରେ,ବନ୍ଧୁମିଳନ  ସହ ସାହିତ୍ୟ ଆଲୋଚନାର ଖୁବ୍ ଆନନ୍ଦ ଅନୁଭବ କରିଥିଲେ।ଶେଷରେ ସହ ସମ୍ପାଦିକା କବିତା ଦାସ ଧନ୍ୟବାଦ ଅର୍ପଣ କରିଥିଲେ।ଏହି ଖବର ପାଇ ଜିଲ୍ଲା ତଥା ବିଭିନ୍ନ ଜିଲ୍ଲାର ର  ଶିକ୍ଷକ ଶିକ୍ଷୟିତ୍ରୀ ତଥା ସାରସ୍ବତ ସ୍ରଷ୍ଟା ମାନେ ଶ୍ରୀମତୀ ଦେବତାଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   13-Apr-2026
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026

You Might Also Like