-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||     

HOME   ଜିଲ୍ଲା

ତୁମୁଡିବନ୍ଧ ବଡ଼ ସାହିରେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ

15-Feb-2025



ତୁମୁଡିବନ୍ଧ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ ) କନ୍ଧମାଳ ଜିଲ୍ଲାର ଉପାନ୍ତ ତୁମୁଡିବନ୍ଧ ବ୍ଲକ ଅନ୍ତର୍ଗତ ବଡ଼ ସାହିରେ ଫାଲେରିଆ ନିରାକରଣ ପାଇଁ ସରକାରଙ୍କ ତରଫରୁ ନିଆଯାଇଛି ବଡ଼ ପଦକ୍ଷେପ |  ତୁମୁଡିବନ୍ଧ ପଂଚାୟତ ବଡ଼ସାହି ରେ ଫାଲେରିଆ ସଂକ୍ରମିତ ସଂଖ୍ୟାକୁ ନେଇ ତୁମୁଡିବନ୍ଧ ସ୍ୱାସ୍ଥ୍ୟ ବିଭାଗର ମୁଣ୍ଡ ବିନ୍ଧାର କାରଣ ସାଜିଛି |ଏଥିପାଇଁ  ଏହି ସଂକ୍ରମିତ ଅଂଚଳକୁ ଫାଲେରିଆ ମୁକ୍ତ କରିବା ପାଇଁ ସରକାରଙ୍କ ନଜରରେ ରହିଛି ତୁମୁଡିବନ୍ଧ ବଡ଼ସାହି | ସ୍ୱାସ୍ଥ୍ୟ କର୍ମୀମାନେ ଘର ଘର ବୁଲି ଫାଲେରିଆ ରୋଗରମୁକ୍ତ କରିବା ପାଇଁ ଜିଲ୍ଲା ସ୍ୱାସ୍ଥ୍ୟ ଭ୍ୟାକ୍ଟର ବର୍ଣ୍ଣ ରୋଗ ପରାମର୍ଶଦାତା 

ଦାତା କୁମୁଦଚନ୍ଦ୍ର ସାହୁ ଙ୍କ ନେତୃତ୍ୱ ରେ ଏକ ଟିମ ପହଞ୍ଚିଛନ୍ତି ବଡ଼ସାହିରେ ଆଉ ପ୍ରତେକ ଘରେ ଲୋକଙ୍କୁ ସଚେତନ କରାଇବା ସହ ଔଷଧ ବଣ୍ଟନଏବଂ ଔଷଧ ସେବନ କାର୍ଯ୍ୟକ୍ରମ କରାଯାଉଛି,  ବଡ଼ ସାହିକୁ ଫାଲେରିଆ ମୁକ୍ତ କରିବା ପାଇଁ  ଔଷଧ ଆଲବାଣ୍ଡଜ଼ଲ, ଏବଂ, ଡି ଏସଆଇ, ଔଷଧ ବଣ୍ଟନ କରାଯାଇଛି  | ପିଲା ଠାରୁ ବୁଢା ବୁଢୀ ସମସ୍ତଙ୍କୁ ଆଶାକର୍ମି , ଅଙ୍ଗନବାଡ଼ି , ସ୍ୱାସ୍ଥ୍ୟ କର୍ମୀ ମାନେ ବୁଝାଇ ସୁଝାଇ ଔଷଧ

ସେବନ କରୁଛନ୍ତି. ଆଜିର ଏହି ଫାଲେରିଆ ନିରାକରଣ କାର୍ଯ୍ୟକ୍ରମରେ ଜିଲ୍ଲା ଟିମ ସହ ବ୍ଲକ ଭ୍ୟାକ୍ଟର ବର୍ଣ୍ଣ ପରାମର୍ଶ ଦାତା ରାଜେଶ ଆଚାରୀ, ପିଆଇସି ଟିମ ରାଜୀବ ଜେନା, ସ୍ୟାସ୍ତ୍ୟ କର୍ମୀ ଉତ୍ତମ  ସାନସେଠ, ଝରଣା ସାହୁ, ଅଙ୍ଗନବାଡି କର୍ମୀ ଚନ୍ଦ୍ରିକା ସାହୁ, ଆଶା କର୍ମୀ ବିଜୟ ଲଷ୍ମୀ ଘଡେଇ ପ୍ରମୁଖ ଉପସ୍ଥିତ  ରହି ଯୁଦ୍ଧ କାଳୀନ ଭିତିରେ ସାମୁହିକ ଓଷଧ ସେବନ କାର୍ଯ୍ୟକ୍ରମ ଜାରି ରଖି ଥିବା ଦେଖିବାକୁ ମିଳୁଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026

You Might Also Like