-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା କିଶାନ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ବୈଠକ

14-Jan-2021



ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର)- ବଲାଙ୍ଗିର ଜିଲ୍ଲା କିଶାନ କଂଗ୍ରେସ ଅଧ୍ୟକ୍ଷ ସାନନ୍ଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ କଂଗ୍ରେସ ଭବନ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୃଷକ ମାରଣ ନୀତି ତଥା ପ୍ରଶାସନ ଓ ମିଲର୍ସ ମଧୁଚନ୍ଦ୍ରିକାର ପର୍ଦ୍ଦାଫାସ ଏବଂ ପ୍ୟାକ୍ସମାନଙ୍କରେ ୫ରୁ ୧୦ କେଜି ଧାନ କଟନି ଛଟନି ଓ ଟାର୍ଗେଟ ଥିଲେ ମଧ୍ୟ ବେପାରୀମାନଙ୍କୁ ପ୍ରୋତ୍ସାହନ ଓ ଚାଷୀମାନଙ୍କୁ ଲୁହଲୁହାନ କରୁଥିବା ସଂସ୍ଥାମାନଙ୍କର ବିରୁଦ୍ଧରେ ଆସନ୍ତା ଜାନୁୟାରୀ ୨୨ ତାରିଖ ଶୁକ୍ରବାର ଦିନ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ଗଣବିକ୍ଷୋଭ କାର୍ଯ୍ୟକ୍ରମ କରାଯିବା ପାଇଁ ସ୍ଥିର ହୋଇଥିଲା । ସଭା ପ୍ରାରମ୍ଭରେ ଦିଲ୍ଲୀରେ କୃଷକ ଆନ୍ଦୋଳନରେ ମୃତ୍ୟୁବରଣ କରିଥିବା କୃଷକମାନଙ୍କର ଆତ୍ମାର ସଦ୍‌ଗତି ନିମନ୍ତେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇ ନୂତନ ଭାବରେ ମନୋନିତ ବ୍ଲକ କିଶାନ କଂଗ୍ରେସ ଅଧ୍ୟକ୍ଷ ଗଗନ ନାଥ, ପ୍ରଦ୍ୟୁମ୍ନ ସାହୁ, ହେମନ୍ତ ସାହୁ, ପ୍ରଦୀପ ମିଶ୍ର, ଗିରିଧାରୀ ସାହୁ, ଉତ୍ତମ ପଟେଲ, ଆଦିକନ୍ଦ ପୋଡ, ଘନଶ୍ୟାମ ପ୍ରଧାନ, ହେମବନ୍ତ ସେଠ, ଋଷି ନାଥ, ମାୟାଧର ସୁନା, ସରୋଜ ପଧାନ, ଅଶୋକ ପଟେଲ, ସାନ୍ତନୁ ସିଂହଙ୍କୁ ସମ୍ବର୍ଦ୍ଧିତ କରାଯାଇ ଆଗାମୀ ଦିନରେ ପଂଚାୟତ ସ୍ତରରେ ସଂଗଠନକୁ ମଜବୁତ କରିବା ପାଇଁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଜିଲ୍ଲା କଂଗ୍ରେସ ସଭାପତି ଦିଲିପ ବେହେରା ଆହ୍ୱାନ ଦେଇଥିଲେ ।

ଉପ-ସଭାପତି ମନୀଷ ମିଶ୍ର, ବୁଲୁ ଦାନି, ଇଂ ରମେଶ ପୁରୋହିତ, ନବକିଶୋର ନାଏକ, ଯୁବନେତା ପ୍ରଫୁଲ୍ଲ ମିଶ୍ର, ଅଜୟ ବାଲି, ପ୍ରେମ ପ୍ରକାଶ ମିଶ୍ର, ମିଲନି ସାହୁ, ଅନିଲ ମେହେର, ଗୁଣସାଗର ମାଝି, ବିକାଶ ପାଣିଗ୍ରାହୀ, ଶ୍ରୀଧର ବାରିକ, ରାମ ପ୍ରସାଦ ମିଶ୍ର, ଶୁଶାନ୍ତ ଷଡଙ୍ଗୀ, ଫଜୁଲୁଦ୍ଧିନ ଖାନ, ସତ୍ୟାନନ୍ଦ ସୁନା, ଓମ୍ ପ୍ରକାଶ କୁମ୍ଭାର, ଦଳିତ ନେତା ଜ୍ୟୋତିଷ ମୁଗ୍ରୀ, ସରୋଜ ରଥ, କୁନା ପ୍ରଧାନ, ଯୁଗେଶ୍ୱର ସାହୁ, ହରି ନନ୍ଦ, କୈଳାସ ମିଶ୍ର,  ପପୁ ପାତ୍ର, ଅନ୍ତ ମଛଖଣ୍ଡ, ପବିତ୍ର ନେପାକ, ବସୁଦେବ ନାଏକ, ଲଳିତ ପଟେଲ, ସୁରୁ ମେର୍ଲି, ସତ୍ୟ ନାଗ, ଗଦାଧର ମହାପାତ୍ର, ସୁଦର୍ଶନ ମିଶ୍ର, ପତିତପାବନ ପ୍ରଧାନ , ପୂର୍ବତନ ବ୍ଲକ ଅଧ୍ୟକ୍ଷ ହୃଦାନନ୍ଦ ଭୋଇ ସ୍ୱାଗତ ଭାଷଣ ଦେଇଥିବା ବେଳେ ଛାତ୍ର କଂଗ୍ରେସ ସଭାପତି ଅଙ୍କିତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like