-+91-9937148622 |

prerana_bgr@rediffmail.com |

  Wednesday 12th November 2025 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ପୋଲିସ ସହିତ ଏ ବି ଭି ପି ବାଂଲାଦେଶୀ ପ୍ରବାସୀ ଯାଞ୍ଚ ବିଷୟରେ ଆଲୋଚନା    (12-Nov-2025)       ||      ଝଲପ ପଲ୍ଲୀ ପ୍ରଗତି ପାଠାଗାରର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ   (11-Nov-2025)       ||      କଣ୍ଟାବାଞ୍ଜି ପୋଲିସ ପକ୍ଷରୁ ୭ ଜଣ ଦାଦନ ଶ୍ରମିକ ଉଦ୍ଧାର    (11-Nov-2025)       ||      ସରକାରୀ ବାଳିକା ବିଦ୍ୟାଳୟରେ ଭ୍ରାମ୍ୟମାଣ ବିଜ୍ଞାନ ପ୍ରଦର୍ଶନୀ    (11-Nov-2025)       ||      ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ -୨ ର ସମୀକ୍ଷା ବୈଠକ   (11-Nov-2025)       ||      ଜେଏସ୍‌ଏମ୍ କଲେଜ ପକ୍ଷରୁ ଜାତୀୟ ଶିକ୍ଷା ଦିବସ ପାଳିତ   (11-Nov-2025)       ||      *ସୋନପୁର ବ୍ଲକ୍ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ*   (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କୃଷ୍ଣ-ବଲରାମଙ୍କୁ ପଞ୍ଚବିଦ୍ୟା ପ୍ରଦାନ   (11-Nov-2025)       ||      ଅବସରପ୍ରାପ୍ତ ଶିକ୍ଷକ ବୁଧୁରାମଙ୍କ ପରଲୋକ   (11-Nov-2025)       ||      ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା   (11-Nov-2025)       ||      ବିଦ୍ୟୁତ ସୁରକ୍ଷା” ସମ୍ବନ୍ଧରେ ବିଶେଷତା ଏବଂ ଗୁଣବତ୍ତା ସମ୍ପର୍କିତ ତାଲିମ୍”   (11-Nov-2025)       ||      ବୁରୋମୁଣ୍ଡା ଅଲ ଇଣ୍ଡିଆ କ୍ରିକେଟ ଖେଳ - 2025 ର ଆଲୋଚନା ଓ ପ୍ରସ୍ତୁତି ବୈଠକ   (11-Nov-2025)       ||      ନୂଆପଡା ଉପନିର୍ବାଚନରେ ଦ୍ଵିତୀୟ ପ୍ରିଜାଇଡିଂ ଅଫିସର୍ ନିଲମ୍ବିତ l   (11-Nov-2025)       ||      ନୂଆପଡ଼ାରେ ଜୋରସୋର ମତଦାନ   (11-Nov-2025)       ||      ପ୍ରିଯାଇଡିଂ ଅଫିସର ନିଲମ୍ବିତ,   (11-Nov-2025)       ||      ୧କୋଟି ୩୮ଲକ୍ଷ ୯୪ ହଜାର ୩୫୬ଟଙ୍କା ମୂଲ୍ୟର ଅବକାରୀ ସାମଗ୍ରୀ , ୧୧ ବାଇକ୍ ,ଏକ ତିନି ଚକିଆ ଓ ଏକ ଚାରିଚକିଆ ଯାନ ଜବତ    (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କାରାଗୃହରେ କୃଷ୍ଣ ଜନ୍ମ   (11-Nov-2025)       ||      ‘କୋଶଳ ପ୍ରବାହ’ ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (11-Nov-2025)       ||      ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କାରାଗୃହରେ କୃଷ୍ଣ ଜନ୍ମ   (11-Nov-2025)       ||      ଓଡ଼ିଶା ଆଦିବାସୀ କଲ୍ୟାଣ ମହାସଂଘରୁ ବାଳକୃଷ୍ଣ ଶବରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର   (11-Nov-2025)       ||     

HOME   ଜିଲ୍ଲା

ମାନସିକ ବିକୃତି ଅସହାୟଙ୍କ ପାଇଁ ଦେବଦୂତ ସାଜିଲେ ସମାଜସେବୀ

14-Jan-2021



ପାଟଣାଗଡ଼ (ଗୋରେଖନାଥ ବରିହା) ଖପ୍ରାଖୋଲ ବ୍ଳକ ମାଟିଆଭଟା ଅଞ୍ଚଳରେ ଜଣେ ମାନସିକ ବିକୃତି ଅସହାୟ ବୁଲାଲି ଦୀର୍ଘ ଦିନ ଧରି ଭୋକ ଉପାସରେ ବୁଲୁଥିବା ଦେଖିବାକୁ ମିଳିଛି । ମାନସିକ ବିକୃତି ମସ୍ତିଷ୍କ ବ୍ୟକ୍ତି ଜଣକ ମାଟିଆଭଟା  ଗ୍ରାମ ରେ  ଗଛ ତଲେ କାହାର ଛାତ ତଲେ ରହି ଥିବା ବେଳେ ସ୍ଥାନୀୟ ସ୍ବେଚ୍ଛାସେବୀ ତଥା ସାମ୍ବାଦିକ ଚିତ୍ତରଞ୍ଜନ ଜ୍ୟୋତିଷ ତାଙ୍କ ଦେଖି ପଚାରି ବୁଝିଥିଲେ । ସେତେବେଳେ ତାଂକୁ ବହୁତ ଥଣ୍ଡା ଜ୍ଜର ହେଉଥିଲା । ସାମ୍ବାଦିକ ଜ୍ୟୋତିଷ ତୁରନ୍ତ ତାଙ୍କୁ ଡାକ୍ତର ଦେଖାଇ ଚିକିତ୍ସା କରାଇଥିଲେ । ତାଙ୍କୁ ସ୍ଥାନୀୟ କ୍ଳବ ଘରେ ଆଶ୍ରୟ ଦେଇ ଖାଇବା ପିଇବା ବ୍ୟବସ୍ଥା କରିଥିବା ଜଣାପଡିଛି । ଅଜଣା ବ୍ୟକ୍ତି ଜଣକ ଭବାନୀପାଟଣା ର ଯୋରପଡା ଘର ବୋଲି। କହୁଥିବା ବେଳେ ତାଙ୍କ ନାମ କହୁନାହାନ୍ତି। ସାମ୍ବାଦିକ ଜଣକ ଏପରି ମହତ୍ କାର୍ଯ୍ୟ ପାଇଁ ଅଞ୍ଚଳରେ ବେଶ ପ୍ରଶଂସନୀୟ ହେଇଛି ।।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ପୋଲିସ ସହିତ ଏ ବି ଭି ପି ବାଂଲାଦେଶୀ ପ୍ରବାସୀ ଯାଞ୍ଚ ବିଷୟରେ ଆଲୋଚନା    12-Nov-2025
  ଜିଲ୍ଲା  
ଝଲପ ପଲ୍ଲୀ ପ୍ରଗତି ପାଠାଗାରର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ   11-Nov-2025
  ଜିଲ୍ଲା  
କଣ୍ଟାବାଞ୍ଜି ପୋଲିସ ପକ୍ଷରୁ ୭ ଜଣ ଦାଦନ ଶ୍ରମିକ ଉଦ୍ଧାର    11-Nov-2025
  ଜିଲ୍ଲା  
ସରକାରୀ ବାଳିକା ବିଦ୍ୟାଳୟରେ ଭ୍ରାମ୍ୟମାଣ ବିଜ୍ଞାନ ପ୍ରଦର୍ଶନୀ   11-Nov-2025
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ବିଭାଗ ପକ୍ଷରୁ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ -୨ ର ସମୀକ୍ଷା ବୈଠକ   11-Nov-2025
  ଜିଲ୍ଲା  
ଜେଏସ୍‌ଏମ୍ କଲେଜ ପକ୍ଷରୁ ଜାତୀୟ ଶିକ୍ଷା ଦିବସ ପାଳିତ   11-Nov-2025
  ଜିଲ୍ଲା  
*ସୋନପୁର ବ୍ଲକ୍ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଅନୁଷ୍ଠିତ*   11-Nov-2025
  ଜିଲ୍ଲା  
ବିନିକା ଗୋକୁଳାଷ୍ଟମୀ ମହୋତ୍ସବ,କୃଷ୍ଣ-ବଲରାମଙ୍କୁ ପଞ୍ଚବିଦ୍ୟା ପ୍ରଦାନ   11-Nov-2025
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷକ ବୁଧୁରାମଙ୍କ ପରଲୋକ   11-Nov-2025
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା   11-Nov-2025
  ଜିଲ୍ଲା  
ବିଦ୍ୟୁତ ସୁରକ୍ଷା” ସମ୍ବନ୍ଧରେ ବିଶେଷତା ଏବଂ ଗୁଣବତ୍ତା ସମ୍ପର୍କିତ ତାଲିମ୍”   11-Nov-2025
  ଜିଲ୍ଲା  
ବୁରୋମୁଣ୍ଡା ଅଲ ଇଣ୍ଡିଆ କ୍ରିକେଟ ଖେଳ - 2025 ର ଆଲୋଚନା ଓ ପ୍ରସ୍ତୁତି ବୈଠକ   11-Nov-2025

You Might Also Like