-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||     

HOME   ଜିଲ୍ଲା

ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଙ୍କ ପୁଣ୍ୟାତିଥିରେ ସମର୍ପଣ ଦିବସ ପାଳନ

13-Feb-2025



ଲୋଇସିଂହା, (ବିନୋଦ ଦୀପ) ଆଜି ଲୋଇସିଂହା ବ୍ଲକ ଝାରମୁଣ୍ଡା ଖେଳ ପଡିଆ ରେ ପୂର୍ବତନ ବିଜେପି ମଣ୍ଡଳ ସଭାପତି କିଶୋର ପଟେଲ ଙ୍କ ସଭାପତିତ୍ବ ରେ  ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଙ୍କ ପୁଣ୍ୟାତିଥିରେ ଅବସରରେ ସମର୍ପଣ ଦିବସ - 2025 ପାଳନ କରାଗଲା l ଉପସ୍ଥିତ ଜିଲ୍ଲା ଉପ ସଭାପତି ଲେକୃ ତ୍ରିପାଠୀ 34 ନ ଜୋନ ଜିଲ୍ଲା ପରିଷଦ କାର୍ଯ୍ୟକର୍ତ୍ତା ଆଗକୁ ବଢିବା  ସହ ସମସ୍ତେ ଏକଜୁଟ ହୋଇ ଭାରତୀୟ ଜନତା ପାର୍ଟି କାର୍ଯ୍ୟ ରେ ଲାଗିବା ତାହେଲେ ଆଗକୁ ଏହି ଦଳ ଉନ୍ନତ ର ହେବ l ସରକାର ଅଛି ଏଣୁ ସବୁ କାର୍ଯ୍ୟ ପଂଚାୟତ ସ୍ତରରେ ହେଉ କି ଗ୍ରାମ ସ୍ତରରେ କରି ପରିବା l ଉକ୍ତ ଦଳରେ ରାମ ବୋଲତେ ରହୋ ଆଗକୁ ବଢ଼ତେ ରହୋ l ଗ୍ରାମର ବିକାଶ ଆଗକୁ ଆହୁରି ଉନ୍ନତ୍ତର ହେଲେ ଓଡିଶା ଉନ୍ନତ ହେବ ତା ସହିତ ଭାରତ ମଧ୍ୟ ବିକଶିତ ହେବ l ସାଂସଦ ପ୍ରତିନିଧି ବାଳକୃଷ୍ଣ ଧରୁଆ ଦିନଦୟାଲ ଉପାଧ୍ୟାୟ ବିଜେପି ପାର୍ଟି କୁ ବଂଚେଇ ରଖିଛନ୍ତି l ସରକାର ଙ୍କ ବିକଶିତ ଗାଁ ବିକଶିତ ଓଡିଶା, ପଲ୍ଲିସଭା, ଗ୍ରାମସଭା, ସରକାର ଙ୍କ ସୁଭଦ୍ରା ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାକିଙ୍ଗ ଗୃହ, ମସରୁମ ଫାର୍ମ, ପିଆଜ ଘର ଏଭଳି ଅନେକ ଯୋଜନା ରହିଛି l ଏଗ୍ରିକଲଚର, ହର୍ଟିକଲଚାର, ଭେଟନାରୀ ସ୍କିମ ରୁ ଅନେକ ଗୁଡିଏ କାର୍ଯ୍ୟ କରିପାରିବା କହିଲେ l ଏହି ପରିପ୍ରେକ୍ଷୀରେ ଉପସ୍ଥିତ କର୍ମକର୍ତା କିଛି ଅର୍ଥରାଶି ଦିନଦୟାଲ ଙ୍କ ନାମରେ ଅର୍ପଣ କରିଥିଲେ l କାର୍ଯ୍ୟକ୍ରମ ରେ ଜିଲ୍ଲା ବିଜେପି ଯୁବମୋର୍ଚା ସଭାପତି ଅମରଜିତ ପଟେଲ, ଜିଲ୍ଲା ବିଜେପି ଉପ ସଭାପତି ଲେକୃ ତ୍ରିପାଠୀ, ଝାରମୁଣ୍ଡା ସରପଞ୍ଚ ଙ୍କ ପ୍ରତିନିଧି ଆନନ୍ଦ ମେହେର, ପୂର୍ବତନ କୃଷକମୋର୍ଚା ସଭାପତି ରଘୁନାଥ ସାହୁ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   28-Oct-2026
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026
  ଜିଲ୍ଲା  
*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   28-Oct-2026
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026

You Might Also Like