-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||     

HOME   ଜିଲ୍ଲା

ବୃତ୍ତି ପରୀକ୍ଷା ଫଳ ପ୍ରକାଶନରେ ବିଳମ୍ବ, ଅଭିଭାବକ ମହଲରେ ଅସନ୍ତୋଷ

10-Feb-2025



ଲୋଇସିଂହା, (ପ୍ରେରଣା ଖବର) ଶିକ୍ଷା ବିଭାଗ ତରଫରୁ ତୃତୀୟ ଓ ପଞ୍ଚମ ଶ୍ରେଣୀ ସରକାରୀ ବୃତ୍ତି ପରୀକ୍ଷା  ହେବାର ଦୁଇମାସ ବିତି ଯାଏଥିଲେ ମଧ୍ୟ ଲୋଇସିଂହା ବ୍ଲକରେ ଅଦ୍ୟାବଧି ତାହାର ଫଳାଫଳ ବାହାରି ନ ଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି l ୨୦୨୩-୨୪ ଶିକ୍ଷାବର୍ଷ ସକାଶେ ତୃତୀୟ ଶ୍ରେଣୀ ପାଇଁ ଗତ ଡିସେମ୍ବର ୭ ରେ ଓ ପଞ୍ଚମ ଶ୍ରେଣୀ ପାଇଁ ନଭେମ୍ବର ୨୫ ରେ ବଲାଙ୍ଗୀର ଜିଲ୍ଲାର ସମସ୍ତ ବ୍ଲକରେ  ପରୀକ୍ଷା ଆୟୋଜିତ ହୋଇଥିଲା । ତେବେ ଜିଲ୍ଲାର ଅନ୍ୟ ବ୍ଲକ ଗୁଡିକରେ ପରୀକ୍ଷା ଫଳ ପ୍ରକାଶ ହୋଇ ସାରିଥିଲେ ସୁଦ୍ଧା ଲୋଇସିଂହା ବ୍ଲକରେ ଅଦ୍ୟାବଧି ତାହା ହୋଇପାରି ନାହିଁ । ପରୀକ୍ଷା ହେବାର ଦୁଇମାସ ବିତି ଯାଇଥିବା ବେଳେ ଫଳ ଘୋଷଣା ପାଇଁ ସମସ୍ତ ପ୍ରକ୍ରିୟା ସରି ଯାଇଥିଲେ ହେଁ କୌଣସି ଏକ ଅହେତୁକ କାରଣ ପାଇଁ ଫଳ ପ୍ରକାଶନରେ କର୍ତ୍ତୃପକ୍ଷ ବିଳମ୍ବ କରୁଛନ୍ତି, ତାହା ବୁଝାପଡୁ ନାହିଁ । ବିଭିନ୍ନ ବାହାନା ଦେଖାଇ କର୍ତ୍ତୃପକ୍ଷ ଫଳ ପ୍ରକାଶନରେ ବିଳମ୍ବ କରୁଥିବାରୁ ତାହାର ସ୍ୱଚ୍ଛତା ଓ ନିରପେକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇବା ସହିତ ପରୀକ୍ଷା ଫଳ ଶିଘ୍ର ଘୋଷଣା କରିବାକୁ ଦାବି ହୋଇଛି । ଲୋଇସିଂହା ବିଇଓ ରୀନାକୁମାରୀ ବେହେରାଙ୍କୁ ଏ ବାବଦରେ ପଚାରିବାରେ ପ୍ରୋସେସରେ ଅଛି, ଶିଘ୍ର ପରୀକ୍ଷା ଫଳ ପ୍ରକାଶ ହେବ ବୋଲି ସୂଚନା ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026

You Might Also Like