-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||     

HOME   ଜିଲ୍ଲା

ସମନ୍ଵିତ ପ୍ରାଥମିକ ଶିକ୍ଷକ ଫୋରମ୍ ର ରାଜ୍ୟ ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ

10-Feb-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ପଶ୍ଚିମାଞ୍ଚଳ ଶିକ୍ଷକ ଫୋରମ୍ ଆନୁକୁଲ୍ୟରେ ଝାରସୁଗୁଡ଼ା ଜିଲ୍ଲାର ସ୍ବରୁପ୍ ଗାର୍ଡେନ ରେ ପ୍ରାଥମିକ ଶିକ୍ଷକ ମାନଙ୍କର ରାଜ୍ୟ ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ ରାମଲାଲ ପଟେଲ ଙ୍କ ସଭାପତିତ୍ବରେ ଓ ଲିଙ୍ଗରାଜ ବେହେରା ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା । ସର୍ବପ୍ରଥମେ ମାଁ ସମଲେଶ୍ଵରୀ ଙ୍କୁ ପୂଜାର୍ଚ୍ଚନା କରାଯାଇଥିଲା । ଏହି ବୈଠକରେ WOPTF,,OETA,OBETA,LEVEL A,MLE,GEETA,EX CADRE ସଂଗଠନ ର ସଭାପତି,ସମ୍ପାଦକ ତଥା ପ୍ରଥମ ଧାଡିର କର୍ମକର୍ତ୍ତା ମାନଙ୍କୁ ନେଇ ରାଜ୍ୟ ସରକାରଙ୍କୁ ୪୨୦୦ ଗ୍ରେଡ ପେ ଓ ୬ ଟି ନୋସନାଲ ଇନ କ୍ରିମେଣ୍ଟ ସହ ଚାକିରି କାଳକୁ ଗଣନା କରିବାପାଇଁ ଦାବି କରାଯାଇଥିଲା । ଯଦି ଏହି ଦାବୀ ଆସନ୍ତା ତା ୧୭/୦୨/୨୦୨୫ ମଧ୍ୟରେ ପୂରଣ ନ କଲେ ତା ୧୮/୦୨/୨୦୨୫ ରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଲୋୟର ପି ଏମ୍ ଜି  ଭୁବନେଶ୍ୱର ରେ ଲକ୍ଷାଧିକ ପ୍ରାଥମିକ ଶିକ୍ଷକ ଧାରଣା ରେ ବସି ରହିବେ ବୋଲି ପ୍ରସ୍ତାବ ଗୃହୀତ ହୋଇଥିଲା । ଏହି ସଭାରେ ଅଶୋକ ସାହୁ,ଲଳିନ୍ଦ୍ର ଗୋଖରା, ବା ନାଏକ, , ଶ୍ରୀକାନ୍ତ ବାରିକ ,ସ୍ବାଧିନ କୁମାର ସାହୁ, ଚକାନନ୍ଦ କମ୍ପ ସରତ ସୁନା, ମହେସ ସେଠୀ ରାମଲାଲ ପଟେଲ  ଲକ୍ଷ୍ମନ ପଟେଲ   ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026

You Might Also Like