-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||     

HOME   ଜିଲ୍ଲା

ଲାଦର ପାଲି ସେବାଶ୍ରମ ସ୍କୁଲରେ ୭୭ ତମ ବାର୍ଷିକ ଉତ୍ସବ

15-Feb-2025



ଅତାବିରା(ଆକାଶ ମିଶ୍ର): ବରଗଡ ଜିଲ୍ଲା ଅତାବିରା ଏନ ଏ ସି ସ୍ଥିତ ଲାଦର ପାଲି ସେବାଶ୍ରମ ସ୍କୁଲର ୭୭ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ  ହୋଇଯାଇଛି ।ସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ ନମିତା ତ୍ରିପାଠୀଙ୍କ ଅଧ୍ୟକ୍ଷତା  ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ  ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଇପ୍ସିତା ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଅତାବିରା ବ୍ଲକ ସମ୍ପ୍ରସାରଣ ମଙ୍ଗଳ ଅଧିକାରୀ ଶୁଭମ୍ ମହାପାତ୍ର,ଲାଦର ପାଲି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହିମାଂଶୁ ଶେଖର ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବରେ  ମାଞ୍ଚାସିନ ଥିଲେ। ଅତିଥି ମାନଙ୍କ ଦ୍ଵାରା ଗଜାନନ,

ବାଗ ଦେବୀ ସରସ୍ଵତୀଙ୍କ ତୈଳ ଫଟୋ ଚିତ୍ରରେ ଧୂପ, ଦୀପ ପୁଷ୍ପମାଲ୍ୟ ଅର୍ପଣ ପରେ ଛାତ୍ରୀ ମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ଗାନ କରାଯାଇ ଥିଲା ।ଶିକ୍ଷକ ଗଣେଶ ମିରିଗ ଅତିଥି ପରିଚୟ ସହ ମଞ୍ଚ ପରିଚାଳନା କରିଥିଲେ । ଅତିଥି ମାନେ ନିଜ ନିଜ ଅଭିଭାଷଣରେ କଠିନ ପରିଶ୍ରମ,ଶୃଙ୍ଖଳିତ ଆଚରଣ ଛାତ୍ରୀ ଜୀବନରେ ସଫଳତା ଆଣିବା ପାଇଁ ଦିଗ ଦର୍ଶନ ଦେଇ ଥିଲେ ।ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହୋଇଥିବା ୭୦ରୁ ଉର୍ଦ୍ଧ୍ବ

ଛାତ୍ରୀ ମାନଙ୍କୁ ଟ୍ରଫି, ମାନପତ୍ର ରେ ପୁରସ୍କୃତ କରାଯାଇଥିଲା ।ଶିକ୍ଷୟତ୍ରୀ ତୁଳସୀ ପ୍ରଧାନଙ୍କ ନିର୍ଦ୍ଦେଶନାରେ ସଙ୍ଗୀତ ,ନୃତ୍ୟ ପରିବେଷଣ ହୋଇଥିଲା ।କାର୍ଯ୍ୟକ୍ରମକୁ ଶିକ୍ଷୟତ୍ରୀ ପିନୋ ଲିୟୋନା ଦାଶ,ଭୂମି ସୂତା ସାହୁ, ଆଶା ପ୍ରଧାନ,ସମସ୍ତ କର୍ମଚାରୀ,ପରିଚାଳନା କମିଟିର ସମସ୍ତ କର୍ମକର୍ତ୍ତା, ଅଭିଭାବକ/ଆଭିଭାବିକ। ଗ୍ରାମବାସୀ ସକ୍ରିୟ ସହଯୋଗ କରିଥିବା ବେଳେ ପ୍ରଧାନ  ଶିକ୍ଷୟତ୍ରୀ ଶ୍ରୀମତୀ ତ୍ରିପାଠୀ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026

You Might Also Like