-+91-9937148622 |

prerana_bgr@rediffmail.com |

  Friday 6th December 2024 |

| | | |

R.N.I. Regd No. ODIODI/2010/46693

Breaking News

ପୁସ୍ତକ ମେଳାରେ ତପସ୍ଵିନୀ ପରିବାର ତରଫରୁ ଆଲୋଚନାଚକ୍ର   (06-Dec-2024)       ||      ଅତାବିରା ମହାବିଦ୍ୟାଳୟ ରେ ମହିଳା ଆତ୍ମ ସୁରକ୍ଷା ତାଲିମ ଶିବିର   (06-Dec-2024)       ||      ରେଳ ଲାଇନ୍ ରେ କଟି ମହିଳାଙ୍କ ଆତ୍ମହତ୍ୟା   (06-Dec-2024)       ||      ହିନ୍ଦୁ ସୁରକ୍ଷା ମଞ୍ଚ ତରଫରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ   (06-Dec-2024)       ||      ରେଢ଼ାଖୋଲ ଥାନା ଅଞ୍ଚଳରେ ନିଶା ବଟିକା ଖୁଆଇ ଯୁବତୀଙ୍କୁ ଦୁଷ୍କର୍ମ , ବୈଷ୍ଣୋବ ଝୁଲି ଆଶ୍ରମର ବାବା ପ୍ରଫୁଲ୍ଲ ମହଲା ଗିରଫ   (06-Dec-2024)       ||      ପାରମ୍ପରିକ ରୀତି ନୀତି ରେ ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମଣ୍ଡେଇ ୨୦୨୪ ସାଂସ୍କୃତିକ ଶୋଭାଯାତ୍ରା   (06-Dec-2024)       ||      ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ   (06-Dec-2024)       ||      କେନଝରିଆପାଲିରେ କୁରାଳ ସାମାଜର ବାର୍ଷିକ ମହୋତ୍ସବ   (06-Dec-2024)       ||      ବୀରମହାରାଜପୁର ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ - ବିଶେଷ ଆକର୍ଷଣ ମିନାବଜାର ଓ ସମ୍ବଲପୁରୀ ମେଲୋଡି   (06-Dec-2024)       ||      କମିରାଛକ ରେ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ   (06-Dec-2024)       ||      ହଳଦୀପଦର ଗ୍ରାମରେ ରେ ବିଷପିଇ ମହିଳା ଙ୍କ ଆତ୍ମହତ୍ୟା   (06-Dec-2024)       ||      ନବରଙ୍ଗପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ଚାଷୀ ପ୍ରତିନିଧି ବୈଠକ   (06-Dec-2024)       ||      ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୬୬ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳନ   (06-Dec-2024)       ||      ପିପି ଏକାଡେମୀ ହୀରକ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା    (06-Dec-2024)       ||      ବଲାଙ୍ଗୀର: ରେଲ ଧାରଣାରୁ ଅଜଣା ମହିଳାଙ୍କ ଶବ ଉଦ୍ଧାର   (06-Dec-2024)       ||      ଷୋହଳ ପ୍ରହରୀ ନମାଯଜ୍ଞ ସମାପନ/ ପୂର୍ଣ୍ଣାହୁତି    (06-Dec-2024)       ||      ଚତୁର୍ଥ ଶ୍ରେଣୀ ଛାତ୍ରକୁ ଚପଲରେ ପିଟିଲେ ଶିକ୍ଷକ ; ମୁରିବାହାଲ ପୋଲିସର ତଦନ୍ତ ଆରମ୍ଭ   (06-Dec-2024)       ||      ସୋନପୁର ବ୍ଲକ ସ୍ତରୀୟ ସୁନେତ୍ର ବୈଠକ   (06-Dec-2024)       ||      ସୁବର୍ଣ୍ଣପୁର ଠାରେ ୬୨ ତମ ଗୃହ ରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ   (06-Dec-2024)       ||      ବିଶ୍ଵ ଦରବାରରେ ପରିଚିତ ଶଲାବୁଢାଙ୍କ ପ୍ରତିମୂର୍ତ୍ତି ଜନ୍ମ ମାଟି ବିନିକାରେ ନିର୍ମାଣ ହେବ କେବେ ?   (06-Dec-2024)       ||     

HOME   ଜିଲ୍ଲା

ମାନସିକ ବିକୃତି ଅସହାୟଙ୍କ ପାଇଁ ଦେବଦୂତ ସାଜିଲେ ସମାଜସେବୀ

14-Jan-2021



ପାଟଣାଗଡ଼ (ଗୋରେଖନାଥ ବରିହା) ଖପ୍ରାଖୋଲ ବ୍ଳକ ମାଟିଆଭଟା ଅଞ୍ଚଳରେ ଜଣେ ମାନସିକ ବିକୃତି ଅସହାୟ ବୁଲାଲି ଦୀର୍ଘ ଦିନ ଧରି ଭୋକ ଉପାସରେ ବୁଲୁଥିବା ଦେଖିବାକୁ ମିଳିଛି । ମାନସିକ ବିକୃତି ମସ୍ତିଷ୍କ ବ୍ୟକ୍ତି ଜଣକ ମାଟିଆଭଟା  ଗ୍ରାମ ରେ  ଗଛ ତଲେ କାହାର ଛାତ ତଲେ ରହି ଥିବା ବେଳେ ସ୍ଥାନୀୟ ସ୍ବେଚ୍ଛାସେବୀ ତଥା ସାମ୍ବାଦିକ ଚିତ୍ତରଞ୍ଜନ ଜ୍ୟୋତିଷ ତାଙ୍କ ଦେଖି ପଚାରି ବୁଝିଥିଲେ । ସେତେବେଳେ ତାଂକୁ ବହୁତ ଥଣ୍ଡା ଜ୍ଜର ହେଉଥିଲା । ସାମ୍ବାଦିକ ଜ୍ୟୋତିଷ ତୁରନ୍ତ ତାଙ୍କୁ ଡାକ୍ତର ଦେଖାଇ ଚିକିତ୍ସା କରାଇଥିଲେ । ତାଙ୍କୁ ସ୍ଥାନୀୟ କ୍ଳବ ଘରେ ଆଶ୍ରୟ ଦେଇ ଖାଇବା ପିଇବା ବ୍ୟବସ୍ଥା କରିଥିବା ଜଣାପଡିଛି । ଅଜଣା ବ୍ୟକ୍ତି ଜଣକ ଭବାନୀପାଟଣା ର ଯୋରପଡା ଘର ବୋଲି। କହୁଥିବା ବେଳେ ତାଙ୍କ ନାମ କହୁନାହାନ୍ତି। ସାମ୍ବାଦିକ ଜଣକ ଏପରି ମହତ୍ କାର୍ଯ୍ୟ ପାଇଁ ଅଞ୍ଚଳରେ ବେଶ ପ୍ରଶଂସନୀୟ ହେଇଛି ।।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁସ୍ତକ ମେଳାରେ ତପସ୍ଵିନୀ ପରିବାର ତରଫରୁ ଆଲୋଚନାଚକ୍ର   06-Dec-2024
ଅତାବିରା ମହାବିଦ୍ୟାଳୟ ରେ ମହିଳା ଆତ୍ମ ସୁରକ୍ଷା ତାଲିମ ଶିବିର   06-Dec-2024
  ଜିଲ୍ଲା  
ରେଳ ଲାଇନ୍ ରେ କଟି ମହିଳାଙ୍କ ଆତ୍ମହତ୍ୟା   06-Dec-2024
  ଜିଲ୍ଲା  
ହିନ୍ଦୁ ସୁରକ୍ଷା ମଞ୍ଚ ତରଫରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ   06-Dec-2024
  ଅପରାଧ  
ରେଢ଼ାଖୋଲ ଥାନା ଅଞ୍ଚଳରେ ନିଶା ବଟିକା ଖୁଆଇ ଯୁବତୀଙ୍କୁ ଦୁଷ୍କର୍ମ , ବୈଷ୍ଣୋବ ଝୁଲି ଆଶ୍ରମର ବାବା ପ୍ରଫୁଲ୍ଲ ମହଲା ଗିରଫ   06-Dec-2024
  ଜିଲ୍ଲା  
ପାରମ୍ପରିକ ରୀତି ନୀତି ରେ ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମଣ୍ଡେଇ ୨୦୨୪ ସାଂସ୍କୃତିକ ଶୋଭାଯାତ୍ରା   06-Dec-2024
  ଜିଲ୍ଲା  
ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ   06-Dec-2024
  ଜିଲ୍ଲା  
କେନଝରିଆପାଲିରେ କୁରାଳ ସାମାଜର ବାର୍ଷିକ ମହୋତ୍ସବ   06-Dec-2024
  ଜିଲ୍ଲା  
ବୀରମହାରାଜପୁର ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ - ବିଶେଷ ଆକର୍ଷଣ ମିନାବଜାର ଓ ସମ୍ବଲପୁରୀ ମେଲୋଡି   06-Dec-2024
  ଜିଲ୍ଲା  
କମିରାଛକ ରେ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ   06-Dec-2024
  ଜିଲ୍ଲା  
ହଳଦୀପଦର ଗ୍ରାମରେ ରେ ବିଷପିଇ ମହିଳା ଙ୍କ ଆତ୍ମହତ୍ୟା   06-Dec-2024
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ଚାଷୀ ପ୍ରତିନିଧି ବୈଠକ   06-Dec-2024

You Might Also Like