-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଖେଳ

ଫ୍ରେଣ୍ଡସ କ୍ଳବ ପକ୍ଷରୁ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ କଦଳିପାଲି ବରଗଡ଼ ବିଜୟୀ: ସ୍ପୋର୍ଟ ହଷ୍ଟେଲ ବଲାଙ୍ଗିରକୁ ହରାଇ କଦଳୀପାଳି ବରଗଡ଼ ବିଜୟୀ

10-Feb-2025



ବଲାଙ୍ଗିର(ଦେବାଶିଷ ବହିଦାର): ବଲାଙ୍ଗିର  ସୁପରିଚିତ ଅନୁଷ୍ଠାନ ଫ୍ରେଣ୍ଡସ କ୍ଳବ ପକ୍ଷରୁ ଦ୍ଵିତୀୟ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ ସହର ସ୍ଥିତ ପୃଥ୍ୱୀରାଜ ହାଇସ୍କୁଲ ଖେଳ  ପଡିଆ ଠାରେ ଉଦଘାଟିତ ହୋଇଯାଇଛି l  ଅନୁଷ୍ଠାନର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ବରେ ମୁଖ୍ୟଅତିଥି ଭାବରେ ବଲାଙ୍ଗିର ପୌରପରିଷଦ ଅଧ୍ୟକ୍ଷା ଲିକା ସାହୁ, ସମ୍ମାନିତ ଅତିଥି ଭାବରେ ଉପଜିଲ୍ଲାପାଳ ଆଲୋକ ପଟେଲ ଉପସ୍ଥିତ ରହି ଆଜିର ଦ୍ଵିତୀୟ ରାଜ୍ୟସ୍ତରୀୟ ମ୍ୟାଚକୁ ଉଦଘାଟନ କରିଥିଲେ l ଅତିଥିମାନଙ୍କୁ ଅନୁଷ୍ଠାନରେ ସମ୍ପାଦକ ଜଗନ୍ନାଥ ମିଶ୍ର ଓ କୋଷାଧକ୍ଷ ରଞ୍ଜିତ ବେହେରା ଉପଢୌକନ ଦେଇ ସମ୍ମାନିତ କରିଥିଲେ l ଅନୁଷ୍ଠାନର କୋଡିନେଟର ମନୋଜ କୁମାର ମିଶ୍ର ଓ ମଧୁ ଵନଛୋର ଟିମ ମାନଙ୍କୁ କୋଡିନେଟ କରିଥିଲେ l ଆଜିର ପ୍ରଥମ ଦିନରରେ ପ୍ରସିଦ୍ଧ ଫୁଟବଲ ଖେଳାଳି ଡା. ସିଦ୍ଧେଶ୍ୱର ମିଶ୍ର ଓ ଜାତୀୟ ବ୍ୟାଟମିଟନ ଦିବ୍ୟମ କେଜ୍ରିୱାଲଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମାନୀତ କରାଯାଇଥିଲା l ମ୍ୟାଚ କମିଶନର ଭାବରେ ଶରତ କୁମାର ନନ୍ଦ ଦାୟିତ୍ୱ ତୁଲାଇ ଥିବା ବେଳେ ସଂଜୀବ ମହାରଣା, ସୁଦର୍ଶନ ସେଠ୍, ରାଜେନ୍ଦ୍ର ଧରୁଆ, ଦେବାଶିଷ ବାଗ ଓ ନର୍ସିଙ୍ଗ ସ୍ୱାମୀ ନାଇଡ଼ୁ ଖେଳକୁ ପରିଚଳନା କରିଥିଲେ l ପ୍ରଥମାର୍ଦ୍ଧ ଖେଳରେ କଦଳୀପାଲି ବରଗଡ଼ ଗୋଟେ ଗୋଲରେ ଆଗରେ ରହିଥିଲା l ଦ୍ବିୟାଦ୍ଧରେ ଖେଳରେ କଦଳୀପାଳି ଦଳ ପୁନଶ୍ଚ ଏକ ଗୋଲ ଦେଇ ଦଳକୁ ଦୁଇ ଶୂନରେ ଅଗ୍ରଣୀ କରାଇଥିଲେ l ଶେଷରେ କଦଳିପାଲି ଦଳ ଦୁଇ ଶୂନ ଗୋଲରେ ବିଜୟ ହାସଲ କରି ଥିଲା l ଆଜିକାର ଜଣେ ଭାଗ୍ୟଶାଳୀ ଦର୍ଶକ ବବି ଚନ୍ଦନ ଲଟେରୀ କୂପନ ଦ୍ୱାରା ଏକ ହାତ ଘଣ୍ଟା ପୁରସ୍କାର ପାଇଥିଲେ l ପବିତ୍ର ଖୁଣ୍ଟିଆ, ପୂର୍ଣ୍ଣ ଚନ୍ଦ୍ର ତ୍ରିପାଠୀ, ଦେବେନ୍ଦ୍ର ପାତ୍ର, ଟିକୁ ପରିଚ୍ଛା, ଆକାଶ ମିଶ୍ର, ମନୋଜ ଦୀପ, ପ୍ରଦୀପ ସିଂହ, କିଶୋର ଦଣ୍ଡସେନା, ଲଷ୍ମୀ ନାରାୟଣ ସ୍ୱାଇଁ, ସମୁନାଥ ମିଶ୍ର, ଗୋବିନ୍ଦ ଶତପଥୀ, କମ୍ଭୁ ତ୍ରିପାଠୀ, ସୋନୁ ପଟ୍ଟନାୟକ, ମୁନା ପାଳ, ନିତ୍ୟା ପଧାନ, ରାମ ମିଶ୍ର, ଇନ୍ଦ୍ର ନନ୍ଦ, ପୃଥ୍ୱୀରାଜ ବରାଡ଼, ନିଶାର କାନ୍ତ ନାଗ, ରାଜୁ ସାହୁ, କିଶୋର ଜୁଏଡ଼, ସନତ ତ୍ରିପାଠୀ, ମଣ୍ଟୁ ମିଶ୍ର ପ୍ରମୁଖ ସହଯୋଗ କରିଥିଲେ l ଆସନ୍ତା କାଲି ମଙ୍ଗଳବାର ସ୍ପୋର୍ଟ ହଷ୍ଟେଲ ମୟୁରଭଞ୍ଜ ବନାମ ଦୋସ୍ତି ବ୍ରଦର୍ସ ସୁନ୍ଦରଗଡ଼ ମଧ୍ୟରେ ଖେଳ ହେବ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି l

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like