-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||     

HOME   ଜିଲ୍ଲା

ଗନ୍ଧମାର୍ଦ୍ଦନ ତୀର୍ଥକ୍ଷେତ୍ର ପରିଦର୍ଶନ ପାଇଁ ସ୍ବରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ସାହାଙ୍କୁ ନିମନ୍ତ୍ରଣ କଲେ ବରଗଡ ସାଂସଦ

10-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ଆଜି ପାର୍ଲାମେଣ୍ଟ ଭବନରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ସାହା ଙ୍କୁ ସାକ୍ଷାତ କରି ବରଗଡ ଲୋକସଭା କ୍ଷେତ୍ର ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପୀଠକୁ ପରିଦର୍ଶନରେ ଆସିବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଆମନ୍ତ୍ରଣ କରିଥିବା ସୂଚନା ମିଳିଛି । ଆଜି ଦିନ ୧୨ଟା ୪୦ ମିନିଟରେ ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ପାର୍ଲାମେଣ୍ଟ ଭବନରେ ସ୍ବରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ସାହାଙ୍କୁ ବରଗଡ ଲୋକସଭା ସଦସ୍ଯ ଶ୍ରୀ ପୁରୋହିତ ସାକ୍ଷାତ କରିବା ସହ ୨ଟି ଗୁରୁତ୍ୱପୂର୍ଣ୍ଣ ବିଷୟ ପ୍ରତି ତାଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଆଲୋଚନା କରିଥିଲେ । ଓଡିଶାର ପଶ୍ଚିମାଞ୍ଚଳର ୧୧ଟି ଜିଲ୍ଲାର ଲୋକଙ୍କ ସମ୍ବଲପୁରୀ - କୋଶଲି ଭାଷା ମାତୃଭାଷା ହୋଇଥିବା ବେଳେ ଓ ଭାଷାର ଏକ ସମୃଦ୍ଧ ସାହିତ୍ୟ  ବ୍ଯାକରଣ ଥିବାରୁ ସମ୍ବଲପୁରୀ - କୋଶଲି ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଛେଦର ସାମିଲ କରିବା ଓ ପ୍ରାକୃତିକ,ଐତିହାସିକ ପୀଠ ଗନ୍ଧମାର୍ଦ୍ଦନ ପର୍ବତର ସୁରକ୍ଷା ସହ ଏହାକୁ ଜାତୀୟ ସଂପତ୍ତି ର ମାନ୍ଯତା ଦେବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଶ୍ରୀ ପୁରୋହିତ ଦାବୀପତ୍ର ମଧ୍ଯ ପ୍ରଦାନ କରିଥିଲେ । ସ୍ବରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ସାହା ଗନ୍ଧମାର୍ଦ୍ଦନ ଅଞ୍ଚଳ ପରିଦର୍ଶନରେ ଆସିବା ପାଇଁ ସହମତି ପ୍ରକାଶ କରିଥିବା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026

You Might Also Like